Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଭାରତୀୟ ରିଜର୍ଭ ବ୍ୟାଙ୍କର ଡେପୁଟି ଗଭର୍ଣ୍ଣର ହେଲେ ଜଣେ ଓଡିଆ, ବିଭିନ୍ନ ମହଲରୁ ଶୁଭେଚ୍ଛା
ରାଜ୍ୟ ଖବର

ଭାରତୀୟ ରିଜର୍ଭ ବ୍ୟାଙ୍କର ଡେପୁଟି ଗଭର୍ଣ୍ଣର ହେଲେ ଜଣେ ଓଡିଆ, ବିଭିନ୍ନ ମହଲରୁ ଶୁଭେଚ୍ଛା

September 29, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭାରତୀୟ ରିଜର୍ଭ ବ୍ୟାଙ୍କ
ଭାରତୀୟ ରିଜର୍ଭ ବ୍ୟାଙ୍କର ଡେପୁଟି ଗଭର୍ଣ୍ଣର ହେଲେ ଜଣେ ଓଡିଆ, ବିଭିନ୍ନ ମହଲରୁ ଶୁଭେଚ୍ଛା
ଭୁବନେଶ୍ବର: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର ଡେପୁଟି ଗଭର୍ଣ୍ଣର ଭାବରେ ନିଯୁକ୍ତି ପାଇଛନ୍ତି ଜଣେ ଓଡିଆ। ସେ ହେଲେ ଶ୍ରୀ ଶିରୀଶ ଚନ୍ଦ୍ର ମୁର୍ମୁ। ସେ ବର୍ତ୍ତମାନ RBI ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଅଛନ୍ତି। ତାଙ୍କର ନିଯୁକ୍ତିକୁ ଆଜି କ୍ୟାବିନେଟ ନିଯୁକ୍ତି କମିଟ ଅନୁମେଦନ କରିଛି। ସେ ଆସନ୍ତା ଅକ୍ଟୋବର ନଅ ତାରିଖରେ ଏହି ଦାୟିତ୍ବ ଗ୍ରହଣ କରିବେ। ବର୍ତ୍ତମାନ ଡେପୁଟି ଗଭର୍ଣ୍ଣର ଭାବେ କାର୍ଯ୍ୟ କରୁଛନ୍ତି ରାଜେଶ୍ବର ରାଓ। ତାଙ୍କର କାର୍ଯ୍ୟକାଳ ଅକ୍ଟୋବର ଆଠ ତାରିଖରେ ଶେଷ ହେଉଛି। ମୟୁରଭଂଜ ଜିଲ୍ଲା ବେତନଟୀ ବାସିନ୍ଦା ହେଉଛନ୍ତି ଶିରୀଶ ଚନ୍ଦ୍ର ମୁର୍ମୁ।
ତାଙ୍କ ନିଯୁକ୍ତି ଘୋଷଣା ପରେ ବିଭିନ୍ନ ମହଲରେ ତାଙ୍କୁ ସ୍ବାଗତ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଭିନନ୍ଦନ ଜଣାଇ ଲେଖିଛନ୍ତି ଯେ, ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର ଡେପୁଟି ଗଭର୍ଣ୍ଣର ଭାବରେ ନିଯୁକ୍ତି ପାଇଥିବାରୁ ଶ୍ରୀ ଶିରୀଶ ଚନ୍ଦ୍ର ମୁର୍ମୁଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା । ଜଣେ ସୁଯୋଗ୍ୟ ଓଡ଼ିଆ ଦେଶର ସର୍ବୋଚ୍ଚ ବ୍ୟାଙ୍କରେ ଏପରି ଏକ ଗୁରୁତ୍ୱପୂର୍ଣ୍ଣ ପଦବୀରେ ଅବସ୍ଥାପିତ ହେବା ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ। RBI ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବରେ ତାଙ୍କର ଦୀର୍ଘ ଦିନର ଅଭିଜ୍ଞତା ଓ କାର୍ଯ୍ୟଦକ୍ଷତା ଦେଶର ଆର୍ଥିକ ବ୍ୟବସ୍ଥା ଓ ଅର୍ଥନୀତିକୁ ଆହୁରି ସୁଦୃଢ଼ କରିବାରେ ସହାୟକ ହେବ ବୋଲି ମୋର ଦୃଢ଼ ବିଶ୍ୱାସ । ଆଗାମୀ କାର୍ଯ୍ୟକାଳ ଓ ନୂତନ ଦାୟିତ୍ୱ ପାଇଁ ଶୁଭେଚ୍ଛା ଜଣାଉଛି ଏବଂ ସଫଳତା କାମନା କରୁଛି।

Glow by Kirtilals: Buy 1 Gift 1 FREE for Your Loved Once

Siris Chandra Murmu ଭାରତୀୟ ରିଜର୍ଭ ବ୍ୟାଙ୍କ ଶିରୀଶ ଚନ୍ଦ୍ର ମୁର୍ମୁ
Share. Facebook Twitter LinkedIn Email WhatsApp Copy Link

Related Posts

ଇଂରାଜୀ ପରୀକ୍ଷା ପରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମହତ୍ୟା

February 23, 2026

ଦନ୍ତା ହାତୀ ଆକ୍ରମଣରେ ଦୁଇ ମୃତ

February 23, 2026

ପୁଅର ଠେଙ୍ଗା ମାଡ଼ରେ ପିତା ଗୁରୁତର: ଡାକ୍ତରଖାନାରେ ଭର୍ତ୍ତି

February 23, 2026

ଆକ୍ସନ ମୋଡରେ ଟିମ ମ୍ୟାନଜମେଣ୍ଟ: ଖେଳାଳି ଏକାଦଶରେ ପରିବର୍ତ୍ତନ ସମ୍ଭବ

February 23, 2026
Latest News

ଇଂରାଜୀ ପରୀକ୍ଷା ପରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମହତ୍ୟା

February 23, 2026

ଦନ୍ତା ହାତୀ ଆକ୍ରମଣରେ ଦୁଇ ମୃତ

February 23, 2026

ପୁଅର ଠେଙ୍ଗା ମାଡ଼ରେ ପିତା ଗୁରୁତର: ଡାକ୍ତରଖାନାରେ ଭର୍ତ୍ତି

February 23, 2026

ଆକ୍ସନ ମୋଡରେ ଟିମ ମ୍ୟାନଜମେଣ୍ଟ: ଖେଳାଳି ଏକାଦଶରେ ପରିବର୍ତ୍ତନ ସମ୍ଭବ

February 23, 2026

Konark Dance & Music Festival: ବେଶ ଆକର୍ଷଣୀୟ କାର୍ଯ୍ୟକ୍ରମ ସହ ଶେଷ ହୋଇଛି କୋଣାର୍କ ନୃତ୍ୟ ଉତ୍ସବ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.