Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଚିଲିକା ନିର୍ବାଚନ ମଣ୍ଡଳୀରେ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା, ସାମିଲ୍ ହେଲେ ଆଇନ ମନ୍ତ୍ରୀ
ରାଜ୍ୟ ଖବର

ଚିଲିକା ନିର୍ବାଚନ ମଣ୍ଡଳୀରେ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା, ସାମିଲ୍ ହେଲେ ଆଇନ ମନ୍ତ୍ରୀ

August 14, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚିଲିକା ନିର୍ବାଚନ ମଣ୍ଡଳୀ
ଚିଲିକା ନିର୍ବାଚନ ମଣ୍ଡଳୀରେ ବିଶାଳ ତ୍ରିରଙ୍ଗା ବାଇକ ଶୋଭାଯାତ୍ରା, ସାମିଲ୍ ହେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନରେ ବିଶାଳ ତ୍ରିରଙ୍ଗା ବାଇକ ଶୋଭାଯାତ୍ରା, ସାମିଲ୍ ହେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

ଚିଲିକା: ୭୯ତମ ସ୍ୱାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ଵାନକ୍ରମେ ଆଜି ଭାରତୀୟ ଜନତା ପାର୍ଟି ଚିଲିକା ନିର୍ବାଚନ ମଣ୍ଡଳୀ ପକ୍ଷରୁ ଆୟୋଜିତ ‘ହର୍‌ ଘର୍‌ ତ୍ରିରଙ୍ଗା’ ଅଭିଯାନ ପରିପ୍ରେକ୍ଷୀରେ ବାଲୁଗାଁ ସ୍ଥିତ ଉତ୍ତରାୟିଣି ମନ୍ଦିର ଠାରୁ ଐତିହାସିକ ବାଣପୁର ପଲଟଣ ପଡ଼ିଆ ପର୍ଯ୍ୟନ୍ତ ଆୟୋଜିତ ବିଶାଳ ତ୍ରିରଙ୍ଗା ବାଇକ ଶୋଭାଯାତ୍ରାରେ ସ୍ଥାନୀୟ ଲୋକ ପ୍ରତିନିଧି , ଦଳୀୟ କାର୍ଯ୍ୟକର୍ତ୍ତା, ସ୍ଥାନୀୟ ବୁଦ୍ଧିଜୀବୀ ଓ ଜନସାଧାରଣଙ୍କ ସହ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ସାମିଲ ହୋଇଥିଲେ।

ତ୍ରିରଙ୍ଗା ଆମର ଗୌରବ, ତ୍ରିରଙ୍ଗା ଆମର ଅସ୍ମିତା, ତ୍ରିରଙ୍ଗା ଆମର ପରିଚୟ।ଆସନ୍ତୁ, ସମସ୍ତେ ଦେଶଭକ୍ତିର ଭାବନାରେ ‘ହର ଘର ତ୍ରିରଙ୍ଗା’ ଅଭିଯାନରେ ଯୋଡି ହୋଇ ନିଜର ଘରେ ରାଷ୍ଟ୍ରୀୟ ଧ୍ୱଜା ଉତ୍ତୋଳନ କରିବା ସହ ଜାତୀୟ ଏକତା, ସଂହତି, ଶାନ୍ତି ଓ ସାମାଜିକ ସୌହାର୍ଦ୍ଦ୍ୟର ବାର୍ତ୍ତା ବାଣ୍ଟିବା ବୋଲି ମାନ୍ୟବର ମନ୍ତ୍ରୀ ଶ୍ରୀ ହରିଚ଼ନ୍ଦନ ମତବ୍ୟକ୍ତ କରିଥିଲେ।

ଏହି ଶୋଭାଯାତ୍ରାରେ ପାଖାପାଖି ପାଞ୍ଚ ହଜାର ଜନସାଧାରଣ ସ୍ୱତପୁତ ଭାବେ ସାମିଲ ହୋଇଥିବାବେଳେ ବାଣପୁର ବ୍ଲକ ଅଧ୍ୟକ୍ଷ‌ ଅମରେନ୍ଦ୍ର ରଣସିଂହ, ଚ଼ିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋସ୍ନା ବେହେରା, ଉପାଧ୍ୟକ୍ଷ ଅରୁଣ ପଟ୍ଟନାୟକଙ୍କ ସମେତ ବହୁ ବରିଷ୍ଠ ନେତୃବୃନ୍ଦ ଓ ଭାଜପା କାର୍ଯ୍ୟକର୍ତ୍ତା ମାନେ ଉପସ୍ଥିତ ଥିଲେ।

ତ୍ରିରଙ୍ଗା ଶୋଭାଯାତ୍ରା ପୃଥ୍ୱୀରାଜ ହରିଚନ୍ଦନ ହର୍ ଘର୍ ତ୍ରିରଙ୍ଗା
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ପୋଲିସ ମୁଖ୍ୟାଳୟରେ ୬୭ତମ ପୋଲିସ ଶହୀଦ ସ୍ମୃତି ଦିବସ

October 21, 2026

Govinda in Puri: ପୁରୀରେ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କଲେ ବଲିଉଡର ପ୍ରଖ୍ୟାତ ଅଭିନେତା ଗୋବିନ୍ଦା, କହିଲେ..

October 21, 2026

ଧସିଲା କୋଚିଳା ନଦୀର ଡାହାଣ ପାର୍ଶ୍ୱ ବନ୍ଧ

October 21, 2026

ଭୁବନେଶ୍ୱରର ବିଭିନ୍ନ ଦୁର୍ଗାପୂଜା ମଣ୍ଡପ ଦର୍ଶନ କଲେ ଓଜେସି ସଭାପତି ମହମ୍ମଦ ମୋକିମ

October 21, 2026
Latest News

ରାଜ୍ୟ ପୋଲିସ ମୁଖ୍ୟାଳୟରେ ୬୭ତମ ପୋଲିସ ଶହୀଦ ସ୍ମୃତି ଦିବସ

October 21, 2026

Govinda in Puri: ପୁରୀରେ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କଲେ ବଲିଉଡର ପ୍ରଖ୍ୟାତ ଅଭିନେତା ଗୋବିନ୍ଦା, କହିଲେ..

October 21, 2026

ଧସିଲା କୋଚିଳା ନଦୀର ଡାହାଣ ପାର୍ଶ୍ୱ ବନ୍ଧ

October 21, 2026

ଭୁବନେଶ୍ୱରର ବିଭିନ୍ନ ଦୁର୍ଗାପୂଜା ମଣ୍ଡପ ଦର୍ଶନ କଲେ ଓଜେସି ସଭାପତି ମହମ୍ମଦ ମୋକିମ

October 21, 2026

Jio IPO Opening Day: ପ୍ରଥମ ଦିନ ସନ୍ଧ୍ୟା ସୁଦ୍ଧା ମୋଟ ସବସ୍କ୍ରିପସନ ୩ ଗୁଣ, ଜିଓ ଆଇପିଓର ଧମାକାଦାର ଆରମ୍ଭ

October 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.