Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ବିପୁଳ ବିଜୟ ପରେ ଦିଲ୍ଲୀ ବିଜେପିର ସାଂଗଠନିକ ବୈଠକ କଲେ ସାଂସଦ ବୈଜୟନ୍ତ ପଣ୍ଡା
ରାଜ୍ୟ ଖବର

ବିପୁଳ ବିଜୟ ପରେ ଦିଲ୍ଲୀ ବିଜେପିର ସାଂଗଠନିକ ବୈଠକ କଲେ ସାଂସଦ ବୈଜୟନ୍ତ ପଣ୍ଡା

February 13, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
JAYA3
ବିପୁଳ ବିଜୟ ପରେ ଦିଲ୍ଲୀ ବିଜେପିର ସାଂଗଠନିକ ବୈଠକ କଲେ ସାଂସଦ ବୈଜୟନ୍ତ ପଣ୍ଡା

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଐତିହାସିକ ବିଜୟ ପରେ ବିଜେପି ଦିଲ୍ଲୀ ପ୍ରଦେଶ ମୁଖ୍ୟାଳୟରେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା ଦିଲ୍ଲୀ ନିର୍ବାଚନ ପ୍ରଭାରୀ ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡା ଓ ଦିଲ୍ଲୀ ପ୍ରଦେଶ ମୁଖ୍ୟ ବିରେନ୍ଦ୍ର ସଚଦେବାଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଛି।

ସୂଚନାଯୋଗ୍ୟ, ଦିଲ୍ଲୀରେ ଦୀର୍ଘ 27 ବର୍ଷ ପରେ ବିଜେପି କ୍ଷମତାକୁ ଆସିବାରେ ସଫଳ ହୋଇଛି। ଏନେଇ ବୈଜୟନ୍ତ ପଣ୍ଡାଙ୍କ ସଫଳ ଗୋଟି ଚାଳନା ପ୍ରମୁଖ କାରଣ ବୋଲି ଚର୍ଚ୍ଚା ହେଉଛି। ଆଜିର ବୈଠକରେ ଦିଲ୍ଲୀ ମୁକୁଟ କିଏ ପିନ୍ଧିବ ସେ ନେଇ ନିଷ୍ପତି ନିଆଯାଇପରେ। ଏହା ସହ ଦଳ ଦିଲ୍ଲୀ ବାସୀ ଙ୍କ ଆଶା ଓ ଆକାଂକ୍ଷା କିପରି ପୂରଣ କରିବ, ନିର୍ବାଚନ ଇସ୍ତାହାରରେ ଦିଆଯାଇଥିବା ପ୍ରତିଶ୍ରୁତିକୁ କିପରି ପୂରଣ କରିବ ଏବଂ ଦଳର ପରବର୍ତ୍ତୀ କାର୍ଯ୍ୟପନ୍ଥା ଉପରେ ସାରା ଦିନ ଆଲୋଚନା ହୋଇଛି।

ବୈଠକ ପୂର୍ବରୁ ବୈଜୟନ୍ତ ପଣ୍ଡାଙ୍କୁ ଦଳୀୟ କର୍ମୀ ଓ ନେତୃବୃନ୍ଦ ସ୍ବାଗତ କରିଥିଲେ। ବୈଠକରେ ବୈଜୟନ୍ତ ପଣ୍ଡାଙ୍କ ସମେତ ଦିଲ୍ଲୀ ପ୍ରଦେଶ ସଭାପତି, ନବନିର୍ବାଚିତ ବିଧାୟକ ଓ ଅନ୍ୟ ପଦାଧିକାରୀ ଏବଂ କର୍ମକର୍ତ୍ତା ଉପସ୍ଥିତ ଥିଲେ।

Baijayant Panda Jaya Panda ବୈଜୟନ୍ତ ପଣ୍ଡା
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ଗସ୍ତରେ ଆସିବେ ଆମେରିକା ବୈଦେଶିକ ସଚିବ ମାର୍କୋ ରୁବିଓ

October 14, 2026

ନବରାତ୍ରୀ ସମୟରେ ଆପଣ ଏହି ସବୁ ସ୍ଵପ୍ନ ଦେଖୁଛନ୍ତି କି?: ତେବେ ମାତା ଦୂର୍ଗାଙ୍କ ପାଇବେ ଆଶୀର୍ବାଦ

October 14, 2026

ଦୁର୍ଗାପୂଜା ପାଇଁ ଭୁବନେଶ୍ୱରରେ ୧୯ ରୁ ୨୪ ପର୍ଯ୍ୟନ୍ତ ନୂଆ ଟ୍ରାଫିକ୍ କଟକଣା

October 14, 2026

ମମତା ବାନାର୍ଜୀଙ୍କୁ ଛୁରୀରେ ଆକ୍ରମଣ ଉଦ୍ୟମ: ମହିଳା ଅଟକ

October 14, 2026
Latest News

ଭାରତ ଗସ୍ତରେ ଆସିବେ ଆମେରିକା ବୈଦେଶିକ ସଚିବ ମାର୍କୋ ରୁବିଓ

October 14, 2026

ଦିଲ୍ଲୀ କ୍ୟାପିଟାଲ୍ସର ଆସିଷ୍ଟାଣ୍ଟ୍ ଓ ବ୍ୟାଟିଂ କୋଚ୍ ହେଲେ ଯୁବରାଜ ସିଂହ

October 14, 2026

ଏସିଆନ୍ ଚାମ୍ପିଅନ୍ସ ଟ୍ରଫି ପାଇଁ ଭାରତୀୟ ହକି ଟିମ୍ ଘୋଷିତ

October 14, 2026

ନବରାତ୍ରୀ ସମୟରେ ଆପଣ ଏହି ସବୁ ସ୍ଵପ୍ନ ଦେଖୁଛନ୍ତି କି?: ତେବେ ମାତା ଦୂର୍ଗାଙ୍କ ପାଇବେ ଆଶୀର୍ବାଦ

October 14, 2026

ଦୁର୍ଗାପୂଜା ପାଇଁ ଭୁବନେଶ୍ୱରରେ ୧୯ ରୁ ୨୪ ପର୍ଯ୍ୟନ୍ତ ନୂଆ ଟ୍ରାଫିକ୍ କଟକଣା

October 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.