Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଭୁବନେଶ୍ବରର ବିଭିନ୍ନ ପୂଜା ମଣ୍ଡପ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ରାଜ୍ୟ ଖବର

ଭୁବନେଶ୍ବରର ବିଭିନ୍ନ ପୂଜା ମଣ୍ଡପ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

October 2, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ବରର ବିଭିନ୍ନ ପୂଜା ମଣ୍ଡପ
ଭୁବନେଶ୍ବରର ବିଭିନ୍ନ ପୂଜା ମଣ୍ଡପ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର: ଆଜି ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଭୁବନେଶ୍ବରର ବିଭିନ୍ନ ପୂଜା ମଣ୍ଡପ ଦର୍ଶନ କରିଛନ୍ତି। ବିଜୟା ଦଶମୀ ଅବସରରେ ସେ ମାଙ୍କ ଆର୍ଶିବାଦ ଭିକ୍ଷା ମଧ୍ୟ କରିଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ଦଶହରା ଅବସରରେ ଭୁବନେଶ୍ୱରର ବିଭିନ୍ନ ପୂଜା ମଣ୍ଡପରେ ଜଗତଜନନୀ ମା’ଦୁର୍ଗାଙ୍କ ଦର୍ଶନ କରି ଆଶିଷ ଭିକ୍ଷା କରିବା ସହ ସମସ୍ତଙ୍କ ସୁଖ, ସମୃଦ୍ଧି କାମନା କଲି ।

ଏହି ଦର୍ଶନ ବେଳେ ସେ ପୂଜା ମଣ୍ଡପର ବିଭିନ୍ନ କର୍ମକର୍ତ୍ତାଙ୍କ ସହିତ ଆଲୋଚନା ମଧ୍ୟ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହିତ ଏକାମ୍ର ବିଧାୟକ ବାବୁ ସିଂ, ଭୁବନେଶ୍ବର ମଧ୍ୟ ବିଜେପି ନେତା ଜଗନ୍ନାଥ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।

Gandhi Jayanti: Home Minister Amit Shah Visits Khadi India Showroom

ପୂଜା ମଣ୍ଡପ ଦର୍ଶନ ଭୁବନେଶ୍ବର ଦୁର୍ଗାପୂଜା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମୁଖ୍ୟମନ୍ତ୍ରୀଙ୍କ ପୂଜା ମଣ୍ଡପ ଦର୍ଶନ
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱରରେ ୬୯ତମ SGFI ରଗବୀ ଚାମ୍ପିଅନସିପ୍ ରେ ୧୪ ବର୍ଷରୁ କମ୍ ବର୍ଗର ପ୍ରତିଯୋଗିତା ଆରମ୍ଭ

April 10, 2026

ବାମପନ୍ଥୀ ଉଗ୍ରବାଦ ପ୍ରଭାବିତ ୧୦ଟି ଜିଲ୍ଲାକୁ ‘ଗ୍ରାମୋଦୟ’ କାର୍ଯ୍ୟକ୍ରମକୁ ତ୍ୱରିତ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ

April 10, 2026

ଓଡ଼ିଶା ଉଠା ଜଳସେଚନ ନିଗମର ପ୍ରମୁଖ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ

April 10, 2026

ଆଜି ଏପ୍ରିଲ ୧୦ ତାରିଖ ଶୁକ୍ରବାରରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଶତ୍ରୁମାନେ ହେବେ ପରାସ୍ତ

April 10, 2026
Latest News

ଭୁବନେଶ୍ୱରରେ ୬୯ତମ SGFI ରଗବୀ ଚାମ୍ପିଅନସିପ୍ ରେ ୧୪ ବର୍ଷରୁ କମ୍ ବର୍ଗର ପ୍ରତିଯୋଗିତା ଆରମ୍ଭ

April 10, 2026

ବ୍ୟାପକ ରଣନୈତିକ ସହଭାଗୀତାକୁ ଆହୁରି ମଜବୁତ କରିବା ପାଇଁ ୟୁଏଇ ଗସ୍ତ କରିବେ ବୈଦେଶିକ ମନ୍ତ୍ରୀ

April 10, 2026

ବାମପନ୍ଥୀ ଉଗ୍ରବାଦ ପ୍ରଭାବିତ ୧୦ଟି ଜିଲ୍ଲାକୁ ‘ଗ୍ରାମୋଦୟ’ କାର୍ଯ୍ୟକ୍ରମକୁ ତ୍ୱରିତ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ

April 10, 2026

ଓଡ଼ିଶା ଉଠା ଜଳସେଚନ ନିଗମର ପ୍ରମୁଖ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ

April 10, 2026

ଆଜି ଏପ୍ରିଲ ୧୦ ତାରିଖ ଶୁକ୍ରବାରରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଶତ୍ରୁମାନେ ହେବେ ପରାସ୍ତ

April 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.