Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ମୁଖ୍ୟମନ୍ତ୍ରୀଙ୍କୁ କାହିଁକି ଭେଟିଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ
ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କୁ କାହିଁକି ଭେଟିଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ

September 16, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ମୁଖ୍ୟମନ୍ତ୍ରୀଙ୍କୁ କାହିଁକି ଭେଟିଲେ
ମୁଖ୍ୟମନ୍ତ୍ରୀଙ୍କୁ କାହିଁକି ଭେଟିଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ

ଭୁବନେଶ୍ବର: ଆଜି ଭୁବନେଶ୍ୱର ସାଂସଦ ଶ୍ରୀମତୀ ଅପରାଜିତା ଷଡ଼ଙ୍ଗୀ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରି କଟକ ସଂସଦୀୟ କ୍ଷେତ୍ରର ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ ବିଷୟରେ ଆଲୋଚନା କରିଛନ୍ତି।

ଏହି ଅବସରରେ ଶ୍ରୀମତୀ ଷଡ଼ଙ୍ଗୀ, ଟାଙ୍ଗି ଅଂଚଳକୁ NAC ମାନ୍ୟତା ଘୋଷଣା କରିବା, ଭୁବନେଶ୍ୱର ଠାରେ National Gallery of Modern Art ର ନିର୍ମାଣ ଆରମ୍ଭ ହେବା ସୂଚନା ଓ ସହର ଉପକଣ୍ଠରେ modern fish market ନିର୍ମାଣ ପାଇଁ ନିଷ୍ପତ୍ତି କରାଯାଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ ।
ବୈଠକରେ, ନୟାପଲ୍ଲୀ ଅଂଚଳରେ ଏକ କମ୍ୟୁନିଟି ପାର୍କ ନିର୍ମାଣ , ବେଗୁନିଆ-ବୋଲଗଡ ଅଂଚଳକୁ NAC ଘୋଷଣା, କଳିଙ୍ଗ ଷ୍ଟାଡିଅମ ନିକଟରେ ଥିବା ବିଶ୍ୱକର୍ମା ସମିତିର ଜମି ଅଧିଗ୍ରହଣ ଦାବୀ, ଖୋର୍ଦ୍ଧା ବସ ଷ୍ଟାଣ୍ଡର ଉନ୍ନତିକରଣ , ଖୋର୍ଦ୍ଧା ସ୍ଥିତ ପ୍ରାଣନାଥ କଲେଜ ଠାରେ ନୂତନ ହଲ ନିର୍ମାଣ ତଥା ଶୁଭଉଦ୍‌ଘାଟନ ସମ୍ପର୍କରେ ଆଲୋଚନା ହୋଇଥିଲା।

ବୈଠକରୁ ଜଣା ଯାଇଛି ଯେ, ମୁଖ୍ୟମନ୍ତ୍ରୀ ଏହି ସମସ୍ତ ଉନ୍ନତିମୂଳକ କାର୍ଯ୍ୟ ପାଇଁ ଉପଯୁକ୍ତ ପଦକ୍ଷେପ ନେବା ଏବଂ ପ୍ରଶାସନିକ ସ୍ତରରେ ପ୍ରତ୍ୟେକ କାର୍ଯ୍ୟ ଗୁଡିକୁ ତ୍ୱରାନ୍ୱିତ କରିବା ପାଇଁ ପଦକ୍ଷେପ ନିଆଯିବ। ମୁଖ୍ୟମନ୍ତ୍ରୀ ଏହି ଆଲୋଚନାରେ, ଅଧିକ ସଂଯୁକ୍ତ ପ୍ରୟାସ ଦ୍ୱାରା ଭୁବନେଶ୍ୱର ଏବଂ ଏହାର ସୀମାନ୍ତରେ ଥିବା ଅଞ୍ଚଳଗୁଡିକୁ ଏକ ଆଧୁନିକ ଓ ସମୃଦ୍ଧ ମଡେଲ୍ କ୍ଷେତ୍ରରେ ପରିଣତ କରିବା ପାଇଁ ପରାମର୍ଶ ଦେଇଥିଲେ।

ବୈଠକରେ ଖୋର୍ଦ୍ଧା ବିଧ୍ୟାୟକ ଶ୍ରୀ ପ୍ରଶାନ୍ତ ଜଗଦ୍ଦେବ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶ୍ରୀ ଶାଶ୍ୱତ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।

Read More-Busan International Film Festival: India to Showcase its Creative Prowess

Aparajita Sarangi Prasant Jagadev ଅପରାଜିତା ଷଡଙ୍ଗୀ ପ୍ରଶାନ୍ତ ଜଗଦ୍ଦେବ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଅପରାଡଜିତା
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ICC ଟି-୨୦ ରାଙ୍କିଙ୍ଗରେ କ’ଣ ପରିବର୍ତ୍ତନ ଆସିଛି?: ଦେଖନ୍ତୁ ଶ୍ରେଷ୍ଠ ୧୦ ଦଳ

July 12, 2026
Latest News

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.