Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ନୂଆପଡା ଦଖଲ ପାଇଁ କଂଗ୍ରେସ ଖୋଲିଲା ୱାର ରୁମ୍, ଘାସିରାମ ମାଝୀଙ୍କ ପ୍ରାର୍ଥୀତ୍ବକୁ ଭକ୍ତଙ୍କ ସ୍ବୀକୃତି
ରାଜ୍ୟ ଖବର

ନୂଆପଡା ଦଖଲ ପାଇଁ କଂଗ୍ରେସ ଖୋଲିଲା ୱାର ରୁମ୍, ଘାସିରାମ ମାଝୀଙ୍କ ପ୍ରାର୍ଥୀତ୍ବକୁ ଭକ୍ତଙ୍କ ସ୍ବୀକୃତି

September 29, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ନୂଆପଡା ଦଖଲ
ନୂଆପଡା ଦଖଲ ପାଇଁ କଂଗ୍ରେସ ଖୋଲିଲା ୱାର ରୁମ୍, ଘାସିରାମ ମାଝୀଙ୍କ ପ୍ରାର୍ଥୀତ୍ବକୁ ଭକ୍ତଙ୍କ ସ୍ବୀକୃତି

ଭୁବନେଶ୍ୱର: ନୂଆପଡା ଦଖଲ ରଣନୀତି ସମ୍ପର୍କରେ ଗଣମାଧ୍ୟମର ପ୍ରଶ୍ନର ଉତ୍ତର ରଖି ପିସିସି ସଭାପତି ଶ୍ରୀ ଭକ୍ତ ଚରଣ ଦାସ ନୂଆପଡାରେ ଯାହା କଲେ ବି ବିଜେପି ଜିତିପାରିବ ନାହିଁ ବୋଲି ଦୃଢୋକ୍ତି ପ୍ରକାଶ କରିଥିଲେ । ଖୁବ୍ ଶୀଘ୍ର ହଜାର ହଜାର ଲୋକ କଂଗ୍ରେସ ରେ ଯୋଗ ଦେବାକୁ ଯାଉଛନ୍ତି। । ଘାସିରାମ ମାଝୀ ନୂଆପଡା ମାଟିର ପୁଅ। ମାଟିର ମଣିଷ ଘାସିରାମ ମାଝୀ ହିଁ ଜିତିବ ଏବଂ ସେଥିନେଇ ମତଦାନର ଶେଷ ଏକ ସପ୍ତାହ ପାଦରେ ଚାଲି ଭୋଟ  ଭିକ୍ଷା କରିବେ ବୋଲି  ଶ୍ରୀ ଦାସ ପ୍ରକାଶ କରିଛନ୍ତି।  ବିଜେପି ଓ ବିଜେଡି କେତେ ଶହ କୋଟି ଖର୍ଚ୍ଚ କରିବେ ପ୍ରସ୍ତୁତ ରହନ୍ତୁ ବୋଲି ସେ ଆହ୍ୱାନ ଦେଇଥିଲେ।

ନୂଆପଡା ଉପନିର୍ବାଚନ ପାଇଁ କଂଗ୍ରେସ ୱାର ରୁମ କାର୍ଯ୍ୟ ଆରମ୍ଭ ହୋଇଗଲାଣି। ୬ ଟି ଯୋନ ରେ ୬ ଟି କମିଟି ହୋଇସାରିଲାଣି। ଆସନ୍ତା ୫ କିମ୍ବା ୬ ତାରିଖ ଆଡ଼କୁ ନୂଆପଡା ଯିବି ଏବଂ କଂଗ୍ରେସର ବିଜୟ ପର୍ବ ଆରମ୍ଭ ହେବ ବୋଲି ସେ ସୂଚନା ପ୍ରଦାନ କରିଛନ୍ତି। ୨୦୧୯ ନିର୍ବାଚନରେ ବିଜେପିର ବିଜୟୀ ଏମପି ପ୍ରାର୍ଥୀ ବସନ୍ତ ପଣ୍ଡାଙ୍କଠୁ ନୂଆପଡା ବିଧାନସଭା କ୍ଷେତ୍ରରେ ଏକ ହଜାର ଭୋଟରେ କଂଗ୍ରେସ ଆଗରେ ଥିଲା।

ଗତ ନିର୍ବାଚନରେ ଘାସିରାମ ମାଝୀ ୫୦ ହଜାର ଭୋଟ ପାଇଥିଲା ବେଳେ କଂଗ୍ରେସ ପ୍ରାର୍ଥୀ ୧୫ ହଜାର ଭୋଟ ପାଇଥିଲେ। ବର୍ତ୍ତମାନ ଘାସିରାମ ମାଝୀ ହେଉଛନ୍ତି ନୂଆପଡ଼ା ଜିଲ୍ଲା କଂଗ୍ରେସ ସଭାପତି । ତେଣୁ ଆମ ଖାତାରେ ୬୫ ହଜାର ଭୋଟ ଅଛି। ସେପଟେ ବିଜେଡି ୬୨ ହଜାର ଭୋଟ ପାଇ ନିର୍ବାଚନ ଜିତିଥିଲା। ଏସସି, ଏସଟି ଓ ଓବିସି ଭୋଟ ଆଉ ଅଧିକ ସଂଖ୍ୟାରେ କଂଗ୍ରେସ ସପକ୍ଷରେ ପୋଲାରାଇଜ ହେବ ବୋଲି ପିସିସି ସଭାପତି ଶ୍ରୀଦାସ ଦୃଢୋକ୍ତି ପ୍ରକାଶ କରିଥିଲେ।

Nuapada Byelection ନୂଆପଡା ଉପନିର୍ବାଚନ ନୂଆପଡା ଦଖଲ ଭକ୍ତ ଦାସ
Share. Facebook Twitter LinkedIn Email WhatsApp Copy Link

Related Posts

ପଠାଣି ସାମନ୍ତ ପ୍ଲାନେଟାରିୟମର ହେବ ଉନ୍ନତିକରଣ, ବୁଝାମଣା ପତ୍ର ସ୍ବାକ୍ଷରିତ

January 16, 2026

Sisira Sarasa in Bhubaneswar: କିଣାକିଣି କରିବାରେ ଲୋକଙ୍କ ବଢୁଛି ଆଗ୍ରହ

January 16, 2026

“ଅପରେସନ୍ ଷ୍ଟ୍ରାଇକ” ଅଭିଯାନ: ବିଭିନ୍ନ ମାମଲାରେ ୨୪୬ ଅଭିଯୁକ୍ତ ଗିରଫ

January 16, 2026

ଭାରତରେ ଗଣତନ୍ତ୍ରର ଅର୍ଥ ହେଉଛି ଶେଷ ବ୍ୟକ୍ତି ପର୍ଯ୍ୟନ୍ତ ସେବା ପହଞ୍ଚାଇବା: ପ୍ରଧାନମନ୍ତ୍ରୀ

January 16, 2026
Latest News

କେବେ ନିର୍ବାଚିତ ହେବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ?: ପ୍ରକାଶ ପାଇଲା ତାରିଖ, ବିଜ୍ଞପ୍ତି ଜାରି

January 16, 2026

ପୁଞ୍ଚ ଏବଂ ସାମ୍ବାରେ ଦେଖାଗଲା ପାକିସ୍ତାନୀ ଡ୍ରୋନ୍: ହାଇ ଆଲର୍ଟରେ ସୁରକ୍ଷା ବାହିନୀ

January 16, 2026

ପଠାଣି ସାମନ୍ତ ପ୍ଲାନେଟାରିୟମର ହେବ ଉନ୍ନତିକରଣ, ବୁଝାମଣା ପତ୍ର ସ୍ବାକ୍ଷରିତ

January 16, 2026

Sisira Sarasa in Bhubaneswar: କିଣାକିଣି କରିବାରେ ଲୋକଙ୍କ ବଢୁଛି ଆଗ୍ରହ

January 16, 2026

“ଅପରେସନ୍ ଷ୍ଟ୍ରାଇକ” ଅଭିଯାନ: ବିଭିନ୍ନ ମାମଲାରେ ୨୪୬ ଅଭିଯୁକ୍ତ ଗିରଫ

January 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.