Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଝାରପଡ଼ା ଜେଲରୁ ବାହାରିଲେ ପୂର୍ବତନ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ
ରାଜ୍ୟ ଖବର

ଝାରପଡ଼ା ଜେଲରୁ ବାହାରିଲେ ପୂର୍ବତନ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ

September 20, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଝାରପଡ଼ା ଜେଲରୁ ବାହାରିଲେ
ଝାରପଡ଼ା ଜେଲରୁ ବାହାରିଲେ ପୂର୍ବତନ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ

ଭୁବନେଶ୍ୱର: ପୂର୍ବତନ ରାଜ୍ୟ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଶୁକ୍ରବାର ଝାରପଡା ଜେଲରୁ ଜାମିନରେ ମୁକୁଳିଛନ୍ତି। ଜେଲରୁ ବାହାରିବା ସମୟରେ ବହୁ ଛାତ୍ର ନେତା ଉପସ୍ଥିତ ରହି ତାଙ୍କୁ ସ୍ବାଗତ କରିବା ସହ ତାଙ୍କୁ ଏକ ବିଶାଳ ଶୋଭାଯାତ୍ରାରେ ଭୁବନେଶ୍ୱର ସହର ପରିକ୍ରମା କରାଇଥିଲେ।

ଏକ ଦୁଷ୍କର୍ମ ମାମଲାରେ ଉଦିତ ଗିରଫ ହୋଇଥିଲେ। ଏହାପରେ ତାଙ୍କୁ ଦଳରୁ ନିଲମ୍ବନ କରାଯାଇଥିଲା। ଜେଲରୁ ବାହାରିବା ପରେ ସେ କହିଛନ୍ତି ଯେ, କଂଗ୍ରେସରୁ ନିଲମ୍ବନ ପ୍ରତ୍ୟାହାର ହେବା ପରେ ମୁଁ କଂଗ୍ରେସ ଭବନକୁ ଯିବି, କାର୍ଯ୍ୟ କରିବି। ସେ ଆହୁରି କହିଛନ୍ତି ପୁଲିସର ଦାୟିତ୍ୱ ଥିଲା ତଦନ୍ତ କରିବା । ରେଜିଷ୍ଟର ଚେକ କରାଯାଇନାହିଁ କିମ୍ବା କଲ୍ ସିଡ଼ିଆର ରିପୋର୍ଟ ମଧ୍ୟ କୋର୍ଟରେ ଦାଖଲ କରାଯାଇନାହିଁ ।

ଚାରିମାସ ତଳର ଘଟଣା ଯଦି ସିସିଟିଭି ଚେକ କରିଛନ୍ତି କି ବୋଲି ପ୍ରଶ୍ନ କରିବା ସାଙ୍ଗକୁ ବିଜେପି ସରକାର ବଳାତ୍କାରୀ ବୋଲି କହିଛନ୍ତି ଉଦିତ । ନିଜ ଚରିତ୍ରକୁ ଲୁଚେଇବାକୁ ଜଣେ ଭଉଣୀଙ୍କୁ ସେମାନେ ମୋହରା କରି ବ୍ୟବହାର କରିଛନ୍ତି। ବିଜେପି ଚକ୍ରାନ୍ତ କରି ମୋତେ ଫସେଇଛି । ସୌମ୍ୟଶ୍ରୀ ଘଟଣାରେ କଂଗ୍ରେସର ଆନ୍ଦୋଳନ ପାଇଁ ବଦନାମ କରିବାକୁ ଚକ୍ରାନ୍ତ କରିଥିଲା ବିଜେପି । ଦଳ ଯେଉଁ ନିଷ୍ପତ୍ତି ନେଇ କାର୍ଯ୍ୟାନୁଷ୍ଠାନ ନେଇଥିଲା ସେ ସମୟରେ ତାହା ଠିକ ଥିଲା । ଝାଳ ରକ୍ତ ଦେଇଛୁ ଦଳ ପାଇଁ, ଆଗାମୀ ଦିନରେ ଦଳରେ ପୁଣି ଯୋଗ ଦେଇ କାମ କରିବି ବୋଲି ସେ କହିଛନ୍ତି ।

Read More-NEXT Enters India with First Store in Pune, Plans 50 Outlets by 2030

ଉଦିତ ପ୍ରଧାନ ଛାତ୍ର କଂଗ୍ରେସ ଝାରପଡ଼ା ଜେଲରୁ ବାହାରିଲେ ଉଦିତ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026
Latest News

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.