Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଦେବ ପ୍ରସାଦ ଦାସ ହେଲେ ସୂଚନା ଓ ଲୋକ ସଂପର୍କ ବିଭାଗର ନିର୍ଦ୍ଦେଶକ,ବିଳମ୍ବରେ ମିଳିଲା ନ୍ୟାୟ
ରାଜ୍ୟ ଖବର

ଦେବ ପ୍ରସାଦ ଦାସ ହେଲେ ସୂଚନା ଓ ଲୋକ ସଂପର୍କ ବିଭାଗର ନିର୍ଦ୍ଦେଶକ,ବିଳମ୍ବରେ ମିଳିଲା ନ୍ୟାୟ

April 22, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦେବ ପ୍ରସାଦ ଦାସ ହେଲେ ସୂଚନା ଓ ଲୋକ ସଂପର୍କ ବିଭାଗର ନିର୍ଦ୍ଦେଶକ,ବିଳମ୍ବରେ ମିଳିଲା ନ୍ୟାୟ

ଭୁବନେଶ୍ବର: ବିଳମ୍ବରେ ହେଉ ପଛେ ବରିଷ୍ଠ ପ୍ରଶାସକ ଦେବ ପ୍ରସାଦ ଦାସଙ୍କୁ ମିଳିଛି ନ୍ୟାୟ। ତାଙ୍କର ପଦନ୍ନୋତି ସହିତ ନିର୍ଦ୍ଦେଶକ ଭାବେ ନିଯୁକ୍ତି ମିଳିଛି। ତାଙ୍କୁ ବର୍ତ୍ତମାନ ସୂଚନା ଓ ଲୋକ ସଂପର୍କ ବିଭାଗର ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି। ଏଥିସହିତ ତାଙ୍କୁ ସ୍ୱତନ୍ତ୍ର ସଚିବ ପାହ୍ୟାକୁ ପଦୋନ୍ନତି ପ୍ରଦାନ କରାଯାଇଛି।

ସେ ବର୍ତ୍ତମାନ ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି। ସେ ସେହି ବିଭାଗ ସହିତ ସୂଚନା ଓ ଲୋକ ସଂପର୍କ ବିଭାଗର ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ବରେ ରହିବେ।

ଦେବ ପ୍ରସାଦ ଦାସ ସୂଚନା ଓ ଲୋକ ସଂପର୍କ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଐତିହାସିକ ବାଣପୁର ପଞ୍ଚୁଦୋଳ ଯାତ୍ରାର ଶୁଭାରମ୍ଭ: ଶୁଭ ମୁହୂର୍ତ୍ତରେ ପଡ଼ିଲା ଶୁଭ ଖୁଣ୍ଟି

March 4, 2026

ସେମିଫାଇନାଲ ଲଢେଇ ପୂର୍ବରୁ ଭାରତୀୟ ଦଳକୁ ଚେତାବନୀ ଦେଲେ ଇଂଲଣ୍ଡ ଖେଳାଳି: ଜାଣନ୍ତୁ କ’ଣ?

March 4, 2026

ରାଜ୍ୟସଭା ନିର୍ବାଚନ: ବିଜୟ ମହାପାତ୍ରଙ୍କ ଘରକୁ କାହିଁକ ଗଲେ ଦିଲ୍ଲୀପ ରାୟ, ବିଧାୟକ ଅରବିନ୍ଦ କହିଲେ..

March 4, 2026

ଅହମ୍ମଦାବାଦ ବିମାନବନ୍ଦରରେ ଭାବପ୍ରବଣ ଦୃଶ୍ୟ: ଜେଦ୍ଦାରୁ ଫେରି ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ଯାତ୍ରୀ 

March 4, 2026
Latest News

ଐତିହାସିକ ବାଣପୁର ପଞ୍ଚୁଦୋଳ ଯାତ୍ରାର ଶୁଭାରମ୍ଭ: ଶୁଭ ମୁହୂର୍ତ୍ତରେ ପଡ଼ିଲା ଶୁଭ ଖୁଣ୍ଟି

March 4, 2026

ସେମିଫାଇନାଲ ଲଢେଇ ପୂର୍ବରୁ ଭାରତୀୟ ଦଳକୁ ଚେତାବନୀ ଦେଲେ ଇଂଲଣ୍ଡ ଖେଳାଳି: ଜାଣନ୍ତୁ କ’ଣ?

March 4, 2026

ଯଦି ନୀତିଶ କୁମାର ରାଜ୍ୟସଭାକୁ ଯାଆନ୍ତି, ତେବେ କିଏ ହେବେ ବିହାରର ମୁଖ୍ୟମନ୍ତ୍ରୀ?: ନିଶାନ୍ତଙ୍କୁ…..

March 4, 2026

ରାଜ୍ୟସଭାକୁ ଯିବେ କି ନୀତିଶ କୁମାର?: ବିହାରର ବିଭିନ୍ନ ରାଜନୈତିକ ଦଳରୁ ଆସିଲା ପ୍ରତିକ୍ରିୟା

March 4, 2026

ରାଜ୍ୟସଭା ନିର୍ବାଚନ: ବିଜୟ ମହାପାତ୍ରଙ୍କ ଘରକୁ କାହିଁକ ଗଲେ ଦିଲ୍ଲୀପ ରାୟ, ବିଧାୟକ ଅରବିନ୍ଦ କହିଲେ..

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.