Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଅଗଷ୍ଟ  ୧୧ ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେସନ
ରାଜ୍ୟ ଖବର

ଅଗଷ୍ଟ  ୧୧ ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେସନ

August 5, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଅଗଷ୍ଟ  ୧୧
ଅଗଷ୍ଟ  ୧୧ ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେସନ

ଭୁବନେଶ୍ବର: ଆସନ୍ତା ସୋମବାର ଅଗଷ୍ଟ ୧୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ ।  ମାନ୍ୟବର ମୁଖ୍ୟମନ୍ତ୍ରୀ ସେଦିନ  ପୂର୍ବାହ୍ନ ୧୧  ଘଟିକାରୁ ୟୁନିଟ-୨, ଅଶୋକ ନଗର, ଭୁବନେଶ୍ୱର ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି  କରିବେ ।  ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ  ଅଗଷ୍ଟ ୬ ତାରିଖ ପୂର୍ବାହ୍ନ ୧୧ ଠାରୁ ଆରମ୍ଭ ହୋଇ ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିବା ପର୍ଯ୍ୟନ୍ତ ଖୋଲା ରହିବ ।

ଏଥି ନିମନ୍ତେ, ଆଗ୍ରହୀ ଜନସାଧାରଣ ଜନଶୁଣାଣି  ପୋର୍ଟାଲ https://janasunani.odisha.gov.in/

ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ ।

ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ଵୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ  ଜଣାଇପାରିବେ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି ।

ଜନ ଅଭିଯୋଗ ଜନ ଅଭିଯୋଗ ଶୁଣାଣି ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ
Share. Facebook Twitter LinkedIn Email WhatsApp Copy Link

Related Posts

ହାତୀ ସହିତ ଧକ୍କା ହେଲା ରାଜଧାନୀ ଏକ୍ସପ୍ରେସ ଟ୍ରେନ: ଇଞ୍ଜିନ ସମେତ ଟି କୋଚ୍ ଲାଇନଚ୍ୟୁତ , ୮ଟି ହାତୀ ମୃତ

December 20, 2025

ପରୀ ଫିଲ୍ମର ପ୍ରଚାର ଓ ପ୍ରସାର ପାଇଁ ଯାଜପୁରରେ ଟିମ୍

December 20, 2025

ଆସାମରେ ପ୍ରାୟ ୧୫,୬୦୦ କୋଟିର ପ୍ରକଳ୍ପର ଉଦ୍ଘାଟନ ଏବଂ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

December 20, 2025

ଆଜି ପଶ୍ଚିମବଙ୍ଗ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ

December 20, 2025
Latest News

ହାତୀ ସହିତ ଧକ୍କା ହେଲା ରାଜଧାନୀ ଏକ୍ସପ୍ରେସ ଟ୍ରେନ: ଇଞ୍ଜିନ ସମେତ ଟି କୋଚ୍ ଲାଇନଚ୍ୟୁତ , ୮ଟି ହାତୀ ମୃତ

December 20, 2025

ଆଜି ଚୂଡ଼ାନ୍ତ ହେବ ଭାରତର ଟି-୨୦ ବିଶ୍ୱକପ୍ ଦଳ: ଏହି ପାଞ୍ଚଟି ପ୍ରମୁଖ ପ୍ରସଙ୍ଗ ଉପରେ ରହିବ ନଜର

December 20, 2025

ପରୀ ଫିଲ୍ମର ପ୍ରଚାର ଓ ପ୍ରସାର ପାଇଁ ଯାଜପୁରରେ ଟିମ୍

December 20, 2025

ଆସାମରେ ପ୍ରାୟ ୧୫,୬୦୦ କୋଟିର ପ୍ରକଳ୍ପର ଉଦ୍ଘାଟନ ଏବଂ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

December 20, 2025

ଆଜି ପଶ୍ଚିମବଙ୍ଗ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ

December 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.