Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ବିଜେଡ଼ି ର ବଡ଼ କାର୍ଯ୍ୟାନୁଷ୍ଠାନ: ଶ୍ରୀମୟୀ ମିଶ୍ରଙ୍କ ସମେତ ଦୁଇ ନେତା ଦଳରୁ ନିଲମ୍ବିତ
ରାଜ୍ୟ ଖବର

ବିଜେଡ଼ି ର ବଡ଼ କାର୍ଯ୍ୟାନୁଷ୍ଠାନ: ଶ୍ରୀମୟୀ ମିଶ୍ରଙ୍କ ସମେତ ଦୁଇ ନେତା ଦଳରୁ ନିଲମ୍ବିତ

September 23, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଶ୍ରୀମୟୀ ମିଶ୍ରଙ୍କ ସମେତ ଦୁଇ ନେତା ଦଳରୁ ନିଲମ୍ବିତ
ବିଜେଡ଼ି ର ବଡ଼ କାର୍ଯ୍ୟାନୁଷ୍ଠାନ: ଶ୍ରୀମୟୀ ମିଶ୍ରଙ୍କ ସମେତ ଦୁଇ ନେତା ଦଳରୁ ନିଲମ୍ବିତ

ଭୁବନେଶ୍ଵର: ଆଜି ପୁଣି ବିଜେଡ଼ି ପକ୍ଷରୁ ବିଦ୍ରୋହୀ ନେତାଙ୍କ ବିରୋଧରେ ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡ଼ି ନେତ୍ରୀ ଶ୍ରୀମୟୀ ମିଶ୍ରଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। ବିଜେଡ଼ି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏନେଇ ବିଜେଡ଼ି ଉପ ସଭାପତି ପ୍ରତାପ ଜେନା ସ୍ପଷ୍ଟ କରିଛନ୍ତି। ଶ୍ରାମୟୀ ବିଜେଡ଼ି ର ମହିଳା ବ୍ୟାପାର ସାଧାରଣ ସମ୍ପାଦକ ପଦବୀରେ ଥିଲେ।

ତେବେ ଶ୍ରୀମୟୀଙ୍କ ବ୍ୟତୀତ ବିଜେଡ଼ି ର ଆଉ ଦୁଇ ନେତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କପ୍ତିପଦା ବ୍ଲକର ପୂର୍ବତନ ସଭାପତି ସୁବାସ ଚନ୍ଦ୍ର ସାଏ ଏବଂ ମୟୂରଭଞ୍ଜର ପୂର୍ବତନ ଜିଲ୍ଲା ସମ୍ପାଦକ ପ୍ରବୀର ଚନ୍ଦ୍ର ସାଏଙ୍କୁ ମଧ୍ୟ ଦଳରୁ ନିଲମ୍ବିତ କରାଯାଇଛି।

ଉଲ୍ଲେଖ ଯୋଗ୍ୟ ଯେ, ଶ୍ରୀମୟୀ ମିଶ୍ର ବିଭିନ୍ନ ଗଣମାଧ୍ୟମରେ ଦଳ ବିରୋଧରେ ମନ୍ତବ୍ୟ ଦେଉଥିଲେ। ଧୃତରାଷ୍ଟ୍ର ଓ ଭଣ୍ଡ ସନ୍ନ୍ୟାସୀ ଉପାଖ୍ୟାନ ଦେଇ ସେ ଦଳର ନେତୃତ୍ଵକୁ ସମାଲୋଚନା କରୁଥିଲେ।

ଦଳରୁ ନିଲମ୍ବିତ ବିଜେଡି ଶ୍ରୀମୟୀ ମିଶ୍ର
Share. Facebook Twitter LinkedIn Email WhatsApp Copy Link

Related Posts

କବି ତଥା ବିଜେପି ନେତା ଶଙ୍କର ପରିଡାଙ୍କ ଏକାଦଶାହ କାର୍ଯ୍ୟକ୍ରମରେ ଯୋଗ ଦେଲେ ମନ୍ତ୍ରୀ ହରିଚନ୍ଦନ

November 9, 2025

କବି ଶଙ୍କର ପରିଡ଼ାଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି, ‘ସଂଗଠନ ଓ ସାହିତ୍ୟ କ୍ଷେତ୍ରରେ ନେତୃତ୍ୱ ପାଇଁ ସ୍ମରଣୀୟ ରହିବେ’

November 9, 2025

ନୂଆପଡା ମତଦାନର ଗୋଟିଏ ଦିନ ପୂର୍ବରୁ ଆଉ ଜଣେ ବିଜେଡି ନେତାଙ୍କ ଘରେ ଆଇଟି ରେଡ୍

November 9, 2025

ଉତ୍ତରାଖଣ୍ଡ: ୮,୧୪୦ କୋଟି ମୂଲ୍ୟର ପ୍ରକଳ୍ପର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦି

November 9, 2025
Latest News

କବି ତଥା ବିଜେପି ନେତା ଶଙ୍କର ପରିଡାଙ୍କ ଏକାଦଶାହ କାର୍ଯ୍ୟକ୍ରମରେ ଯୋଗ ଦେଲେ ମନ୍ତ୍ରୀ ହରିଚନ୍ଦନ

November 9, 2025

କବି ଶଙ୍କର ପରିଡ଼ାଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି, ‘ସଂଗଠନ ଓ ସାହିତ୍ୟ କ୍ଷେତ୍ରରେ ନେତୃତ୍ୱ ପାଇଁ ସ୍ମରଣୀୟ ରହିବେ’

November 9, 2025

ହଂକଂ ସିକ୍ସେସ୍ ୨୦୨୫: ଚାମ୍ପିଅନ ହେଲା ପାକିସ୍ତାନ, ଜାଣନ୍ତୁ ଟୁର୍ଣ୍ଣାମେଣ୍ଟରେ ଭାରତର ସ୍ଥିତି 

November 9, 2025

ବାଲୁଗାଁରେ ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘର ଯୁବ ସମ୍ମିଳନୀ ଅନୁଷ୍ଠିତ

November 9, 2025

ନୂଆପଡା ମତଦାନର ଗୋଟିଏ ଦିନ ପୂର୍ବରୁ ଆଉ ଜଣେ ବିଜେଡି ନେତାଙ୍କ ଘରେ ଆଇଟି ରେଡ୍

November 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.