Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ନିର୍ବାଚନ ମଣ୍ଡଳିର ଉନ୍ନତି ପାଇଁ ପ୍ରଚେଷ୍ଠା ଜାରୀ ରଖିଛନ୍ତି ବିଧାୟିକା ଉପାସନା, ଜାଣନ୍ତୁ ସେ କଣ କଲେ
ରାଜ୍ୟ ଖବର

ନିର୍ବାଚନ ମଣ୍ଡଳିର ଉନ୍ନତି ପାଇଁ ପ୍ରଚେଷ୍ଠା ଜାରୀ ରଖିଛନ୍ତି ବିଧାୟିକା ଉପାସନା, ଜାଣନ୍ତୁ ସେ କଣ କଲେ

December 22, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ନିର୍ବାଚନ ମଣ୍ଡଳିର ଉନ୍ନତି ପାଇଁ ପ୍ରଚେଷ୍ଠା ଜାରୀ ରଖିଛନ୍ତି ବିଧାୟିକା ଉପାସନା ମହାପାତ୍ର

ପୁରୀ: ନୂଆ ବିଧାୟିକା ହେଲେ ପିଲାଟି ଦିନରୁ ସେ ରାଜନୀତିକୁ ବେଶ ପାଖରୁ ଦେଖିଛନ୍ତି। ସେ ହେଉଛନ୍ତି ବ୍ରହ୍ମଗିରିର ବିଜେପି ବିଧାୟିକା ଉପାସନା ମହାପାତ୍ର। ବରିଷ୍ଠ କଂଗ୍ରେସ ନେତା ସ୍ବର୍ଗ ଲୁଲୁ ମହାପାତ୍ରଙ୍କ ଝିଅ। ସେ ବ୍ରହ୍ମଗିରିର କିପରି ଉନ୍ନତି ହେବ ତାଙ୍କ ବାପାଙ୍କ ପରି ଉଦ୍ୟମ ଜାରୀ ରଖିଛନ୍ତି। ନିକଟରେ ସେ ବ୍ରହ୍ମଗିରିର ଉଚ୍ଚ ଅଧିକାରୀଙ୍କ ସହିତ ସମୀକ୍ଷା ବୈଠକ କରିଥିଲେ। ସେନେଇ ଉପାସନା ତାଙ୍କ ସାମାଜିକ ଗଣମାଧ୍ୟମରେ ସୂଚନା ଦେଇଥିଲେ।

ସେଥିରେ ସେ ଉଲ୍ଲେଖ କରିଥିଲେ ଯେ, ‘ମୋ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମଗିରି ବ୍ଳକର ଉନ୍ନୟନ ଅଧିକାରୀ, କନିଷ୍ଠ ଯନ୍ତ୍ରୀ ଏବଂ ଅନ୍ୟ ଅଧିକାରୀମାନଙ୍କ ଉପସ୍ଥିତିରେ ଆୟୋଜିତ ବିକାଶ କାର୍ଯ୍ୟ ସମୀକ୍ଷା ବୈଠକରେ ଯୋଗ ଦେଲି । ଏହି ଅବସରରେ ବ୍ରହ୍ମଗିରି ବ୍ଳକର ଜନସାଧାରଣ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟାର ତୁରନ୍ତ ସମାଧାନ ସହ ଲୋକଙ୍କ ପାଖରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା ପହଞ୍ଚାଇବା ତଥା ଉନ୍ନୟନ କାର୍ଯ୍ୟଗୁଡ଼ିକୁ ତ୍ୱରାନ୍ୱିତ କରିବା ବିଷୟରେ ମୋର ବକ୍ତବ୍ୟ ରଖିଥିଲି।’

ଉପାସନା ମହାପାତ୍ର ବ୍ରହ୍ମଗିରି
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତର ବିଜୟରେ ବାଧା ସୃଷ୍ଟି କରିବ କି ବର୍ଷା?: ଜାଣନ୍ତୁ କିପରି ରହିବ କଲମ୍ବୋରେ ପାଗ

August 26, 2026

ରାଜଧାନୀ ଏକ୍ସପ୍ରେସରେ ଚଢାଉ: ଜବତ ହେଲା ମିଆଦ ଶେଷ ହୋଇଥିବା ଖାଦ୍ୟ

August 26, 2026

ବର୍ଷା ଦିନେ ଏହି ପନିପରିବା ଖାଇବା ଠାରୁ ଦୂରେଇ ରୁହନ୍ତୁ, ହୋଇପାରେ କ୍ଷତି

August 26, 2026

ଜସପ୍ରିତ ବୁମରାହଙ୍କ ରାଜତ୍ୱ ଶେଷ: ଏବେ ଏହି ଖେଳାଳି ହେଲେ ନମ୍ବର-୧ ଟେଷ୍ଟ ବୋଲର

August 26, 2026
Latest News

ଭାରତର ବିଜୟରେ ବାଧା ସୃଷ୍ଟି କରିବ କି ବର୍ଷା?: ଜାଣନ୍ତୁ କିପରି ରହିବ କଲମ୍ବୋରେ ପାଗ

August 26, 2026

ରାଜଧାନୀ ଏକ୍ସପ୍ରେସରେ ଚଢାଉ: ଜବତ ହେଲା ମିଆଦ ଶେଷ ହୋଇଥିବା ଖାଦ୍ୟ

August 26, 2026

ବର୍ଷା ଦିନେ ଏହି ପନିପରିବା ଖାଇବା ଠାରୁ ଦୂରେଇ ରୁହନ୍ତୁ, ହୋଇପାରେ କ୍ଷତି

August 26, 2026

ଜସପ୍ରିତ ବୁମରାହଙ୍କ ରାଜତ୍ୱ ଶେଷ: ଏବେ ଏହି ଖେଳାଳି ହେଲେ ନମ୍ବର-୧ ଟେଷ୍ଟ ବୋଲର

August 26, 2026

ସରକାରଙ୍କୁ CJP ର ଚେତାବନୀ: ସେପ୍ଟେମ୍ବର ୫ରେ ଶାନ୍ତିପୂର୍ଣ୍ଣ ଶୋଭାଯାତ୍ରା

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.