Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଭୁବନେଶ୍ୱର ସ୍ବତନ୍ତ୍ର ଜିଲ୍ଲା ଅଭିଯାନ: ଶତାଧିକ ସାହିତ୍ୟକ, ଲେଖକ, କବି ଓ ମୁରବୀ ସାମିଲ
ରାଜ୍ୟ ଖବର

ଭୁବନେଶ୍ୱର ସ୍ବତନ୍ତ୍ର ଜିଲ୍ଲା ଅଭିଯାନ: ଶତାଧିକ ସାହିତ୍ୟକ, ଲେଖକ, କବି ଓ ମୁରବୀ ସାମିଲ

October 12, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ୱର ସ୍ବତନ୍ତ୍ର ଜିଲ୍ଲା ଅଭିଯାନ
ଭୁବନେଶ୍ୱର ସ୍ବତନ୍ତ୍ର ଜିଲ୍ଲା ଅଭିଯାନ: ଶତାଧିକ ସାହିତ୍ୟକ, ଲେଖକ, କବି ଓ ମୁରବୀ ସାମିଲ

ଭୁବନେଶ୍ୱର ସ୍ବତନ୍ତ୍ର ଜିଲ୍ଲା ଅଭିଯାନ: ଭୁବନେଶ୍ୱର ସ୍ୱତନ୍ତ୍ର ଜିଲ୍ଲା ଅଭିଯାନରେ ଆଜି କେଦାରନାଥ ଗବେଷଣା ପ୍ରତିଷ୍ଠାନ ଠାରେ ସାହିତ୍ୟକ, ଲେଖକ, କବି ଓ ମୁରବୀଙ୍କ ଦସ୍ତଖତ ସଂଗ୍ରହ କରାଯାଇଥିଲା। ଭୁବନେଶ୍ୱର ଜିଲ୍ଲା ଅଭିଯାନ ମୁଖ୍ୟ ଲିଙ୍ଗରାଜ ସାହୁଙ୍କ ସଂଯୋଜନାରେ ଏଥିରେ ଅଭିଯାନର ମୁଖ୍ୟ ଉପଦେଷ୍ଟା ତଥା ପ୍ରଥମ ଖୋର୍ଦ୍ଧା ଜିଲ୍ଲାପାଳ ତଥା କେଦାରନାଥ ଗବେଷଣା ପ୍ରତିଷ୍ଠାନର ସଭାପତି ରଘୁନାଥ ମିଶ୍ର ଯୋଗଦେଇ କହିଥିଲେ ଯେ, ଭୁବନେଶ୍ୱରକୁ ଜିଲ୍ଲା କରିବାରେ ସବୁ ସୁବିଧା ରହିଛି।

ଲୋକ ସଂଖ୍ୟା ଓ ରାଜଧାନୀ ଦୃଷ୍ଟିରୁ ଏହା ଶିଘ୍ର ହେବା ଆବଶ୍ୟକ। ଏଥିରେ ବିଶିଷ୍ଠ କବି ତନୟା ଦାସ ଗୋସ୍ୱାମୀ, ସାହିତ୍ୟକ ଡ଼ ଦେବାଶିଷ ମହାପାତ୍ର, ପ୍ରଫେସର ଶରତ ରଥ, ଡ଼ ବିବେକାନନ୍ଦ ପାଣିଗ୍ରାହୀ, ନିର୍ମଳ କୁମାର ମହାପାତ୍ର, ମନ୍ମଥ ଶତପଥି, ହାଇକୋର୍ଟ ଆଇନଜୀବୀ ସରୋଜ କୁମାର ସାହୁ, ଡ଼ ଅରୁଣ କୁମାର ନାୟକ ସମେତ ବହୁ ବରିଷ୍ଠ ବିଦ୍ୱାନ କବି, ଲେଖକ ଓ ବରିଷ୍ଠ ନାଗରିକମାନେ ସାମିଲ ହୋଇଥିଲେ। ଭୁବନେଶ୍ୱରକୁ ଏକ ସ୍ୱତନ୍ତ୍ର ଜିଲ୍ଲା ହେବା ଯଥାର୍ଥ ବୋଲି ସବୁମୁରବୀମାନେ ମତ ଦେଇଛନ୍ତି ।

ନିକଟରେ ଜୟଦେବ ନିର୍ବାଚନ ମଣ୍ଡଳି, ଏକାମ୍ର ନିର୍ବାଚନ ମଣ୍ଡଳି, ଭୁବନେଶ୍ୱର ମଧ୍ୟ ଓ ଭୁବନେଶ୍ୱର ଉତର ନିର୍ବାଚନ ମଣ୍ଡଳିର ବିଭିନ୍ନ ପୂଜା କମିଟି ସଦସ୍ୟ ଓ ମୁରବୀ ସାମିଲ ହୋଇ ଦସ୍ତଖତ କରିବା ସହ ଏହି ଅଭିଯାନରେ ସାମିଲ ହୋଇଥିଲେ। ଭୁବନେଶ୍ୱରକୁ ଜିଲ୍ଲା ପାଇଁ ଅଭିଯାନରେ ବିଭିନ୍ନ ଅନୁଷ୍ଠାନ ମାନଙ୍କ ସମଷ୍ଟିର ସ୍ୱର ‘ମିଳିତ ମହାମଞ୍ଚ’ ପକ୍ଷରୁ ଭୁବନେଶ୍ୱର ଉପକଣ୍ଠର ଗ୍ରାମବାସୀ, ବାଲିପାଟଣା, ବାଲିଅନ୍ତା, ନଖରା, ବିଭନ୍ନ ବାଲିଯାତ୍ରା, ଭୁବେନେଶ୍ୱର କୋର୍ଟ ସମେତ ଦୁଇ ବର୍ଷହେଲା ଭୁବନେଶ୍ୱର ବିଭିନ୍ନ ପୂଜା କମିଟି ମୁରବୀଙ୍କ ସ୍ୱାକ୍ଷର ସଂଗ୍ରହ ଚାଲୁ ରହିଛି। ନିକଟରେ ସରକାରଙ୍କ ନିକଟରେ ଉପସ୍ଥାପନା କରାଯିବ ବୋଲି ନିଷ୍ପତି ହୋଇଛି।

SOA Bhubaneswar: Justice Dixit Says Law Students Should Be Analytical

ଭୁବନେଶ୍ୱର ସ୍ବତନ୍ତ୍ର ଜିଲ୍ଲା ଅଭିଯାନ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦୀଙ୍କ କାର୍ଯ୍ୟକାଳ: ଜାଣନ୍ତୁ ସରକାରର ଐତିହାସିକ ନିଷ୍ପତ୍ତି

June 11, 2026

ନାକଟିଦେଉଳରେ ବ୍ଲକ୍ ସ୍ତରୀୟ ଲକ୍ଷପତି ଦିଦି କର୍ମଶାଳା

June 11, 2026

ଆଜି ଜୁନ ୧୧ ତାରିଖ ଗୁରୁବାରରେ ଏହି ପାଞ୍ଚୋଟି ରାଶିର ଦୂର ହେବ ସମସ୍ତ ଦୁଃଖ

June 11, 2026

ମୋଦୀଙ୍କୁ ଟ୍ରମ୍ପଙ୍କ ଅଭିନନ୍ଦନ

June 11, 2026
Latest News

ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦୀଙ୍କ କାର୍ଯ୍ୟକାଳ: ଜାଣନ୍ତୁ ସରକାରର ଐତିହାସିକ ନିଷ୍ପତ୍ତି

June 11, 2026

ନାକଟିଦେଉଳରେ ବ୍ଲକ୍ ସ୍ତରୀୟ ଲକ୍ଷପତି ଦିଦି କର୍ମଶାଳା

June 11, 2026

ଆଜି ଜୁନ ୧୧ ତାରିଖ ଗୁରୁବାରରେ ଏହି ପାଞ୍ଚୋଟି ରାଶିର ଦୂର ହେବ ସମସ୍ତ ଦୁଃଖ

June 11, 2026

ମୋଦୀଙ୍କୁ ଟ୍ରମ୍ପଙ୍କ ଅଭିନନ୍ଦନ

June 11, 2026

ଫାଇଲ ଗାଏବକୁ ନେଇ ଏଫଆଇଆର

June 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.