Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»କଂଗ୍ରେସରେ ଯୋଗ ଦେଲେ ବିଜେଡି ଛାତ୍ର ନେତା ହରିଶଙ୍କର 
ରାଜ୍ୟ ଖବର

କଂଗ୍ରେସରେ ଯୋଗ ଦେଲେ ବିଜେଡି ଛାତ୍ର ନେତା ହରିଶଙ୍କର 

September 14, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
କଂଗ୍ରେସରେ ଯୋଗ ଦେଲେ
କଂଗ୍ରେସରେ ଯୋଗ ଦେଲେ ବିଜେଡି ଛାତ୍ର ନେତା ହରିଶଙ୍କର 

ଭୁବନେଶ୍ୱର :- କଂଗ୍ରେସ ଦଳର ମହାନ ଆଦର୍ଶ, ରାହୁଲ ଗାନ୍ଧୀଙ୍କ ବୈପ୍ଲବିକ ଚିନ୍ତାଧାରା ଓ ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ଶକ୍ତିଶାଳୀ ନେତୃତ୍ୱରେ ଅନୁପ୍ରାଣିତ ହୋଇ ବିଜେଡିର ଟାଣୁଆ ଛାତ୍ରନେତା, ସଂଗଠକ ତଥା ରେଭେନ୍ସା କଲେଜର ପୂର୍ବତନ ଛାତ୍ର ସଭାପତି ହରିଶଙ୍କର ରାଉତ ବିଜେଡି ପରିତ୍ୟାଗ କରି ଆଜି ତାଙ୍କର ସହସ୍ରାଧିକ ସମର୍ଥକଙ୍କ ସହ କଂଗ୍ରେସ ଦଳରେ ଆନୁଷ୍ଠାନିକ ଭାବରେ ଯୋଗଦାନ କଲେ ।

ଏହି ଅବସରରେ କଂଗ୍ରେସ ଭବନରେ ଆୟୋଜିତ ମିଶ୍ରଣ ପର୍ବ ସମାରୋହରେ ଏଆଇସିସି ସଂଗଠକ ସମ୍ପାଦକ ତଥା ସାଂସଦ କେ ସି ବେଣୁଗୋପାଳ, ଓଡିଶା ପ୍ରଭାରୀ ଅଜୟ କୁମାର ଲଲ୍ଲୁ ଏବଂ ପିସିସି ସଭାପତି ଭକ୍ତ ଚରଣ ଦାସ ପ୍ରମୁଖ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ଶ୍ରୀଯୁକ୍ତ ହରିଶଙ୍କର ଙ୍କୁ କଂଗ୍ରେସ ଦଳକୁ ସ୍ଵାଗତ କରିବା ସହ ସାମିଲ କରିଥିଲେ।

ଆଜିର ମିଶ୍ରଣ ପର୍ବ କାର୍ଯ୍ୟକ୍ରମକୁ ଏଆଇସିସି ଓଡ଼ିଶା ସହ ପ୍ରଭାରୀ ଶାହନୱାଜ ଚୌଧୁରୀ ସଂଯୋଜନା କରିଥିବା ବେଳେ ସାଂସଦ ସପ୍ରଗିରି ଉଲ୍ଲାକ୍କା, ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ୍, ପିସିସି କୋଷାଧ୍ୟକ୍ଷ ସିଦ୍ଧାର୍ଥ ସ୍ୱରୂପ ଦାଶ, ରାଜ୍ୟ ଯୁବ କଂଗ୍ରେସ ସଭାପତି ରଞ୍ଜିତ ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।

Read More-Ability Dialogues 4.0: AFFWA, Tech Mahindra Foundation & FaujiMitra Host

BJP Ads
କଂଗ୍ରେସରେ ଯୋଗ ଦେଲେ ହରିଶଙ୍କର
Share. Facebook Twitter LinkedIn Email WhatsApp Copy Link

Related Posts

ସୁଭଦ୍ରା ଯୋଜନା ନେଇ ଆସିଲା ବଡ ଖବର, ଆଜିଠାରୁ ଖୋଲିଲା ନୂଆ ପଂଜୀକରଣ, ଶିଘ୍ର କରନ୍ତୁ

November 1, 2025

ଖୋର୍ଦ୍ଧା ପୋଲିସର ବଡ଼ ଧରଣର ଅଦଳବଦଳ: ୨୬ ଏସ୍‌ଆଇ ଏବଂ ଏଏସ୍‌ଆଇଙ୍କ ବଦଳି

November 1, 2025

ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

November 1, 2025

ଓଡ଼ିଶାରେ ୬୨ଟି ଅତିରିକ୍ତ ପିଜି ସିଟ୍ ବୃଦ୍ଧି: ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ 

November 1, 2025
BJP Ads
Latest News

ଦ୍ୱିତୀୟ ଟି-୨୦ ପରେ ଉଠିଲା ଅନେକ ପ୍ରଶ୍ନ: ଭାରତର ଏହି ନିଷ୍ପତ୍ତିକୁ ନେଇ ମଧ୍ୟ ଆଶ୍ଚର୍ଯ୍ୟ ହେଲେ ଫିଞ୍ଚ

November 1, 2025

Indian IPO Market: ଅକ୍ଟୋବର ମାସରେ ପାଣ୍ଠି ସଂଗ୍ରହ ₹46,000 କୋଟିରେ ପହଞ୍ଚିଛି ସୃଷ୍ଟି କରିଛି ରେକର୍ଡ

November 1, 2025

ଆରଏସଏସ ଉପରେ ପ୍ରତିବନ୍ଧକ ଲଗାଇବାକୁ ଦାବି କଲେ କଂଗ୍ରେସ ଅଧ୍ୟକ୍ଷ, ବିଜେପି ଦେଲା ଜବାବ

November 1, 2025

ସୁଭଦ୍ରା ଯୋଜନା ନେଇ ଆସିଲା ବଡ ଖବର, ଆଜିଠାରୁ ଖୋଲିଲା ନୂଆ ପଂଜୀକରଣ, ଶିଘ୍ର କରନ୍ତୁ

November 1, 2025

ରୋହିତ ଶର୍ମାଙ୍କ ବିଶ୍ୱ ରେକର୍ଡ ଭାଙ୍ଗି ଇତିହାସ ରଚିଲେ ବାବର ଆଜମ, ହେଲେ ନମ୍ବର-୧ ବ୍ୟାଟର

November 1, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.