Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ବିରୋଧୀ ଦଳ ନେତାଙ୍କୁ ଭେଟିଲେ, ଅଙ୍ଗନବାଡ଼ି କର୍ମୀ ଓ ସହାୟକ ସଂଘ, ବିଭିନ୍ନ ଦାବୀ ନେଇ କଲେ ଆଲୋଚନା
ରାଜ୍ୟ ଖବର

ବିରୋଧୀ ଦଳ ନେତାଙ୍କୁ ଭେଟିଲେ, ଅଙ୍ଗନବାଡ଼ି କର୍ମୀ ଓ ସହାୟକ ସଂଘ, ବିଭିନ୍ନ ଦାବୀ ନେଇ କଲେ ଆଲୋଚନା

February 3, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
anganbadi
ବିରୋଧୀ ଦଳ ନେତାଙ୍କୁ ଭେଟିଲେ, ଅଙ୍ଗନବାଡ଼ି କର୍ମୀ ଓ ସହାୟକ ସଂଘ, ବିଭିନ୍ନ ଦାବୀ ନେଇ କଲେ ଆଲୋଚନା

ଭୁବନେଶ୍ବର: ଅଲ ଓଡ଼ିଶା ଅଙ୍ଗନବାଡ଼ି କର୍ମୀ ଓ ସହାୟକା ସଂଘର ଏକ ପ୍ରତିନିଧି ଦଳ ଆଜି ସନ୍ଧ୍ୟାରେ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି ଲାଗୁ ହେବାପରେ ସେମାନେ ସମୁଖୀନ ହେଉଥିବା ବିଭିନ୍ନ ସମସ୍ୟା ନେଇ ତାଙ୍କ ସହିତ ଆଲୋଚନା କରିଥିଲେ ।

ଏହି ଆଲୋଚନା ସମୟରେ ଶିଶୁବାଟିକାରେ ଅଙ୍ଗନବାଡ଼ି କର୍ମୀକୁ ଶିକ୍ଷକ ଭାବରେ ନିଯୁକ୍ତି ଦେବା, ପଦୋନ୍ନତି ତଥା ସେମାନଙ୍କ ସରକାରୀ କର୍ମଚାରୀ ମାନ୍ୟତା ଆଦି ପ୍ରସଙ୍ଗରେ ସେମାନେ ବିରୋଧୀ ଦଳ ନେତାଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ।

ମା ଓ ଶିଶୁମାନଙ୍କ କଲ୍ୟାଣରେ ଅଙ୍ଗନବାଡ଼ି କର୍ମୀ ଓ ସହାୟିକାମାନେ ଯେପରି ଗୁରୁ ଦାୟିତ୍ବ ତୁଲାଇ ଆସୁଛନ୍ତି ସେଥିପାଇଁ ସେମାନଙ୍କୁ ଶ୍ରୀ ପଟ୍ଟନାୟକ ଧନ୍ୟବାଦ ଜଣାଇବା ସହ ସେମାନଙ୍କର ସମସ୍ୟାର ସମାଧାନ ପାଇଁ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବେ ବୋଲି ଶ୍ରୀ ପଟ୍ଟନାୟକ ପ୍ରତିନିଧିମାନଙ୍କୁ କହିଥିଲେ ।

ଏହି ଆଲୋଚନା ସମୟରେ ସଂଘର ଉପଦେଷ୍ଟା ଶ୍ରୀ ସୁବାସ ସିଂ, ସଭାନେତ୍ରୀ ନନ୍ଦିନୀ ପଣ୍ଡା, ସମ୍ପାଦିକା ମଞ୍ଜୁଲତା ଦାସ,ସୁଶ୍ରୀ ସଂଗୀତା ମହାପାତ୍ର ପ୍ରମୁଖ ଉପସ୍ଥିତ ଥି

Anganbadi ଅଙ୍ଗନବାଡ଼ି କର୍ମୀ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତୀୟ ଦଳର ଲଜ୍ଜାଜନକ ପରାଜୟ ପରେ ଗୌତମ ଗମ୍ଭୀରଙ୍କୁ କଟାକ୍ଷ କଲା ଆୟର୍ଲାଣ୍ଡ କ୍ରିକେଟ୍ ବୋର୍ଡ

June 29, 2026

୪ ବର୍ଷର ଶିଶୁକୁ ଦୁଷ୍କର୍ମ ଓ ହତ୍ୟା ମାମଲା: ଗୋଟିଏ ମାସ ମଧ୍ୟରେ ଅଭିଯୁକ୍ତକୁ ମୃତ୍ୟୁଦଣ୍ଡ

June 29, 2026

ରାମ ମନ୍ଦିର ଦାନ ଚୋରି ମାମଲା: ତୁରନ୍ତ ଶୁଣାଣି କରିବାକୁ ମନା କଲେ  ସୁପ୍ରିମକୋର୍ଟ

June 29, 2026

ସକାଳୁ ପୁରୀରେ ପହଞ୍ଚି ମହାପ୍ରଭୁଙ୍କ ଦର୍ଶନ କଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

June 29, 2026
Latest News

ଭାରତୀୟ ଦଳର ଲଜ୍ଜାଜନକ ପରାଜୟ ପରେ ଗୌତମ ଗମ୍ଭୀରଙ୍କୁ କଟାକ୍ଷ କଲା ଆୟର୍ଲାଣ୍ଡ କ୍ରିକେଟ୍ ବୋର୍ଡ

June 29, 2026

୪ ବର୍ଷର ଶିଶୁକୁ ଦୁଷ୍କର୍ମ ଓ ହତ୍ୟା ମାମଲା: ଗୋଟିଏ ମାସ ମଧ୍ୟରେ ଅଭିଯୁକ୍ତକୁ ମୃତ୍ୟୁଦଣ୍ଡ

June 29, 2026

ରାମ ମନ୍ଦିର ଦାନ ଚୋରି ମାମଲା: ତୁରନ୍ତ ଶୁଣାଣି କରିବାକୁ ମନା କଲେ  ସୁପ୍ରିମକୋର୍ଟ

June 29, 2026

ସକାଳୁ ପୁରୀରେ ପହଞ୍ଚି ମହାପ୍ରଭୁଙ୍କ ଦର୍ଶନ କଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

June 29, 2026

୬୫ତମ ଜାତୀୟ ଆନ୍ତଃରାଜ୍ୟ ବରିଷ୍ଠ ଆଥଲେଟିକ୍ସ ପ୍ରତିଯୋଗିତା ଉଦଯାପିତ

June 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.