Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଜାଣନ୍ତୁ କାହିଁକି
ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଜାଣନ୍ତୁ କାହିଁକି

January 2, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଜାଣନ୍ତୁ କାହିଁକି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଆଜି ଚିଠି ଲେଖିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଓଡିଶାରେ ବିଜେପି ସରକାର ଆସିବା ପରେ ମୁଖ୍ୟମନ୍ତ୍ରୀଙ୍କୁ ନବୀନଙ୍କ ଚିଠି ଲେଖିବା ଏହା ହେଉଛି ପ୍ରଥମ। ତେବେ ସେ ଚିଠି ଓଡିଶାର ଚାଷୀଙ୍କ ପାଇଁ ଲେଖିଛନ୍ତି। ଅଦିନିଆ ବର୍ଷା ଯୋଗୁଁ ଚାଷୀଙ୍କ ଯେଉଁ କ୍ଷୟକ୍ଷତି ହୋଇଛି ତାହାର କ୍ଷତିପୂରଣ ଦେବା ପାଇଁ ଏହି ଚିଠି ସେ ଲେଖିଛନ୍ତି। ଚାଷୀମାନଙ୍କୁ ତୁରନ୍ତ କ୍ଷତିପୂରଣ ରାଜ୍ୟ ସରକାର ଦିଅନ୍ତୁ ବୋଲି ନବୀନ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବୀ କରିଛନ୍ତି।

ସେ ଲେଖିଛନ୍ତି ଯେ, ନିକଟରେ ନିଜେ କ୍ଷତିଗସ୍ତ ପାଞ୍ଚଟି ଜିଲ୍ଲା ଗସ୍ତରେ ଯାଇଥିଲେ। ସେଠାରେ ଚାଷୀମାନେ ଯେପରି କ୍ଷତିର ସମ୍ମୁଖୀନ ହୋଇଛନ୍ତି ତାହା ପୂର୍ବରୁ କେବେ ହୋଇ ନ ଥିଲା। ଏହି ଅଦିନିଆ ବର୍ଷାରେ ଫସଲ କ୍ଷତି ହୋଇଥିବା କାରଣରୁ ଚାଷୀମାନେ କଣ କରିବେ ସେ ନେଇ ଚିନ୍ତାରେ ଅଛନ୍ତି।

ଏହି କ୍ଷତି ଯୋଗୁଁ ଆତ୍ମହତ୍ୟା କରିଥିବା ଜଗତସିଂହପୁର ବାଲିକୂଦା ଚାଷୀ ପରିବାରକୁ ସେ ଭେଟିଥିଲେ। ବର୍ତ୍ତମାନ ଓଡିଶାର ଚାଷୀକୂଳ ବଡ ସମସ୍ୟାରେ ଅଛନ୍ତି। ସେଥିପାଇଁ ରାଜ୍ୟ ସରକାର ତୁରନ୍ତ ଉପଯୁକ୍ତ କ୍ଷତି ପୂରଣ ପ୍ରଦାନ କରନ୍ତୁ ବୋଲି ନବୀନ ଦାବୀ କରିଛନ୍ତି।

ଏଥିସହିତ ଏହି ଚିଠିରେ ନବୀନ ଉଲ୍ଲେଖ କରିଛନ୍ତି, ଚାଷୀମାନଙ୍କୁ ଏପରି ଅଦିନିଆ ବର୍ଷା ସଂପର୍କରେ ସରକାର ଆଗୁଆ ସୂଚନା ଦେଇ ନ ଥିଲେ। ଫଳରେ ସେମାନେ ଆଗୁଆ ପଦକ୍ଷେପ ଗ୍ରହଣ କରିପାରି ନ ଥିଲେ। ରାଜ୍ୟ ସରକାର ଏଥିପ୍ରତି ଧ୍ୟାନ ଦିଅନ୍ତୁ ବୋଲି ନବୀନ ମୁଖ୍ୟମନ୍ତ୍ରୀଙ୍କୁ ପରାମର୍ଶ ଦେଇଛନ୍ତି।

ଅଦିନିଆ ବର୍ଷା ନବୀନ ପଟ୍ଟନାୟକ ମୋହନ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

କଟକ ଦୁଷ୍କର୍ମ ମାମଲା: ୫ ଗିରଫ, ଅନ୍ୟ ଜଣେ ଫେରାର

August 14, 2026

ଫୁଲୁଛି ବୁଢ଼ାବଳଙ୍ଗ, ବଢ଼ୁଛି ବିପଦ: ଜଳବନ୍ଦୀ ଅନେକ ପରିବାର

August 13, 2026

ବୈତରଣୀରେ ବଢୁଛି ବନ୍ୟାଜଳ, କେନ୍ଦୁଝର ପାଟଣା ଓ ଆନନ୍ଦପୁରରେ ବିପଦ ସଂକେତ ଟପିଲା

August 13, 2026

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ବେଟି ବଚାଓ ବେଟି ପଢାଓ କାର୍ଯ୍ୟକ୍ରମ

August 13, 2026
Latest News

କଟକ ଦୁଷ୍କର୍ମ ମାମଲା: ୫ ଗିରଫ, ଅନ୍ୟ ଜଣେ ଫେରାର

August 14, 2026

ଅଗଷ୍ଟ ୧୪ ତାରିଖ ଶୁକ୍ରବାରରେ ସାତଟି ରାଶିର ଭାଗ୍ୟରେ ଦେଖାଦେବ ବଡ ପରିବର୍ତ୍ତନ

August 14, 2026

ଶୋ’ରୁମ୍‌ରେ ଚୋରର ହାଇଡ୍ରାମା: କଫି ପିଇଲା, ନାଚିଲା, ବାଇକ୍‌ ନେଇ ମାରିଲା ଛୁ’

August 13, 2026

ଫୁଲୁଛି ବୁଢ଼ାବଳଙ୍ଗ, ବଢ଼ୁଛି ବିପଦ: ଜଳବନ୍ଦୀ ଅନେକ ପରିବାର

August 13, 2026

ବୈତରଣୀରେ ବଢୁଛି ବନ୍ୟାଜଳ, କେନ୍ଦୁଝର ପାଟଣା ଓ ଆନନ୍ଦପୁରରେ ବିପଦ ସଂକେତ ଟପିଲା

August 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.