Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଦୁଷ୍କର୍ମ ଘଟଣାରେ ବିଜେଡି ଓ କଂଗ୍ରେସ ନେତା ଗିରଫ ପରେ କଟାକ୍ଷ କଲା ବିଜେପି, କହିଲା…..
ରାଜ୍ୟ ଖବର

ଦୁଷ୍କର୍ମ ଘଟଣାରେ ବିଜେଡି ଓ କଂଗ୍ରେସ ନେତା ଗିରଫ ପରେ କଟାକ୍ଷ କଲା ବିଜେପି, କହିଲା…..

July 27, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦୁଷ୍କର୍ମ ଘଟଣାରେ
ଦୁଷ୍କର୍ମ ଘଟଣାରେ ବିଜେଡି ଓ କଂଗ୍ରେସ ନେତା ଗିରଫ ପରେ କଟାକ୍ଷ କଲା ବିଜେପି, କହିଲା.....

ଭୁବନେଶ୍ୱର: ମହିଳା ସୁରକ୍ଷା ପ୍ରସଙ୍ଗରେ ରାଜରାସ୍ତାକୁ ଓହ୍ଲାଇ ଚିତ୍କାର କରୁଥିବା ଉଭୟ ବିରୋଧୀ ବିଜେଡି ଓ କଂଗ୍ରେସ ଦଳ ଭିତରେ ମହିଳା ଦୁଷ୍କର୍ମକୁ ନେଇ ପ୍ରତିଯୋଗିତା ଆରମ୍ଭ ହୋଇଯାଇଛି। ଗୋଟିଏ ପଟେ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ମହିଳା ଦୁଷ୍କର୍ମ ଘଟଣାରେ ଜେଲରେ ଥିବାବେଳେ ଆଜି ବିଜେଡିର ବିଏମସି କର୍ପୋରେଟର ଅମରେଶ ଜେନା ମଧ୍ୟ ମହିଳା ଦୁଷ୍କର୍ମ ଘଟଣାରେ ଗିରଫ ହୋଇଛନ୍ତି ।

ଉଭୟ ଦଳର ଅସଲ ଚେହେରା ପଦାରେ ପଡିଛି। ଉଭୟ କଂଗ୍ରେସ ଓ ବିଜେଡି ସରକାର ଅମଳରେ ଘଟିଯାଇଥିବା ମହିଳା ହିଂସା, ବ୍ୟଭୀଚାର, ନିର୍ଯ୍ୟାତନାକୁ ଆଜି ପର୍ଯ୍ୟନ୍ତ ଓଡିଶାବାସୀ ଭୁଲିନାହାନ୍ତି। ଉଭୟ ଦଳର ଅପକର୍ମ କାରଣରୁ ଓଡିଶା ଏବଂ ଓଡିଶାବାସୀ ବହୁ ଥର ଦେଶ ତଥା ବିଦେଶରେ ଲଜ୍ଜିତ ଓ ନିନ୍ଦିତ ହୋଇଛନ୍ତି।

ଓଡିଶାର ସାଧାରଣ ଜନତା ଗୋଟିଏ ମୁଦ୍ରାର ପାଶ୍ୱର୍ ଉଭୟ ବିଜେଡି ଓ କଂଗ୍ରେସ ଦଳର ମହିଳା ବିରୋଧୀ ଆଭିମୁଖ୍ୟକୁ ଭଲ ଭାବେ ଅତୀତରେ ଦେଖିଛନ୍ତି ଏବଂ ଆଜି ବି ଦେଖୁଛନ୍ତି। ଓଡିଶାବାସୀ ଉଭୟ ଦଳକୁ କେବେ ହେଲେ କ୍ଷମା କରିବେ ନାହିଁ ବୋଲି ରାଜ୍ୟ ଉପସଭାପତି ଶ୍ରୀ ବିରଂଚି ନାରାୟଣ ତ୍ରିପାଠୀ କହିଛନ୍ତି।

ମହିଳା ସୁରକ୍ଷା ପ୍ରସଙ୍ଗରେ ସମ୍ବେଦନଶୀଳ ବିଜେପି। ବିଜେପି ସରକାର ମହିଳାମାନଙ୍କ ପାଇଁ ସମର୍ପିତ ସରକାର। ମହିଳା ସଶକ୍ତିକରଣ ପାଇଁ ବିଜେପି ସରକାର ବଦ୍ଧପରିକର। ମହିଳା ହିଂସା କିମ୍ବା ଦୁଷ୍କର୍ମରେ ସଂପୃକ୍ତ କୈାଣସି ଅଭିଯୁକ୍ତଙ୍କୁ ବିଜେପି ସରକାରରେ ଛଡାଯିବ ନାହିଁ ବୋଲି ଶ୍ରୀ ତ୍ରିପାଠୀ କହିଛନ୍ତି।

ଅମରେଶ ଜେନା ଅମରେଶ ଜେନା ଗିରଫ ଉଦିତ ପ୍ରଧାନ କଂଗ୍ରେସ ଦୁଷ୍କର୍ମ ଘଟଣା ବିରଞ୍ଚି ନାରାୟଣ ତ୍ରିପାଠୀ
Share. Facebook Twitter LinkedIn Email WhatsApp Copy Link

Related Posts

IND vs SA ମ୍ୟାଚ୍ ପୂର୍ବରୁ ଚିନ୍ତାଜନକ ଖବର: ଅଭ୍ୟାସ ସମୟରେ ଆହତ ହେଲେ ଭାରତୀୟ ବୋଲର

February 21, 2026

ବିଶ୍ୱକପ୍ ର ସୁପର ୮ ପର୍ଯ୍ୟାୟ: ଆଜି ପାକିସ୍ତାନ-ନ୍ୟୁଜିଲାଣ୍ଡ ମ୍ୟାଚ୍ ରେ ବର୍ଷା ସମ୍ଭାବନା

February 21, 2026

ଦିଲ୍ଲୀରେ ଆତଙ୍କବାଦୀ ଆକ୍ରମଣ ଯୋଜନା: ଟାର୍ଗେଟରେ ଚାନ୍ଦନୀ ଚୌକ

February 21, 2026

ଭୁବନେଶ୍ୱରରେ ଖୋଲିବ ‘ଭିଏଫଏସ ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’: ଧର୍ମେନ୍ଦ୍ର ପ୍ରଧାନ

February 21, 2026
Latest News

IND vs SA ମ୍ୟାଚ୍ ପୂର୍ବରୁ ଚିନ୍ତାଜନକ ଖବର: ଅଭ୍ୟାସ ସମୟରେ ଆହତ ହେଲେ ଭାରତୀୟ ବୋଲର

February 21, 2026

ବିଶ୍ୱକପ୍ ର ସୁପର ୮ ପର୍ଯ୍ୟାୟ: ଆଜି ପାକିସ୍ତାନ-ନ୍ୟୁଜିଲାଣ୍ଡ ମ୍ୟାଚ୍ ରେ ବର୍ଷା ସମ୍ଭାବନା

February 21, 2026

ଦିଲ୍ଲୀରେ ଆତଙ୍କବାଦୀ ଆକ୍ରମଣ ଯୋଜନା: ଟାର୍ଗେଟରେ ଚାନ୍ଦନୀ ଚୌକ

February 21, 2026

ଭୁବନେଶ୍ୱରରେ ଖୋଲିବ ‘ଭିଏଫଏସ ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’: ଧର୍ମେନ୍ଦ୍ର ପ୍ରଧାନ

February 21, 2026

ଛୁରି ଭୁସି ଔଷଧ କମ୍ପାନୀର ମ୍ୟାନେଜରଙ୍କୁ ହତ୍ୟା: ଜଣେ ଅଟକ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.