Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ସରକାରୀ କର୍ମଚାରୀଙ୍କ ପାଇଁ ବଡ ଖବର: ଆଗୁଆ ଦରମା ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ରାଜ୍ୟ ଖବର

ସରକାରୀ କର୍ମଚାରୀଙ୍କ ପାଇଁ ବଡ ଖବର: ଆଗୁଆ ଦରମା ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

September 24, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଗୁଆ ଦରମା ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ସରକାରୀ କର୍ମଚାରୀଙ୍କ ପାଇଁ ବଡ ଖବର: ଆଗୁଆ ଦରମା ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର: ଶାରଦୀୟ ଦୁର୍ଗାପୂଜା ପାଇଁ  ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା । ଚଳିତ ସେପ୍ଟେମ୍ବର ମାସର ଦରମା ୨୬ ତାରିଖରେ ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନା ଅନୁଯାୟୀ, ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ମାସର ଶେଷ କାର୍ଯ୍ୟ ଦିବସରେ ଦରମା ମିଳୁଥିବା ବେଳେ, ଦୁର୍ଗାପୂଜା ପାଇଁ ଆସନ୍ତା ୨୭ ତାରିଖରୁ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଛୁଟି ରହିବ। ଦଶହରା ପରି ପାର୍ବଣ ୠତୁରେ ବିଭିନ୍ନ ସାମଗ୍ରୀ କିଣାକିଣି ହୋଇଥାଏ ଏବଂ ଏବର୍ଷ ସାରା ଦେଶରେ GST ୨.୦ ସଂସ୍କାର ପରେ ସାରା ଦେଶରେ ବଚତ୍ ଉତ୍ସବ ମଧ୍ୟ ପାଳନ କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ଚଳିତ ମାସର ଦରମା  ୨୬ ତାରିଖ ସୁଦ୍ଧା ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ଆଗୁଆ ଦରମା ମୋହନ ଚରଣ ମାଝୀ ଶାରଦୀୟ ଦୁର୍ଗାପୂଜା
Share. Facebook Twitter LinkedIn Email WhatsApp Copy Link

Related Posts

ଶେଷରେ ବଦଳିଲେ ବାଣପୁର ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ: ବିରୁଦ୍ଧରେ ଅଭିଯୋଗର ଲମ୍ବା ଫର୍ଦ୍ଦ

September 24, 2025

ଏହି ଦିନ ଜମ୍ମୁ କାଶ୍ମୀର ଏବଂ ପଞ୍ଜାବରେ ରାଜ୍ୟସଭା ନିର୍ବାଚନ: ପଢନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

September 24, 2025

ଲଦାଖକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି: ପୋଲିସ ସହ ସଂଘର୍ଷ, CRPF ଗାଡି ପୋଡ଼ିଲେ GEN-Z ଛାତ୍ର

September 24, 2025

୧୫ ଛାତ୍ରୀଙ୍କୁ ଅସାଦଚରଣ ଅଭିଯୁକ୍ତ ସ୍ୱାମୀ ଚୈତନ୍ୟାନନ୍ଦ ସରସ୍ୱତୀ ଫେରାର୍

September 24, 2025
Latest News

ଆଜି ଭାରତ-ବାଂଲାଦେଶ ସୁପର-୪ ଲଢେଇ: ଜାଣନ୍ତୁ ପିଚ୍ ରିପୋର୍ଟ ଏବଂ ସମ୍ଭାବ୍ୟ ଖେଳାଳି

September 24, 2025

ଶେଷରେ ବଦଳିଲେ ବାଣପୁର ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ: ବିରୁଦ୍ଧରେ ଅଭିଯୋଗର ଲମ୍ବା ଫର୍ଦ୍ଦ

September 24, 2025

ଏହି ଦିନ ଜମ୍ମୁ କାଶ୍ମୀର ଏବଂ ପଞ୍ଜାବରେ ରାଜ୍ୟସଭା ନିର୍ବାଚନ: ପଢନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

September 24, 2025

ଲଦାଖକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି: ପୋଲିସ ସହ ସଂଘର୍ଷ, CRPF ଗାଡି ପୋଡ଼ିଲେ GEN-Z ଛାତ୍ର

September 24, 2025

ସରକାରୀ କର୍ମଚାରୀଙ୍କ ପାଇଁ ବଡ ଖବର: ଆଗୁଆ ଦରମା ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

September 24, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.