Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ବିଶିଷ୍ଠ ଆଦିବାସୀ ନେତା ତଥା ୪ଥରର ବିଧାୟକ ଜର୍ଜ ତିର୍କୀଙ୍କର ପରଲୋକ
ରାଜ୍ୟ ଖବର

ବିଶିଷ୍ଠ ଆଦିବାସୀ ନେତା ତଥା ୪ଥରର ବିଧାୟକ ଜର୍ଜ ତିର୍କୀଙ୍କର ପରଲୋକ

September 20, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଶିଷ୍ଠ ଆଦିବାସୀ ନେତା
ବିଶିଷ୍ଠ ଆଦିବାସୀ ନେତା ତଥା ୪ଥରର ବିଧାୟକ ଜର୍ଜ ତିର୍କୀଙ୍କର ପରଲୋକ

ଭୁବନେଶ୍ବର: ବିଶିଷ୍ଟ ଆଦିବାସୀ ନେତା ତଥା ୪ଥରର ବୀରମିତ୍ରପୁର ବିଧାୟକ ଜର୍ଜ ତିର୍କୀଙ୍କର ଗତକାଲି ରାତିରେ ପରଲୋକ ହୋଇଯାଇଛି । ବୀରମିତ୍ରପୁର ନିର୍ବାଚନମଣ୍ଡଳୀରୁ ସେ ୪ଥରର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ମୃତ୍ୟୁବେଳକୁ ତାଙ୍କୁ ୬୭ ବର୍ଷ ହୋଇଥିଲା । ଗତ କିଛିମାସ ଧରି ସେ ସେ ଗୁରୁତର ଅସୁସ୍ଥ ଥିଲେ। ତାଙ୍କୁ ରାଉରକେଲାରେ ଚିକିତ୍ସା କରାଯାଉଥିଲା। ଏହାପରେ ଭୁବନେଶ୍ବର ସ୍ଥାନାନ୍ତରିତ କରାଯାଇଥିଲା।

ଛାତ୍ରଜୀବନରୁ ଜର୍ଜ ତୀର୍କି  ଜଣେ ଲଢ଼ୁଆ ସଂଗଠକ ଓ ଜଣେ ଲଢୁଆ ଆଦିବାସୀ ନେତା ଭାବେ ପରିିଚିତ।  ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାରୁ ୧୯୯୫ ଓ ୨୦୦୦ ମସିହାରେ ଲଗାତାର ୨ଥର ବୀରମିତ୍ରପୁର ଆସନରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ୨୦୦୯ ମସିହାରେ ସେ ସ୍ବାଧୀନ ଭାବେ ନିର୍ବାଚନରେ ଲଢି ଜିତିଥିଲେ। ଏହାପରେ ୨୦୧୪ ରେ ସମତା କ୍ରାନ୍ତି ଦଳ ତରଫରୁ ପ୍ରାର୍ଥୀ ହୋଇ ବିଜୟ ଲାଭ କରିଥିଲେ। ବର୍ତ୍ତମାନ ତାଙ୍କ ପୁତ୍ର ରୋହିତ ଯୋଶେଫ ତିର୍କୀ ବୀରମିତ୍ରପୁରରୁ ବିଜେଡି ଟିକେଟରେ ଜିତି ବିଧାୟକ ଅଛନ୍ତି।

ଜର୍ଜ ତିର୍କୀ ବୀରମିତ୍ରପୁର
Share. Facebook Twitter LinkedIn Email WhatsApp Copy Link

Related Posts

ପବିତ୍ର ଉତ୍ତରାୟଣ ଅବସରରେ ଅହମ୍ମଦାବାଦ ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା କଲେ ଅମିତ ଶାହ

January 14, 2026

ଛତିଶଗଡ଼ ଏବଂ ଓଡ଼ିଶା ଉପକ୍ଷେତ୍ରରେ ଦଶମ ପ୍ରତିରକ୍ଷା ବାହିନୀର ପୂର୍ବତନ ସୈନିକ ଦିବସ ପାଳନ

January 14, 2026

ନଅଟି ନୂତନ ଅମୃତ ଭାରତ ଏକ୍ସପ୍ରେସ ଟ୍ରେନ ଘୋଷଣାକୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

January 14, 2026

ଜାନୁଆରୀ ୧୬ରେ ଇଗ୍ନୋ ବିଦ୍ୟାର୍ଥୀମାନଙ୍କ ପାଇଁ ଅନଲାଇନ୍ ପରିଚୟ ଅଧିବେଶନ

January 14, 2026
Latest News

ପବିତ୍ର ଉତ୍ତରାୟଣ ଅବସରରେ ଅହମ୍ମଦାବାଦ ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା କଲେ ଅମିତ ଶାହ

January 14, 2026

ଛତିଶଗଡ଼ ଏବଂ ଓଡ଼ିଶା ଉପକ୍ଷେତ୍ରରେ ଦଶମ ପ୍ରତିରକ୍ଷା ବାହିନୀର ପୂର୍ବତନ ସୈନିକ ଦିବସ ପାଳନ

January 14, 2026

ନଅଟି ନୂତନ ଅମୃତ ଭାରତ ଏକ୍ସପ୍ରେସ ଟ୍ରେନ ଘୋଷଣାକୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

January 14, 2026

ଜାନୁଆରୀ ୧୬ରେ ଇଗ୍ନୋ ବିଦ୍ୟାର୍ଥୀମାନଙ୍କ ପାଇଁ ଅନଲାଇନ୍ ପରିଚୟ ଅଧିବେଶନ

January 14, 2026

ଜର୍ମାନ ଚାନ୍ସେଲରଙ୍କୁ ଭାରତୀୟ କଳାକୃତି ଉପହାର ଦେଲେ ପ୍ରଧାନମନ୍ତ୍ରୀ

January 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.