Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଘୋଷଣା ହେଲା ଓଡିଶା ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷା ଏବଂ ସଦସ୍ୟାଙ୍କ ନାମ
ରାଜ୍ୟ ଖବର

ଘୋଷଣା ହେଲା ଓଡିଶା ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷା ଏବଂ ସଦସ୍ୟାଙ୍କ ନାମ

August 5, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଘୋଷଣା ହେଲା ଓଡିଶା ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷା ଏବଂ ସଦସ୍ୟାଙ୍କ ନାମ

ଭୁବନେଶ୍ବର: ରାଜ୍ୟ ସରକାର ଓଡିଶା ଶିଶୁ ଅଧିକାର ସୁରକ୍ଷା ଆୟୋଗର ଅଧ୍ୟକ୍ଷାଙ୍କ ନାମ। ସେ ହେଲେ ଶ୍ରୀମତୀ ବବିତା ପାତ୍ର। ଆଜି ରାଜ୍ୟ ସରକାର ଏକ ବିଜ୍ଞପ୍ତି ମାଧ୍ୟମରେ ତାଙ୍କ ନାମ ଘୋଷଣା କରିଛନ୍ତି। ଶିଶୁ ଅଧିକାର ଆଇନ ଆୟୋଗ, ୨୦୦୫ ର ଧାରା ୧୭ ଅନୁଯାୟୀ, ୩୦.୦୯.୨୦୧୦ ଠାରୁ ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର) ଗଠନ କରାଯାଇଛି।

ସେହିପରି ଏହି ଆୟୋଗରେ ଯେଉଁମାନଙ୍କୁ ସଦସ୍ୟା ଭାବେ ନିଆଯାଇଛି ସେମାନେ ହେଲେ

1- ସୁକେଶୀ ଓରାମ

2- କଳ୍ପନା ଲେଙ୍କା

3-ଚନ୍ଦନା ଦାସ

4- କସ୍ତୁରୀ ମିଶ୍ର

5- ମନସ୍ମିତା ଖୁଣ୍ଡିଆ

6- ସୁଜାତା ନାୟକ

ଓଡିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ବବିତା ପାତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ହାଜତ ମୃତ୍ୟୁ : ୬ ଅବସରପ୍ରାପ୍ତ ପୋଲିସ୍ ଗିରଫ

April 7, 2026

ଇଗ୍ନୋର ୩୯ତମ ସମାବର୍ତ୍ତନ ଉତ୍ସବ: ଭୁବନେଶ୍ୱର ଆଞ୍ଚଳିକ କେନ୍ଦ୍ରରେ ୭ ହଜାରରୁ ଅଧିକ ଶିକ୍ଷାର୍ଥୀ ସମ୍ମାନିତ

April 7, 2026

ଡିଏଭି ପୋଖରୀପୁଟରେ ଓଡ଼ିଆ ପକ୍ଷ ଦିବସ

April 7, 2026

ନିଶା ଦ୍ରବ୍ୟ ବିରୋଧୀ ଅଭିଯାନରେ ଗଜପତି ଜିଲ୍ଲା ପୋଲିସକୁ ସଫଳତା: ୨.୮ ଟନ୍ ଗଞ୍ଜେଇ ଜବତ

April 7, 2026
Latest News

ହାଜତ ମୃତ୍ୟୁ : ୬ ଅବସରପ୍ରାପ୍ତ ପୋଲିସ୍ ଗିରଫ

April 7, 2026

ଇଗ୍ନୋର ୩୯ତମ ସମାବର୍ତ୍ତନ ଉତ୍ସବ: ଭୁବନେଶ୍ୱର ଆଞ୍ଚଳିକ କେନ୍ଦ୍ରରେ ୭ ହଜାରରୁ ଅଧିକ ଶିକ୍ଷାର୍ଥୀ ସମ୍ମାନିତ

April 7, 2026

ଡିଏଭି ପୋଖରୀପୁଟରେ ଓଡ଼ିଆ ପକ୍ଷ ଦିବସ

April 7, 2026

କେରଳର ମନ୍ଦିର ଏବଂ ହାତୀ କଲ୍ୟାଣ ପାଇଁ ୧୮ କୋଟି ପ୍ରଦାନ କଲେ ଅନନ୍ତ ଅମ୍ବାନୀ

April 7, 2026

ଆଜି ରାଜସ୍ଥାନ ଏବଂ ମୁମ୍ବାଇ ମୁହାଁମୁହିଁ: ଜାଣନ୍ତୁ କାହାର ପଲ୍ଲା ଭାରି?

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.