Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ବିଶିଷ୍ଠ ଆଦିବାସୀ ନେତା ତଥା ୪ଥରର ବିଧାୟକ ଜର୍ଜ ତିର୍କୀଙ୍କର ପରଲୋକ
ରାଜ୍ୟ ଖବର

ବିଶିଷ୍ଠ ଆଦିବାସୀ ନେତା ତଥା ୪ଥରର ବିଧାୟକ ଜର୍ଜ ତିର୍କୀଙ୍କର ପରଲୋକ

September 20, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଶିଷ୍ଠ ଆଦିବାସୀ ନେତା
ବିଶିଷ୍ଠ ଆଦିବାସୀ ନେତା ତଥା ୪ଥରର ବିଧାୟକ ଜର୍ଜ ତିର୍କୀଙ୍କର ପରଲୋକ

ଭୁବନେଶ୍ବର: ବିଶିଷ୍ଟ ଆଦିବାସୀ ନେତା ତଥା ୪ଥରର ବୀରମିତ୍ରପୁର ବିଧାୟକ ଜର୍ଜ ତିର୍କୀଙ୍କର ଗତକାଲି ରାତିରେ ପରଲୋକ ହୋଇଯାଇଛି । ବୀରମିତ୍ରପୁର ନିର୍ବାଚନମଣ୍ଡଳୀରୁ ସେ ୪ଥରର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ମୃତ୍ୟୁବେଳକୁ ତାଙ୍କୁ ୬୭ ବର୍ଷ ହୋଇଥିଲା । ଗତ କିଛିମାସ ଧରି ସେ ସେ ଗୁରୁତର ଅସୁସ୍ଥ ଥିଲେ। ତାଙ୍କୁ ରାଉରକେଲାରେ ଚିକିତ୍ସା କରାଯାଉଥିଲା। ଏହାପରେ ଭୁବନେଶ୍ବର ସ୍ଥାନାନ୍ତରିତ କରାଯାଇଥିଲା।

ଛାତ୍ରଜୀବନରୁ ଜର୍ଜ ତୀର୍କି  ଜଣେ ଲଢ଼ୁଆ ସଂଗଠକ ଓ ଜଣେ ଲଢୁଆ ଆଦିବାସୀ ନେତା ଭାବେ ପରିିଚିତ।  ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାରୁ ୧୯୯୫ ଓ ୨୦୦୦ ମସିହାରେ ଲଗାତାର ୨ଥର ବୀରମିତ୍ରପୁର ଆସନରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ୨୦୦୯ ମସିହାରେ ସେ ସ୍ବାଧୀନ ଭାବେ ନିର୍ବାଚନରେ ଲଢି ଜିତିଥିଲେ। ଏହାପରେ ୨୦୧୪ ରେ ସମତା କ୍ରାନ୍ତି ଦଳ ତରଫରୁ ପ୍ରାର୍ଥୀ ହୋଇ ବିଜୟ ଲାଭ କରିଥିଲେ। ବର୍ତ୍ତମାନ ତାଙ୍କ ପୁତ୍ର ରୋହିତ ଯୋଶେଫ ତିର୍କୀ ବୀରମିତ୍ରପୁରରୁ ବିଜେଡି ଟିକେଟରେ ଜିତି ବିଧାୟକ ଅଛନ୍ତି।

ଜର୍ଜ ତିର୍କୀ ବୀରମିତ୍ରପୁର
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ସଦସ୍ୟ ଭାବେ ୧୯ ଜଣ ନେଲେ ଶପଥ, ଓଡିଶାର ତିନିଜଣ

April 6, 2026

୨୦୨୫–୨୬ ଆର୍ଥିକ ବର୍ଷରେ ସ୍କ୍ରାପ୍ ବିକ୍ରୟରୁ ରେକର୍ଡ ରାଜସ୍ୱ ଅର୍ଜନ କଲା ପୂର୍ବ ତଟ ରେଳପଥ

April 6, 2026

ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ପାଇଁ ସତର୍କର ଘଣ୍ଟି!: ସର୍ଭେ ରିପୋର୍ଟରେ ଟିଏମସି-ବିଜେପି କଡ଼ା ଟକ୍କର

April 6, 2026

ବୋମା ବିସ୍ଫୋରଣରେ ଦୁଇ ନାବାଳକ ଗୁରୁତର

April 6, 2026
Latest News

ରାଜ୍ୟସଭା ସଦସ୍ୟ ଭାବେ ୧୯ ଜଣ ନେଲେ ଶପଥ, ଓଡିଶାର ତିନିଜଣ

April 6, 2026

କଣ୍ଢଲ ଆଶ୍ରମ ବିଦ୍ୟାଳୟରେ ସ୍ବତନ୍ତ୍ର ମାର୍ଗଦର୍ଶନ ଓ ପରାମର୍ଶ ଶିବିର

April 6, 2026

୨୦୨୫–୨୬ ଆର୍ଥିକ ବର୍ଷରେ ସ୍କ୍ରାପ୍ ବିକ୍ରୟରୁ ରେକର୍ଡ ରାଜସ୍ୱ ଅର୍ଜନ କଲା ପୂର୍ବ ତଟ ରେଳପଥ

April 6, 2026

ବାପୁଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଗ୍ନି ନିରାପତ୍ତା ସଚେତନତା

April 6, 2026

ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ପାଇଁ ସତର୍କର ଘଣ୍ଟି!: ସର୍ଭେ ରିପୋର୍ଟରେ ଟିଏମସି-ବିଜେପି କଡ଼ା ଟକ୍କର

April 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.