Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ସରିଲା ପୂଜା, ବିଦାୟ ନେବେ ମା, ପୋଲିସ ତରଫରୁ କଡା ସୁରକ୍ଷା, ଶୋଭାଯାତ୍ରା ଜଗିବ ଡ୍ରୋନ କ୍ୟାମେରା
ରାଜ୍ୟ ଖବର

ସରିଲା ପୂଜା, ବିଦାୟ ନେବେ ମା, ପୋଲିସ ତରଫରୁ କଡା ସୁରକ୍ଷା, ଶୋଭାଯାତ୍ରା ଜଗିବ ଡ୍ରୋନ କ୍ୟାମେରା

October 3, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ସରିଲା ପୂଜା
ସରିଲା ପୂଜା, ବିଦାୟ ନେବେ ମା, ପୋଲିସ ତରଫରୁ କଡା ସୁରକ୍ଷା, ଶୋଭାଯାତ୍ରା ଜଗିବ ଡ୍ରୋନ କ୍ୟାମେରା

ସରିଲା ପୂଜା: ଶେଷ ହେଲା ବହୁ ପ୍ରତିକ୍ଷୀତ ମା ଦୁର୍ଗାଙ୍କ ପୂଜା। କୋଟିକୋଟି ଟଙ୍କା ଖର୍ଚ୍ଚ କରି କରାଯାଇଥିଲା ଏହି ପୂଜା। ହଜାରହଜାର ଭକ୍ତ ମାଙ୍କୁ କଲେ ଦର୍ଶନ। ଆଜି ମା ବିଦାୟ ନେବେ। ଭସାଣୀ ପାଇଁ କଟକ ଭୁବନେଶ୍ବରରେ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଶାନ୍ତି ଶୃଙ୍ଖଳାର ସହିତ ଭସାଣୀ ଉତ୍ସବ କରିବା ପାଇଁ କମିଶନରେଟ ପୋଲିସ ତରଫରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।

ଏଥର ଭସାଣୀ ଶୋଭାଯାତ୍ରାକୁ ସଂପୂର୍ଣ୍ଣ ଭାବେ ସିସିଟିଭି କ୍ୟାମେରା ମାଧ୍ୟମରେ ନିୟନ୍ତ୍ରଣ କରାଯିବ। ସେଥିପାଇଁ ୫ ଶହରୁ ଅଧିକ କ୍ୟାମେରା ନିୟୋଜିତ କରାଯାଇଛି। ସେହିପରି ବିଭିନ୍ନ ସ୍ଥାନରେ ଡ୍ରୋନ କ୍ୟାମେରା ମଧ୍ୟ ରଖାଯାଇଛି। ଲମ୍ବା ଶୋଭାଯାତ୍ରା ଯାଉଥିବା ବେଳେ ଉପରୁ ଏହି ଡ୍ରୋନ କ୍ୟାମେରା ମାଧ୍ୟମରେ ପରିସ୍ଥିତି ନିରୀକ୍ଷଣ କରାଯିବ। ଏସବୁ ପାଇଁ ଉଭୟ କଟକ ଓ ଭୁବନେଶ୍ବରରରେ ପୋଲିସ କଣ୍ଟ୍ରୋଲ ରୁମ ସ୍ଥାପନ କରାଯାଇଛି।

ଭସାଣୀ ଶୋଭାଯାତ୍ରାକୁ ନିୟନ୍ତ୍ରଣ କରିବା ପାଇଁ ମୋଟ ୧୨୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଏହା ଭିତରୁ ୨୫ ପ୍ଲାଟୁନ ପୋଲିସ ଫୋର୍ସ ମେଢ଼ ଗୁଡ଼ିକ ସହିତ ରହିବେ। ସହରର ବିଭିନ୍ନ ସ୍ଥାନରେ ମୋଟ ୬୦ଟି ଏଡ ପୋଷ୍ଟ ରହିବ । ଦେବୀଗଡା ଏବଂ କୁଆଖାଇ ନିକଟରେ ଓଡ୍ରାଫ୍ ଏବଂ ଅଗ୍ନିଶମ ବିଭାଗକୁ ସଜାଗ ରହିବାକୁ ନିଷ୍ପତି ହୋଇଛି।

Gandhi Jayanti: Home Minister Amit Shah Visits Khadi India Showroom

DurgaPuja Durgapuja 2025 ସରିଲା ପୂଜା
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ୯ ତାରିଖ ଶୁକ୍ରବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

January 9, 2026

ଚ଼ିଲିକା ନୌକା ପ୍ରତିଯୋଗିତାର ଅନ୍ତିମ ଦିନରେ ଯୋଗଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

January 8, 2026

‘ପଙ୍ଖୁଡ଼ି ପୋର୍ଟାଲ୍’ ଶୁଭାରମ୍ଭ: ମହିଳା ଓ ଶିଶୁ ବିକାଶ ପାଇଁ ଡିଜିଟାଲ୍ ମାଇଲଷ୍ଟୋନ

January 8, 2026

ଭାରତୀୟ ଏଆଇ ଷ୍ଟାର୍ଟଅପ ମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୋଲଟେବୁଲ ବୈଠକ

January 8, 2026
Latest News

ଆଜି ୯ ତାରିଖ ଶୁକ୍ରବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

January 9, 2026

ଚ଼ିଲିକା ନୌକା ପ୍ରତିଯୋଗିତାର ଅନ୍ତିମ ଦିନରେ ଯୋଗଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

January 8, 2026

‘ପଙ୍ଖୁଡ଼ି ପୋର୍ଟାଲ୍’ ଶୁଭାରମ୍ଭ: ମହିଳା ଓ ଶିଶୁ ବିକାଶ ପାଇଁ ଡିଜିଟାଲ୍ ମାଇଲଷ୍ଟୋନ

January 8, 2026

ଭାରତୀୟ ଏଆଇ ଷ୍ଟାର୍ଟଅପ ମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୋଲଟେବୁଲ ବୈଠକ

January 8, 2026

ସଡ଼କ ସୁରକ୍ଷାର ସନ୍ଦେଶ ସହ କବିତାର ଝରଣା: ରଣପୁର ମହୋତ୍ସବର ଚତୁର୍ଥ ଦିବସ

January 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.