Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଆରମ୍ଭ ହେଲା ବିଧାନସଭା, ଶୋକପ୍ରସ୍ତାବ ଆଗତ ପରେ ଗୃହ ଗୋଟିଏ ଦିନ ପାଇଁ ମୁଲତବୀ
ରାଜ୍ୟ ଖବର

ଆରମ୍ଭ ହେଲା ବିଧାନସଭା, ଶୋକପ୍ରସ୍ତାବ ଆଗତ ପରେ ଗୃହ ଗୋଟିଏ ଦିନ ପାଇଁ ମୁଲତବୀ

September 18, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆରମ୍ଭ ହେଲା ବିଧାନସଭା,
ଆରମ୍ଭ ହେଲା ବିଧାନସଭା, ଶୋକପ୍ରସ୍ତାବ ଆଗତ ପରେ ଗୃହ ଗୋଟିଏ ଦିନ ପାଇଁ ମୁଲତବୀ

ଭୁବନେଶ୍ବର: ଆଜି ଆରମ୍ଭ ହୋଇଛି ବିଧାନସଭାର ମୌସୁମୀ ଅଧିବେସନ। ଗୃହ ଆରମ୍ଭ ହେବା ପରେ ମୁଖ୍ୟମନ୍ତ୍ରୀ ତଥା ଗୃହର ନେତା ମୋହନ ମାଝୀ ଶୋକ ପ୍ରସ୍ତାବ ଆଗତ କରିଥିଲେ। ସେ ଓଡ଼ିଶାର ପୂର୍ବତନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆଙ୍କ ସହିତ ପୂର୍ବତନ ଉପ ବାଚସ୍ପତି ଓ ରାଷ୍ଟ୍ରମନ୍ତ୍ରୀ ବିଭୂତି ଭୂଷଣ ସିଂ ମର୍ଦ୍ଦରାଜ, ପୂର୍ବତନ ବିଧାୟକ ପ୍ରସନ୍ନ କୁମାର ପଟ୍ଟନାୟକ, ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀ, ପୂର୍ବତନ ବିଧାୟକ ନିରଞ୍ଜନ ହେମ୍ବ୍ରମ, ପୂର୍ବତନ ବିଧାୟକ ପ୍ରଫୁଲ୍ଲ କୁମାର ଭଞ୍ଜ ଓ ପୂର୍ବତନ ବିଧାୟକ ମହମ୍ମଦ ରଫିକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

ଏହାପରେ ଗୃହର ବିରୋଧୀ ଦଳର ଉପନେତା ପ୍ରସନ୍ନ ଆଚାର୍ଯ୍ୟ ଏବଂ ବିରୋଧୀ କଂଗ୍ରେସ ବିଧାୟକ ଦଳର ନେତା ରାମଚନ୍ଦ୍ର କାଡାମ ଏହି ଶୋକ ପ୍ରସ୍ତାବକୁ ସମର୍ଥନ କରିଥିଲେ। ଏହାପରେ ଦୁଇ ମିନିଟ ନିରବ ପ୍ରାର୍ଥନା କରାଯିବା ପରେ ବାଚସ୍ପତି ଗୃହକୁ ଆସନ୍ତାକାଲି ପାଇଁ ମୁଲତବୀ ଘୋଷଣା କରିଥିଲେ।

ଆରମ୍ଭ ହେଲା ବିଧାନସଭା ବିଧାନସଭା ମୌସୁମୀ ଅଧିବେସନ ରାଜେନ୍ଦ୍ର ଢୋଲକିଆ
Share. Facebook Twitter LinkedIn Email WhatsApp Copy Link

Related Posts

ଜୟ ଢୋଲକିଆ ବିଜେପିରେ ମିଶିବା ପରେ ନବୀନ ନିବାସରେ ଆରମ୍ଭ ହେଲା ଗୁରୁତ୍ବପୂର୍ଣ୍ଣ ବୈଠକ

October 11, 2025

Nuapada ByElection: ଜୟ ଢୋଲକିଆ ବିଜେପିରେ ମିଶିବା ପରେ କଣ କହିଲା ବିଜେଡି ଜାଣନ୍ତି ?

October 11, 2025

ଢେଙ୍କାନାଳ କ୍ୟାମ୍ପସ ପରିଦର୍ଶନ କଲେ IIMCର କୁଳପତି

October 11, 2025

ନୂଆପଡା ଉପନିର୍ବାଚନର ନୂଆ ମୋଡ, ବିଜେପିରେ ମିଶିଲେ ଜୟ ଢୋଲକିଆ, ‘ଦ ସମୀକ୍ଷା’ ର ଆକଳନ ହେଲା ସତ

October 11, 2025
Latest News

ମନି ଲଣ୍ଡରିଂ ମାମଲାରେ ରିଲାଏନ୍ସର ସିଏଫଓଙ୍କୁ ଗିରଫ କଲା ଇଡି

October 11, 2025

ଜୟ ଢୋଲକିଆ ବିଜେପିରେ ମିଶିବା ପରେ ନବୀନ ନିବାସରେ ଆରମ୍ଭ ହେଲା ଗୁରୁତ୍ବପୂର୍ଣ୍ଣ ବୈଠକ

October 11, 2025

Nuapada ByElection: ଜୟ ଢୋଲକିଆ ବିଜେପିରେ ମିଶିବା ପରେ କଣ କହିଲା ବିଜେଡି ଜାଣନ୍ତି ?

October 11, 2025

ନରସିଂହପୁର କ୍ଲଷ୍ଟର ସ୍ତରୀୟ ସୁରଭି ଉଦଯାପିତ

October 11, 2025

ଢେଙ୍କାନାଳ କ୍ୟାମ୍ପସ ପରିଦର୍ଶନ କଲେ IIMCର କୁଳପତି

October 11, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.