Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଆଜିଠାରୁ ପଞ୍ଚୁକ ବ୍ରତ, ଏଥର ପାଞ୍ଚଦିନ ନୁହେଁ ଚାରିଦିନ ପାଳନ, ଆଜି ବଡ ଏକାଦଶୀ
ରାଜ୍ୟ ଖବର

ଆଜିଠାରୁ ପଞ୍ଚୁକ ବ୍ରତ, ଏଥର ପାଞ୍ଚଦିନ ନୁହେଁ ଚାରିଦିନ ପାଳନ, ଆଜି ବଡ ଏକାଦଶୀ

November 2, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଜିଠାରୁ ପଞ୍ଚୁକ ବ୍ରତ
ଆଜିଠାରୁ ପଞ୍ଚୁକ ବ୍ରତ, ଏଥର ପାଞ୍ଚଦିନ ନୁହେଁ ଚାରିଦିନ ପାଳନ ହେବ, ଆଜି ବଡ ଏକାଦଶୀ

ପୁରୀ: ଆଜିଠାରୁ ଆରମ୍ଭ ହେଉଛି ପଞ୍ଚୁକ। ଚଳିତ ବର୍ଷ ପଞ୍ଚୁକ ୪ ଦିନ ପଡୁଥିବାରୁ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ଓ ଶ୍ରଦ୍ଧାଳୁଙ୍କ ପ୍ରବଳ ଗହଳି ରହିବ। ପଞ୍ଚୁକ ତିଥିରେ ଏକ ଦିବସ କ୍ଷୟ ପଡୁଥିବାରୁ ଏଥର ଏହା ଚାରିଦିନ ପାଳନ ହେବ। ତେବେ ଭିଡ଼କୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ କେତେକ ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରାଯାଇଥିବା ବେଳେ ଶ୍ରୀମନ୍ଦିରରେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନପାଇଁ ବ୍ୟାରିକେଡ଼ର  ବ୍ୟବସ୍ଥା କରାଯାଇଛି।

ଅନ୍ୟପକ୍ଷରେ ଆଜି ଶ୍ରୀମନ୍ଦିରରେ ଭକ୍ତ ଶ୍ରଦ୍ଧାଳୁ ମାନେ ମହାପ୍ରଭୁଙ୍କୁ ରାଧାଦାମୋଦର ବେଶ ଓ ହରିହର ବେଶରେ ଦର୍ଶନ କରି ସୌଭାଗ୍ୟ ପ୍ରାପ୍ତି ଲାଭ କରିଛନ୍ତି। ପଞ୍ଚକର ପ୍ରଥମ ଦିବସ ଆଜି ବଡ଼ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଲକ୍ଷ୍ମୀ ନାରାୟଣ ବେଶ ଅନୁଷ୍ଠିତ ହେବ। ବିଶ୍ୱାସ ରହିଅଛି ଯେଉଁ ମାନେ ମାସକ ଯାକ କାର୍ତିକ ବ୍ରତ କରି ନ ଥାନ୍ତି ସେମାନେ ଏହି ପଂଚୁକ ବ୍ରତ ନିଷ୍ଠାର ସହ  ପାଳନ କଲେ ସମପରିମାଣର ପୂଣ୍ୟ ମିଳିଥାଏ।

SiCSem Breaks Ground on India’s First Integrated Device Manufacturing Facility in Bhubaneswar ( Click Here To Read)

ଆଜିଠାରୁ ପଞ୍ଚୁକ ବ୍ରତ ପଞ୍ଚୁକ ବ୍ରତ ଶ୍ରୀମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ତୃତୀୟ ଟି-୨୦ରେ ଦକ୍ଷିଣ ଆଫ୍ରିକା ପରାସ୍ତ: ୨-୧ ରେ ସିରିଜ ଅଗ୍ରଣୀ ହାସଲ କଲା ଭାରତ

December 14, 2025

ଧର୍ମଶାଳାରେ ପୁଣି ହିଂସା, ପୂର୍ବତନ ବିଧାୟକ ପ୍ରଣବ ଓ ବିଧାୟକ ହିମାଂଶୁଙ୍କ ସମର୍ଥକଙ୍କ ମଧ୍ୟରେ ପିଟାପିଟି

December 14, 2025

‘ଆତ୍ମନିର୍ଭର ଭାରତ’ ଏବଂ ‘ମେକ୍ ଇନ୍ ଇଣ୍ଡିଆ’କୁ ମଜବୁତ କରୁଛି ଭାରତୀୟ ରେଳବାଇ

December 14, 2025

ସାଂସଦ ଅପରାଜିତା ଷଡଙ୍ଗୀଙ୍କ ଝିଅ ବାହାଘର ଭୋଜିରେ ଯୋଗ ଦେଲେ ନବୀନ ପଟ୍ଟନାୟକ

December 14, 2025
Latest News

ତୃତୀୟ ଟି-୨୦ରେ ଦକ୍ଷିଣ ଆଫ୍ରିକା ପରାସ୍ତ: ୨-୧ ରେ ସିରିଜ ଅଗ୍ରଣୀ ହାସଲ କଲା ଭାରତ

December 14, 2025

ଧର୍ମଶାଳାରେ ପୁଣି ହିଂସା, ପୂର୍ବତନ ବିଧାୟକ ପ୍ରଣବ ଓ ବିଧାୟକ ହିମାଂଶୁଙ୍କ ସମର୍ଥକଙ୍କ ମଧ୍ୟରେ ପିଟାପିଟି

December 14, 2025

‘ଆତ୍ମନିର୍ଭର ଭାରତ’ ଏବଂ ‘ମେକ୍ ଇନ୍ ଇଣ୍ଡିଆ’କୁ ମଜବୁତ କରୁଛି ଭାରତୀୟ ରେଳବାଇ

December 14, 2025

ସାଂସଦ ଅପରାଜିତା ଷଡଙ୍ଗୀଙ୍କ ଝିଅ ବାହାଘର ଭୋଜିରେ ଯୋଗ ଦେଲେ ନବୀନ ପଟ୍ଟନାୟକ

December 14, 2025

ୱାଙ୍ଖଡେରେ ଐତିହାସିକ ମୁହୂର୍ତ୍ତ: ଲିଓନେଲ ମେସିଙ୍କୁ ସ୍ୱତନ୍ତ୍ର ଉପହାର ଦେଲେ ସଚିନ ତେନ୍ଦୁଲକର

December 14, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.