Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ପ୍ରଖ୍ୟାତ ସାହିତ୍ୟିକ ଦେବଦାସ ଛୋଟରାୟ ପାଇବେ ଶାରଳା ପୁରସ୍କାର, ଦୁଇଜଣଙ୍କୁ କଳା ସମ୍ମାନ
ରାଜ୍ୟ ଖବର

ପ୍ରଖ୍ୟାତ ସାହିତ୍ୟିକ ଦେବଦାସ ଛୋଟରାୟ ପାଇବେ ଶାରଳା ପୁରସ୍କାର, ଦୁଇଜଣଙ୍କୁ କଳା ସମ୍ମାନ

September 15, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରଖ୍ୟାତ ସାହିତ୍ୟିକ ଦେବଦାସ ଛୋଟରାୟ
ପ୍ରଖ୍ୟାତ ସାହିତ୍ୟିକ ଦେବଦାସ ଛୋଟରାୟ ପାଇବେ ଶାରଳା ପୁରସ୍କାର, ଦୁଇଜଣଙ୍କୁ କଳା ସମ୍ମାନ

ଭୁବନେଶ୍ବର: ପ୍ରଖ୍ୟାତ ସାହିତ୍ୟିକ ତଥା କବି ଦେବଦାସ ଛୋଟରାୟ ପାଇବେ ଚଳିତ ବର୍ଷର ସମ୍ମାନଜନକ ଶାରଳ ପୁରସ୍କାର। ପୁରସ୍କାର ସ୍ବରୂପ ତାଙ୍କୁ ସାତ ଲକ୍ଷ ଟଙ୍କା, ମାନପତ୍ର ଓ ଫଳକ ପ୍ରଦାନ କରାଯିବ। ତାଙ୍କର ଗଳ୍ପ ସଙ୍କଳନ ମ୍ୟାଟିନ ସୋ ପାଇଁ ସେ ଏହି ପୁରସ୍କାର ପାଇବାକୁ ମନୋନିତ ହୋଇଛନ୍ତି।ଏହି ପୁସ୍ତକକୁ ପ୍ରକାଶ କରିଛନ୍ତି ଟାଇମପାଶ ପ୍ରକାଶନୀ ସଂସ୍ଥା।

ଏଥିସହିତ ପ୍ରଖ୍ୟାତ ଚିତ୍ରକର ବଳଦେବ ମହାରଥା ଏବଂ ପ୍ରଖ୍ୟାତ ଓଡିଶୀ ସଂଗୀତଜ୍ଞ ଗୁରୁ ରାମହରି ଦାସଙ୍କୁ ମିଳିବ ଇଲା ବଂଶୀଧର ପଣ୍ଡା କଳା ସମ୍ମାନ। ଉଭୟଙ୍କୁ ଦୁଇ ଲକ୍ଷ ପଚାଶ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ। ଏଥିସହିତ ମାନପତ୍ର ଓ ଫଳକ ପ୍ରଦାନ କରାଯିବ। ପ୍ରତିବର୍ଷ ଏହି ପୁରସ୍କାର ଇମ୍ପା ଚ୍ୟାରିଟେବୁଲ ଟ୍ରଷ୍ଟ ତରଫରୁ ପ୍ରଦାନ କରାଯାଇଥାଏ। ଆସନ୍ତା ଅକ୍ଟୋବର 26 ତାରିଖରେ ଏହି ପୁରସ୍କାର ପ୍ରଦାନ କରାଯିବ।

ଗୁରୁ ରାମହରି ଦାସ ଦେବଦାସ ଛୋଟରାୟ ପ୍ରଖ୍ୟାତ ସାହିତ୍ୟିକ ଦେବଦାସ ଛୋଟରାୟ ବଳଦେବ ମହାରଥା ଶାରଳା ପୁରସ୍କାର ଶାରଳା ସମ୍ମାନ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026

ଶଙ୍କରାଚାର୍ଯ୍ୟଙ୍କୁ ବଡ଼ ଝଟକା: ଯୌନ ନିର୍ଯାତନା ମାମଲାରେ ଦାଖଲ ହେବ ଏଫଆଇଆର

February 21, 2026
Latest News

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

ସିଆରପିଏଫର ୮୭ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଲେ ଅମିତ ଶାହ

February 21, 2026

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.