Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ବିମ୍ବାଧର ମୁଦୁଲି ସ୍ବାଧୀନତା ସଂଗ୍ରାମୀ ସମିତି ସଭାପତି ନିର୍ବାଚିତ, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଅଭ୍ୟର୍ଥନା କମିଟି ଅଧ୍ୟକ୍ଷ
ରାଜ୍ୟ ଖବର

ବିମ୍ବାଧର ମୁଦୁଲି ସ୍ବାଧୀନତା ସଂଗ୍ରାମୀ ସମିତି ସଭାପତି ନିର୍ବାଚିତ, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଅଭ୍ୟର୍ଥନା କମିଟି ଅଧ୍ୟକ୍ଷ

December 29, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିମ୍ବାଧର ମୁଦୁଲି ସ୍ବାଧୀନତା ସଂଗ୍ରାମୀ ସମିତି ସଭାପତି ନିର୍ବାଚିତ, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଅଭ୍ୟର୍ଥନା କମିଟି ଅଧ୍ୟକ୍ଷ

ଭୁବନେଶ୍ବର: ଓଡ଼ିଶା ରାଜ୍ୟ ସ୍ବାଧୀନତା ସଂଗ୍ରାମୀର ସଭାପତି ଭାବରେ କେନ୍ଦ୍ରାପଡା ଜିଲ୍ଲାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବିମ୍ବାଧର ମୁଦୁଲି ସର୍ବସମ୍ମତି କ୍ରମେ ନିର୍ବାଚିତ ହୋଇଛନ୍ତି। ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ଦେହାନ୍ତ ପରେ ରାଜ୍ୟ ସଭାପତି ପଦ ଖାଲି ରହିଥ୍ଖଲା।

ଅଖିଳ ଭାରତୀୟ ସ୍ବାଧୀନତା ସଂଗ୍ରାମୀ ସମିତି ପକ୍ଷରୁ ରାଷ୍ଟ୍ରୀୟ ଯୁବ ସାମ୍ମୁଖ୍ୟ ଅଧ୍ୟକ୍ଷ ସାଂସଦ ଭର୍ତ୍ତୃହରି ମହତାବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଶ୍ରୀ ମୁଦୁଲିଙ୍କୁ ସଭାପତି ଭାବରେ ନିର୍ବାଚିତ କରାଯାଇଛି। ଶ୍ରୀ ମୁଦୁଲି ବର୍ତ୍ତମାନ କେନ୍ଦ୍ରାପଡା ଜିଲ୍ଲା ସ୍ବାଧୀନତା ସଂଗ୍ରାମୀ ସମିତିର ସଭାପତି ଭାବରେ କାର‌୍ୟ୍ୟ କରୁଛନ୍ତି। ତାଙ୍କୁ ୯୯ ବର୍ଷ ବୟସ।

ରାଜ୍ୟ ସ୍ବାଧୀନତା ସଂଗ୍ରାମୀ ସମିତିର ସଭାପତି ଭାବରେ ପୂର୍ବରୁ ବିଶ୍ବମ୍ବର ପରିଡା, ପ୍ରହ୍ଲାଦ ରାୟଲାଠ, ଶ୍ରୀଧର ଦାସ, ପୁରୁଷୋତ୍ତମ ନାୟକ, ଭବାନୀ ଚରଣ ପଟ୍ଟନାୟକ ଓ ନୀଳମଣି ସାମଲ କାର୍ଯ୍ୟ କରିଛନ୍ତି। ବିଦାୟୀ ସଭାପତି ନୀଳମଣି ସାମଲଙ୍କର ଗତ ଜାନୁଆରୀ ମାସ ୨୭ ତାରିଖରେ ପରଲୋକ ଘଟିଥିଲା। ସେବେଠାରୁ ସଭାପତି ପଦବୀ ଖାଲି ପଡିଥ୍ଖଲା୤ ସ୍ବର୍ଗତ ସାମଲ ଯାଜପୁର ଜିଲ୍ଲା ବଡଚଣା ନିର୍ବାଚନ ମଣ୍ଡଳୀର ଥିଲେ।

ଆସନ୍ତା ଜାନୁଆରୀ ୨ ତାରିଖରେ ସର୍ବଭାରତୀୟ ସ୍ବାଧୀନତା ସଂଗ୍ରାମୀ ଦିବସ ମହୋତ୍ସବ ଭୁବନେଶ୍ବରରେ ହେବାକୁ ଯାଉଛି। ଏହାର ଅଭ୍ୟର୍ଥନା କମିଟିର ଅଧ୍ୟକ୍ଷ ଭାବରେ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କୁ ସର୍ବସମ୍ମତି କ୍ରମେ ଏହି ବୈଠକରେ ମନୋନୀତ କରାଯାଇଛି।

ଆସନ୍ତା ୨ ତାରିଖରେ ଦିବସ ବ୍ୟାପୀ ଏହି ମହୋତ୍ସବ ଭୁବନେଶ୍ବର ୟୁନିଟ-୯ ସ୍ଥିତ ଶହୀଦ ସ୍ମାରକୀ ସ୍ବାଧୀନତା ସଂଗ୍ରାମୀ ସଦନଠାରେ ଅନୁଷ୍ଠିତ ହେବ। ବିଭିନ୍ନ ରାଜ୍ୟରୁ ସ୍ବାଧୀନତା ସଂଗ୍ରାମୀ ଏବଂ ଉତ୍ତରଦାୟଦମାନେ ଏଥିରେ ଯୋଗ ଦେବେ।

ପୃଥ୍ବୀରାଜ ହରିଚନ୍ଦନ ବିମ୍ବାଧର ମୁଦୁଲି
Share. Facebook Twitter LinkedIn Email WhatsApp Copy Link

Related Posts

ଅବତରଣ ସମୟରେ ରନୱେରେ ଖସିଗଲା ଏୟାର ଇଣ୍ଡିଆର ବିମାନ: ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

July 21, 2025

ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଚୋରା ବାଲି ମହଜୁଦ ଡିପୋରେ ଚଢ଼ାଉ: ଜବତ ହେଲା ଶତାଧିକ ଟ୍ରକର ବାଲି

July 21, 2025

ନୀତିଶ ରେଡ୍ଡିଙ୍କ ସ୍ଥାନରେ କିଏ ଖେଳିବେ?: ଗୌତମ ଗମ୍ଭୀରଙ୍କ ସାମ୍ନାରେ ଏକ ବଡ଼ ଚ୍ୟାଲେଞ୍ଜ

July 21, 2025

ଛାତ୍ର କଂଗ୍ରେସ ସଭାପତିଙ୍କ ଦୁଷ୍କର୍ମ ଅଭିଯୋଗ ଅନୁଧ୍ୟାନ ପାଇଁ କଂଗ୍ରେସ ଗଠନ କଲା କମିଟ, ସସ୍ମିତା ଅଧ୍ୟକ୍ଷା

July 21, 2025
Latest News

ପୋଖରୀରେ ବୁଡି ବରିଷ୍ଠ ନାଗରିକଙ୍କ ମୃତ୍ୟୁ

July 21, 2025

ଅବତରଣ ସମୟରେ ରନୱେରେ ଖସିଗଲା ଏୟାର ଇଣ୍ଡିଆର ବିମାନ: ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

July 21, 2025

ମୋଦି, ରାହୁଲ ଗାନ୍ଧୀ ନା ଚିରାଗ, ବିହାରର ଦଳିତଙ୍କ ମଧ୍ୟରେ କିଏ ସବୁଠାରୁ ଅଧିକ ଲୋକପ୍ରିୟ?: ସର୍ଭେରେ ବଡ଼ ଖୁଲାସା

July 21, 2025

ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଚୋରା ବାଲି ମହଜୁଦ ଡିପୋରେ ଚଢ଼ାଉ: ଜବତ ହେଲା ଶତାଧିକ ଟ୍ରକର ବାଲି

July 21, 2025

ନୀତିଶ ରେଡ୍ଡିଙ୍କ ସ୍ଥାନରେ କିଏ ଖେଳିବେ?: ଗୌତମ ଗମ୍ଭୀରଙ୍କ ସାମ୍ନାରେ ଏକ ବଡ଼ ଚ୍ୟାଲେଞ୍ଜ

July 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.