Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଶନିବାର ଦିନ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ, ଝାରସୁଗୁଡାରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ
ରାଜ୍ୟ ଖବର

ଶନିବାର ଦିନ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ, ଝାରସୁଗୁଡାରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ

September 26, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଶନିବାର ଦିନ ଓଡିଶା ଆସିବେ
ଶନିବାର ଦିନ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ, ଝାରସୁଗୁଡାରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆସନ୍ତାକାଲି ଶନିବାର ଦିନ ଓଡିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିପାଇଁ ରାଜ୍ୟ ସରକାର ତଥା ରାଜ୍ୟ ବିଜେପି ବେଶ ଚଳଚଞ୍ଚଳ ହୋଇ ଉଠିଛି। ପ୍ରଧାନମନ୍ତ୍ରୀ ଝାରସୁଗୁଡା ଆସି ସେଠାରେ ଯୁବ ସେବା ସମାବେଶରେ ଯୋଗଦେବେ। ତେବେ ତା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗତକାଲି ଝାରସୁଗୁଡାରେ ପହଞ୍ଚି ସାରିଛନ୍ତି। ସେଠାରେ ସେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମକୁ ତଦାରଖ କରିବା ସହିତ ଅଧିକାରୀଙ୍କ ସହିତ ଆଲୋଚନା କରିଛନ୍ତି। ମୁଖ୍ୟମନ୍ତ୍ରୀ ଝାରସୁଗୁଡାରେ ପହଞ୍ଚିବା ପରେ ସେଠାରେ ତାଙ୍କୁ ବିପୁଳ ସ୍ବାଗତ କରାଯାଇଛି।

ସୂଚନା ଅନୁସାରେ ପ୍ରଧାନମନ୍ତ୍ରୀ ଶନିବାର ସକାଳ 9 ଟା 20 ମିନିଟରେ ନୂଆଦିଲ୍ଲୀ ବିମାନ ବନ୍ଦରରୁ ବାହାରିବେ। ସେ ସିଧା ଝାରସୁଗୁଡା ବିମାନ ବନ୍ଦରରେ ଦିନ 11 ଟା 10 ମିନଟରେ ପହଞ୍ଚିବେ। ସେଠାରେ ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ ସମେତ ବହୁମନ୍ତ୍ରୀ ଓ ଅଧିକାରୀ ସ୍ବାଗତ କରିବେ। ଏହାପରେ ପ୍ରଧାନମନ୍ତ୍ରୀ ସଡକ ପଥରେ ଆସି ଆମଲିପାଲି ରେ ଦିନ 11 ଟା 25 ମିନଟରେ ପହଞ୍ଚିବେ।

ଆମଲିପାଲିରେ ପ୍ରଧାନମନ୍ତ୍ରୀ ଯୁବ ସେବା କାର୍ଯ୍ୟକ୍ରମରେ ଯୋଗଦେବା ସହିତ ବହୁ ପ୍ରକଳ୍ପର ଶୁଭାରମ୍ଭ ତଥା ଶିଳାନ୍ୟାସ କରିବେ। ଏହାପରେ ପ୍ରଧାନମନ୍ତ୍ରୀ ନିଜର ଅଭିଭାଷଣ ରଖିବେ। ସଭା ଶେଷ ହେବା ପରେ ପ୍ରଧାନମନ୍ତ୍ରୀ 12 ଟା 45 ମିନଟରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟକ୍ରମ ରହିଛି।

Deepika Padukone Joins Nykaa as Global Brand Ambassador

BJP Ads
ଝାରସୁଗୁଡା ପ୍ରଧାନମନ୍ତ୍ରୀଙ୍କ ଓଡିଶା ଗସ୍ତ ମୋହନ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

୧୦୦ ବର୍ଷ ପୂର୍ତ୍ତି ଅବସରରେ ଦେଶବ୍ୟାପୀ କାର୍ଯ୍ୟକ୍ରମ କରିବ ହକି ଇଣ୍ଡିଆ

November 5, 2025

କ୍ୟୁ.ଏସ୍ ଏସିଆ ବିଶ୍ୱବିଦ୍ୟାଳୟ ମାନ୍ୟତାରେ ଭାରତୀୟ ବିଶ୍ୱବିଦ୍ୟାଳୟଗୁଡ଼ିକର ସଂଖ୍ୟା ବୃଦ୍ଧି: ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

November 5, 2025

ମଣିପୁରରେ ଚାରି କୁକି ଉଗ୍ରବାଦୀ ନିହତ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

November 5, 2025

ନୂଆପଡା ଉପନିର୍ବାଚନ: ବିଜେପି ବାଣ୍ଟିଲା ଶାଢ଼ୀ ଓ ଟଙ୍କା, ସିଇଓ ନିକଟରେ ଫେରାଦ୍ ହେଲା ରାଜ୍ୟ କଂଗ୍ରେସ 

November 5, 2025
BJP Ads
Latest News

୧୦୦ ବର୍ଷ ପୂର୍ତ୍ତି ଅବସରରେ ଦେଶବ୍ୟାପୀ କାର୍ଯ୍ୟକ୍ରମ କରିବ ହକି ଇଣ୍ଡିଆ

November 5, 2025

କ୍ୟୁ.ଏସ୍ ଏସିଆ ବିଶ୍ୱବିଦ୍ୟାଳୟ ମାନ୍ୟତାରେ ଭାରତୀୟ ବିଶ୍ୱବିଦ୍ୟାଳୟଗୁଡ଼ିକର ସଂଖ୍ୟା ବୃଦ୍ଧି: ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

November 5, 2025

ମଣିପୁରରେ ଚାରି କୁକି ଉଗ୍ରବାଦୀ ନିହତ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

November 5, 2025

ନୂଆପଡା ଉପନିର୍ବାଚନ: ବିଜେପି ବାଣ୍ଟିଲା ଶାଢ଼ୀ ଓ ଟଙ୍କା, ସିଇଓ ନିକଟରେ ଫେରାଦ୍ ହେଲା ରାଜ୍ୟ କଂଗ୍ରେସ 

November 5, 2025

Nuapada Bypoll: ଶାସକ ବିଜେପି ବିରୋଧରେ ସାଘାଂତିକ ଅଭିଯୋଗ କଲା ବିଜେଡି, ଜାଣନ୍ତୁ କଣ..

November 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.