Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ନିମାପଡା ଛାତ୍ରୀଙ୍କୁ ପେଟ୍ରୋଲ ପକାଇ ଜାଳିଦେବା ଘଟଣା, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଲେ…
ରାଜ୍ୟ ଖବର

ନିମାପଡା ଛାତ୍ରୀଙ୍କୁ ପେଟ୍ରୋଲ ପକାଇ ଜାଳିଦେବା ଘଟଣା, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଲେ…

July 19, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ନିମାପଡା ଛାତ୍ରୀଙ୍କୁ ପେଟ୍ରୋଲ ପକାଇ ଜାଳିଦେବା ଘଟଣା, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଲେ...

ଭୁବନେଶ୍ବର: ବାଲେଶ୍ବର ଛାତ୍ରୀ ମୃତ୍ୟ ଘଟଣା ତାତି ବହୁଥିବା ବେଳେ ଏବେ ରାଜ୍ୟ ସରକାରଙ୍କ ପାଇଁ ପୁଣି ଏକ ବଦନାମ ଆଗକୁ ଆସିଛି। ତାହା ହେଲା ନିମାପଡା ବଳଙ୍ଗାର ଜଣେ ଛାତ୍ରୀଙ୍କୁ ବୁର୍ବୃତମାନେ ପେଟ୍ରୋଲ ପକାଇ ଜାଳି ଦେଇଛନ୍ତି। ଗୁରୁତର ଅବସ୍ଥାରେ ସେହି ଛାତ୍ରୀଙ୍କୁ ଏମ୍ସ ଭୁବନେଶ୍ବରରେ ଭର୍ତ୍ତି କରାଯାଇଛି। ହେଲେ ଛାତ୍ରୀ ଜଣଙ୍କ ଗୁରୁତର ଅଛି ବୋଲି ଏମ୍ସ ତରଫରୁ କୁହାଯାଇଛି।

ତେବେ ଏହାକୁ ନେଇ ସ୍ଥାନୀୟ ବିଧାୟିକା ତଥା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ତାଙ୍କ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ଏହି ଜଘନ୍ୟ କାଣ୍ଡରେ ଯେଉଁମାନେ ଦୋଷୀ ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। କାହାରିକୁ ଛଡାଯିବ ନାହିଁ। ଅଭିଯୁକ୍ତମାନଙ୍କୁ ତୁରୁନ୍ତ ଚିହ୍ନଟ କରି ଗିରଫ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ପ୍ରଭାତୀ କହିଛନ୍ତି। ତେବେ ଏହି ଘଟଣାକୁ ନେଇ ସାରା ରାଜ୍ୟରେ ପୁଣି ଥରେ ସରକାରଙ୍କ ପାରିବାପଣିଆ ନେଇ ଆଲୋଚନା ଚାଲିଛି।

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଛାତ୍ରୀ ନିର୍ଯ୍ୟାତନା ନିମାପଡା ଛାତ୍ରୀ ନିର୍ଯ୍ୟାତନା ପ୍ରଭାତୀ ପରିଡା ବଳଙ୍ଗା ଛାତ୍ରୀ ନିର୍ଯ୍ୟାତନା
Share. Facebook Twitter LinkedIn Email WhatsApp Copy Link

Related Posts

ଫିନ୍‌ଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ପେଟେରୀ ଓରପୋଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତ

February 19, 2026

ସ୍ପେନ୍ ରାଷ୍ଟ୍ରପତି ପେଡ୍ରୋ ସାଞ୍ଚେଜଙ୍କ ଭାରତ ଗସ୍ତ

February 19, 2026

ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ସମବାୟ ମନ୍ତ୍ରୀମାନଙ୍କ ସହ ଅମିତ ଶାହଙ୍କ ଉଚ୍ଚସ୍ତରୀୟ ବୈଠକ

February 19, 2026

ଆଜିଠାରୁ ଦଶମ ବୋର୍ଡ ପରୀକ୍ଷା: ୫ ଲକ୍ଷରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଦେବେ ପରୀକ୍ଷା

February 19, 2026
Latest News

ଫିନ୍‌ଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ପେଟେରୀ ଓରପୋଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତ

February 19, 2026

ସ୍ପେନ୍ ରାଷ୍ଟ୍ରପତି ପେଡ୍ରୋ ସାଞ୍ଚେଜଙ୍କ ଭାରତ ଗସ୍ତ

February 19, 2026

ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ସମବାୟ ମନ୍ତ୍ରୀମାନଙ୍କ ସହ ଅମିତ ଶାହଙ୍କ ଉଚ୍ଚସ୍ତରୀୟ ବୈଠକ

February 19, 2026

ଆଜିଠାରୁ ଦଶମ ବୋର୍ଡ ପରୀକ୍ଷା: ୫ ଲକ୍ଷରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଦେବେ ପରୀକ୍ଷା

February 19, 2026

ଆଜି ୧୯ ତାରିଖରେ ଏହି ରାଶିର ବ୍ୟକ୍ତିମାନେ ସବୁକ୍ଷେତ୍ରରେ ହେବେ ସଫଳତା, ଜାଣନ୍ତୁ ରାଶିଫଳ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.