Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଖୋର୍ଦ୍ଧା ନାଚୁଣୀ ନିକଟସ୍ଥ 16 ନଂ ଜାତୀୟ ରାଜପଥରେ ବସ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
ରାଜ୍ୟ ଖବର

ଖୋର୍ଦ୍ଧା ନାଚୁଣୀ ନିକଟସ୍ଥ 16 ନଂ ଜାତୀୟ ରାଜପଥରେ ବସ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

May 15, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଖୋର୍ଦ୍ଧା ନାଚୁଣୀ ନିକଟସ୍ଥ 16 ନଂ ଜାତୀୟ ରାଜପଥରେ ବସ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ବାଲୁଗାଁ: 16 ନମ୍ବର ଜାତୀୟ ରାଜପଥ ନାଚୁଣୀ ଥାନା ଅନ୍ତର୍ଗତ ହରିକୁଣ୍ଡ ବରଡ଼ି ନିକଟରେ ଟ୍ରକ ପଛକୁ କୁ ପିଟିଲା ଲାଇଫ ଲାଇନ ନାମକ ଦ୍ରୁତଗାମୀ ଯାତ୍ରୀ ବାହୀ ଭୋଲଭୋ ବସ। ଦ୍ରୁତ ଗତିରେ ଆସୁଥିବା ଭୋଲଭୋ ବସ ନିୟନ୍ତ୍ରଣ ହରାଇ ହରିକୁଣ୍ଡ ବରଡ଼ି ଗାଁ ରାସ୍ତା କଡ଼ରେ ଥିବା ସିମେଣ୍ଟ ଡିଭାଇଡ଼ର କୁ ପିଟିଲା।  ଫଳରେ ଭିତରେ ଫସିଯାଇଥିବା ବସ ଚାଳକଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିଥିଲେ।

ପରେ ବସ ଚାଲକଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ବର ପଠାଯାଇଛି। ଏହି ଦୁର୍ଘଟଣାରେ 10 ରୁ 15 ଯାତ୍ରୀ ସାମାନ୍ୟ ଆହତ ହୋଇଥିବାର ଜଣାପଡିଛି। ଆହତ ଯାତ୍ରୀ ମାନଙ୍କର ସାମାନ୍ୟ ଚିକିତ୍ସା ପରେ ସେମାନଂକୁ ଅନ୍ୟ ଘରୋଇ ବସରେ ଭୁବନେଶ୍ୱର କୁ ପଠାଇ ଦିଆଯାଇଅଛି।

ଦ୍ରୁତଗାମୀ ବସ ହାଇଦ୍ରାବାଦ ରୁ ଭୁବନେଶ୍ୱର ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ନାଚୁଣୀ ପୋଲିସ ଘଟଣା ସ୍ଥଳରେ ପହଂଚି ଗ୍ରାମବାସୀ ଙ୍କ ସହ ଉଦ୍ଧାର କାର୍ଯ୍ୟ କରିଥିଲେ।
ବସ ଚାଳକଙ୍କ ଆଖି ଲାଗି ଯିବାରୁ ଦୁର୍ଘଟଣା ହୋଇଥିବା ଅନୁମାନ କରୁଛି ପୋଲିସ। ବସ କୁ ଜବତ କରି ତଦନ୍ତ ଆରମ୍ଭ କରିଛି ନାଚୁଣୀ ପୋଲିସ।

ନାଚୁଣୀ ନାଚୁଣୀରେ ଦୁର୍ଘଟଣା ହରିକୁଣ୍ଡ ବରଡି
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026
Latest News

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026

୩୯୮.୩୬ କୋଟିର ଅପ୍ଟିକାଲ ଫାଇବର କେବୁଲ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.