Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଲୀଳାକ୍ଷେତ୍ର “କାଙ୍କଣଶିଖରୀ”ରେ ଶ୍ରୀଜଗନ୍ନାଥ ମହୋତ୍ସବ: ଚତୁର୍ଦ୍ଧାମୂର୍ତ୍ତିଙ୍କର ଦିବ୍ୟ ଦର୍ଶନ ଲାଭ କଲେ ଆଇନ ମନ୍ତ୍ରୀ
ରାଜ୍ୟ ଖବର

ଲୀଳାକ୍ଷେତ୍ର “କାଙ୍କଣଶିଖରୀ”ରେ ଶ୍ରୀଜଗନ୍ନାଥ ମହୋତ୍ସବ: ଚତୁର୍ଦ୍ଧାମୂର୍ତ୍ତିଙ୍କର ଦିବ୍ୟ ଦର୍ଶନ ଲାଭ କଲେ ଆଇନ ମନ୍ତ୍ରୀ

February 9, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚ଼ିଲିକା: ଆଜି ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀର ନଈରୀ ଗ୍ରାମ ପଞ୍ଚାୟତ ନିକଟସ୍ଥ ଲୀଳାକ୍ଷେତ୍ର “କାଙ୍କଣଶିଖରୀ” ୭ ତମ ଶ୍ରୀ ଜଗନ୍ନାଥ ମହୋତ୍ସବରେ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଯୋଗ ଦେଇ ଲିମ୍ବ ଦାରୁରେ ନିର୍ମିତ ଚତୁର୍ଦ୍ଧାମୂର୍ତ୍ତିଙ୍କର ୨୪ ଗୋଟି ବେଶର ଦିବ୍ୟ ଦର୍ଶନଲାଭ କରିବା ସହ ଅଞ୍ଚଳବାସୀଙ୍କ ସୁଖ, ଶାନ୍ତି ଓ ପ୍ରଗତି ନିମନ୍ତେ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଥିଲେ।

କାଙ୍କଣ ଶିଖରୀକୁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ଲୀଳାକ୍ଷେତ୍ର କୁହାଯାଇଥାଏ।ଯେତେବେଳେ କଳାପାହାଡ଼ ଶ୍ରୀ ମନ୍ଦିର ଉପରେ ଆକ୍ରମଣ କରିଥିଲା, ସେହି ସମୟରେ ମହାପ୍ରଭୁଙ୍କୁ ଚ଼ିଲିକାର ଏକ ଟାପୁରେ ପ୍ରାୟ ୪ ମାସ‌ ରଖାଯାଇଥିଲା ଏବଂ ପ୍ରଭୁଙ୍କୁ କାଙ୍କଣ ଫଳ ଭୋଗ ଲାଗି କରାଯାଇ ପୂଜା କରାଯାଉଥିଲା।

ଭକ୍ତକୁ ଆଶ୍ଚର୍ଯ୍ୟମୟ-ଲୀଳାରେ ଆନନ୍ଦ ବିତରଣ କରିବା ସହିତ ବିଶ୍ୱଚେତନାତ୍ମକ-ଲୋକଶିକ୍ଷା ପ୍ରଦାନ କରିବାରେ ସେହି କୋଟି ଜଗତର ନାଥ ନୀଳାଦ୍ରୀଶ ସତତ ଧୁରନ୍ଧର। ତାଙ୍କ ଲୀଳା ହେଉଛି ଆଶ୍ଚର୍ଯ୍ୟ ଓ ଆନନ୍ଦର ଚିରନ୍ତନ ଧାରା। ସ୍ମରଣାତୀତ କାଳରୁ ମହାପ୍ରଭୁ ଶ୍ରୀଜଗନ୍ନାଥ ବିଭିନ୍ନ ସ୍ଥାନରେ ନିଜର ଲୀଳା ରଚନା କରିଛନ୍ତି।

ଏହି ଅବସରରେ ଚ଼ିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋସ୍ନା ବେହେରା, ଉପାଧ୍ୟକ୍ଷ ଅରୁଣ ପଟ୍ଟନାୟକ, ଟ୍ରଷ୍ଟର ପ୍ରମୁଖ ଡ଼ା.ସୁଶାନ୍ତ କୁମାର ସାହୁଙ୍କ ସମେତ ବହୁ ବ୍ୟକ୍ତିବିଶେଷ ମାନେ ଉପସ୍ଥିତ ଥିଲେ।

chilika କାଙ୍କଣଶିଖରୀ ଚତୁର୍ଦ୍ଧାମୂର୍ତ୍ତି ପୃଥ୍ୱୀରାଜ ହରିଚନ୍ଦନ ଲୀଳାକ୍ଷେତ୍ର ଶ୍ରୀଜଗନ୍ନାଥ ମହୋତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମର୍ଥନରେ ଛାଡିଥିଲେ ପଦବୀ: ଏବେ ପ୍ରତ୍ୟାହାର କଲେ ଇସ୍ତଫା

January 31, 2026

ଡଃ ଆର୍ଯ୍ୟକୁମାର ଜ୍ଞାନେନ୍ଦ୍ରଙ୍କ “ବୁଦ୍ଧ ସଂଘରେ ୪୦ ବର୍ଷ” ପୁସ୍ତକ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ

January 31, 2026

ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେଲେ ଓଡିଶାର ଆଉ ତିନି ବରିଷ୍ଠ ଆଇଏଏସ ଅଧିକାରୀ

January 31, 2026

NSE IPO: ପ୍ରସ୍ତାବିତ ଆଇପିଓ ପାଇଁ ସେବିଠାରୁ ଏନଓସି ହାସଲ କଲା ଏନଏସଇ

January 31, 2026
Latest News

ଆରବ ବୈଦେଶିକ ମନ୍ତ୍ରୀଙ୍କ ପ୍ରତିନିଧି ଦଳକୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

January 31, 2026

ବାଲୁଗାଁ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ ପରିଷଦର ବାର୍ଷିକ ସାରସ୍ୱତ ସମାରୋହ ଓ କବିତା ପାଠୋତ୍ସବ

January 31, 2026

ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମର୍ଥନରେ ଛାଡିଥିଲେ ପଦବୀ: ଏବେ ପ୍ରତ୍ୟାହାର କଲେ ଇସ୍ତଫା

January 31, 2026

ଡଃ ଆର୍ଯ୍ୟକୁମାର ଜ୍ଞାନେନ୍ଦ୍ରଙ୍କ “ବୁଦ୍ଧ ସଂଘରେ ୪୦ ବର୍ଷ” ପୁସ୍ତକ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ

January 31, 2026

ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେଲେ ଓଡିଶାର ଆଉ ତିନି ବରିଷ୍ଠ ଆଇଏଏସ ଅଧିକାରୀ

January 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.