Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»Khandayat ଜାତିକୁ କେନ୍ଦ୍ର ଓବିସି ତାଲିକାରେ ସାମିଲ ପାଇଁ ପଛୁଆ ବର୍ଗ କମିଶନରଙ୍କୁ ଭେଟିଲେ ତେଜେଶ୍ବର ପରିଡା
ରାଜ୍ୟ ଖବର

Khandayat ଜାତିକୁ କେନ୍ଦ୍ର ଓବିସି ତାଲିକାରେ ସାମିଲ ପାଇଁ ପଛୁଆ ବର୍ଗ କମିଶନରଙ୍କୁ ଭେଟିଲେ ତେଜେଶ୍ବର ପରିଡା

October 30, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଖଣ୍ଡାୟତ ଜାତି
ଖଣ୍ଡାୟତ ଜାତିକୁ କେନ୍ଦ୍ର ଓବିସି ତାଲିକାରେ ସାମିଲ ପାଇଁ ପଛୁଆ ବର୍ଗ କମିଶନରଙ୍କୁ ଭେଟିଲେ ତେଜେଶ୍ବର ପରିଡା

ଭୁବନେଶ୍ବର: ଖଣ୍ଡାୟତ’ ବା ‘Khandayat’ ଜାତିକୁ କେନ୍ଦ୍ର ଓବିସି ବର୍ଗରେ ସାମିଲ କରିବା ପାଇଁ ଜାତୀୟ ପଛୁଆ ବର୍ଗ କମିଶନ ବା National Commission for Backward Classes ନିକଟରେ ଦୃଢ଼ ଦାବି ଉପସ୍ଥାପନ କରିଛନ୍ତି ବିଜେପି ନେତା ତେଜେଶ୍ୱର ପରିଡ଼ା।

ଜାତୀୟ ପଛୁଆ ବର୍ଗ କମିଶନ ଅଧ୍ୟକ୍ଷ ଶ୍ରୀଯୁକ୍ତ ହଂସରାଜ ଗଙ୍ଗାରାମ ଅହିରଙ୍କ ଓଡିଶା ଗସ୍ତ ଅବସରରେ ସେ ଏହି ଦାବୀ କରିଛନ୍ତି। ତେଜେଶ୍ବର କମିଶନର ଏବଂ ସଦସ୍ୟ ଶ୍ରୀଯୁକ୍ତ ଭୁବନ ଭୂଷଣ କମଲ ଏବଂ କମିଶନଙ୍କ ସଚିବଙ୍କୁ ଭୁବନେଶ୍ୱର ବିମାନବନ୍ଦରରେ ସ୍ୱାଗତ କରିଥିଲେ। ଏହାପରେ ରାଜ୍ୟ ଅତିଥି ଭବନରେ ତାଙ୍କୁ ଭେଟି ‘ଖଣ୍ଡାୟାତ’ ଜାତି କୁ କେନ୍ଦ୍ରୀୟ ଓବିସି ତାଲିକାରେ ସାମିଲ ପାଇଁ ଦୃଢ ଯୁକ୍ତି ଉପସ୍ଥାପନ କରିଥିଲେ।

‘ଖଣ୍ଡାୟତ’ ଜାତିର ଅନେକ ବରିଷ୍ଠ ବ୍ୟକ୍ତିବିଶେଷ ତଥା ବୁଦ୍ଧିଜୀବୀମାନେ କମିଶନରଙ୍କ ଜନଶୁଣାଣିରେ ଭାଗ ନେଇ ଏହି ଯୁକ୍ତି ଉପସ୍ଥାପନା କରିଥିଲେ। ସୂଚନା ଯୋଗ୍ୟ ଯେ,  ଖଣ୍ଡାୟତ ଜାତିକୁ ଓଡ଼ିଶା ରାଜ୍ୟରେ SEBC ବର୍ଗରେ ଅନ୍ତର୍ଭୁକ୍ତ କରାଯାଇଛି, ହେଲେ କେନ୍ଦ୍ର ସରକାର ଏହାକୁ ଓବିସି ମାନ୍ୟତା ଦେଇ ନାହାଁନ୍ତି।

Khandayat National Commission for Backward Classes SEBC ଖଣ୍ଡାୟତ ଜାତି
Share. Facebook Twitter LinkedIn Email WhatsApp Copy Link

Related Posts

ବନ୍ଦେ ଭାରତ ଏକ୍ସପ୍ରେସରେ ଉପଲବ୍ଧ ସୁସ୍ୱାଦୁ ଓଡିଆ ଖାଦ୍ୟ

December 18, 2025

ଓମାନର ସୁଲତାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

December 18, 2025

ଶିଶୁପାଳଗଡ଼ ଐତିହ୍ୟ ସ୍ଥଳରୁ ଜବରଦଖଲ ଉଚ୍ଛେଦ ପାଇଁ ପଦକ୍ଷେପ ନେଇଛି ଏଏସଆଇ: କେନ୍ଦ୍ର ସଂସ୍କୃତି ମନ୍ତ୍ରୀ

December 18, 2025

ହଟ୍ଟକେଶ୍ୱର, ଅଟ୍ରି ମକର ମହୋତ୍ସବ-୨୦୨୬ ଉପଲକ୍ଷେ ପ୍ରସ୍ତୁତି ବୈଠକ

December 18, 2025
Latest News

ବନ୍ଦେ ଭାରତ ଏକ୍ସପ୍ରେସରେ ଉପଲବ୍ଧ ସୁସ୍ୱାଦୁ ଓଡିଆ ଖାଦ୍ୟ

December 18, 2025

ଓମାନର ସୁଲତାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

December 18, 2025

ଶିଶୁପାଳଗଡ଼ ଐତିହ୍ୟ ସ୍ଥଳରୁ ଜବରଦଖଲ ଉଚ୍ଛେଦ ପାଇଁ ପଦକ୍ଷେପ ନେଇଛି ଏଏସଆଇ: କେନ୍ଦ୍ର ସଂସ୍କୃତି ମନ୍ତ୍ରୀ

December 18, 2025

ଓମାନରେ ଭାରତୀୟ ସମୁଦାୟକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

December 18, 2025

ବାଲୁଗାଁ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ଏକବିଂଶ ତମ ବାର୍ଷିକ ଉତ୍ସବ

December 18, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.