Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ବ୍ରହ୍ମପୁର ଓ ପୁରୀ ମଧ୍ୟରେ ବିଶେଷ ପାସେଞ୍ଜର ଟ୍ରେନ, ଜାଣନ୍ତୁ ସମୟ
ରାଜ୍ୟ ଖବର

କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ବ୍ରହ୍ମପୁର ଓ ପୁରୀ ମଧ୍ୟରେ ବିଶେଷ ପାସେଞ୍ଜର ଟ୍ରେନ, ଜାଣନ୍ତୁ ସମୟ

November 4, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
କାର୍ତ୍ତିକ ପୂର୍ଣ୍ଣିମା
କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ବ୍ରହ୍ମପୁର ଓ ପୁରୀ ମଧ୍ୟରେ ବିଶେଷ ପାସେଞ୍ଜର ଟ୍ରେନ, ଜାଣନ୍ତୁ ସମୟ

ଭୁବନେଶ୍ବର: କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଯାତ୍ରୀମାନଙ୍କ ସୁବିଧା ପାଇଁ ପୂର୍ବତଟ ରେଳପଥ ଦ୍ୱାରା ବ୍ରହ୍ମପୁର ଓ ପୁରୀ ମଧ୍ୟରେ ବିଶେଷ ପାସେଞ୍ଜର ଟ୍ରେନ ଚଳାଚଳ କରାଯାଉଛି ।

(1) 08417 ବ୍ରହ୍ମପୁର–ପୁରୀ ପ୍ୟାସେଞ୍ଜର ବିଶେଷ ଟ୍ରେନ 04.11.2025 (ମଙ୍ଗଳବାର) ରାତି 8ଘ.35ମି.ରେ ବ୍ରହ୍ମପୁରରୁ ଛାଡି ମଧ୍ୟରାତ୍ରି ପରେ 01ଘ.30ମି.ରେ ପୁରୀ ଠାରେ ପହଞ୍ଚିବ ।

(2) 08418 ପୁରୀ–ବ୍ରହ୍ମପୁର ପ୍ୟାସେଞ୍ଜର ବିଶେଷ ଟ୍ରେନ 05.11.2025 ବୁଧବାର ଭୋର 03 ଘଟିକାରେ ପୁରୀରୁ ବ୍ରହ୍ମପୁର ଯାତ୍ରା କରିବ ।

(3) ଅନ୍ୟ ଏକ ବିଶେଷ ଟ୍ରେନ 08448 ପୁରୀ–ବ୍ରହ୍ମପୁର ପ୍ୟାସେଞ୍ଜର ବିଶେଷ ଟ୍ରେନ 06.11.2025 (ଗୁରୁବାର) ସକାଳ 05 ଘଟିକାରେ ପୁରୀରୁ ବ୍ରହ୍ମପୁର ଯାତ୍ରା କରିବ ।

ଏହି ବିଶେଷ ଟ୍ରେନଗୁଡିକ ଯାତ୍ରୀମାନଙ୍କୁ କାର୍ତ୍ତିକ ପୂର୍ଣ୍ଣିମା ଓ ହବିଶ୍ୟା ଉତ୍ସବ ସମୟରେ ସୁବିଧାଜନକ ଯାତ୍ରା ପାଇଁ ସହାୟକ ହେବ ।

Fortified Rice Kernel: APEDA Facilitates First Export  from Chhattisgarh to Costa Rica ( CLICK HERE TO READ)

ଇଷ୍ଟକୋଷ୍ଠ ରେଳୱେ କାର୍ତ୍ତିକ ପୂର୍ଣ୍ଣିମା
Share. Facebook Twitter LinkedIn Email WhatsApp Copy Link

Related Posts

Ganesh Puja 2026: ଆସନ୍ତାକାଲି ଗଣେଷ ପୂଜା, ପ୍ରଭୃଙ୍କ ପାଖରେ ଲାଗି କରନ୍ତୁ ଏହି ଭୋଗ

September 13, 2026

ନିମାପଡାରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଉପ ମୁଖ୍ୟମନ୍ତ୍ରୀ

September 13, 2026

ଚାଷୀଙ୍କ ପାଇଁ କ୍ରଣ୍ଟାକ୍ଟ ଫାର୍ମିଂ କେତେ ଲାଭଦାୟକ?: ଦାମଠାରୁ ଚୁକ୍ତିର ସର୍ତ୍ତ ଯାଏଁ ଜାଣନ୍ତୁ ସବୁକିଛି

September 13, 2026

ଭାପୁର ଓ ଖଣ୍ଡପଡ଼ାରେ ୭ଟି ରାସ୍ତା ଓ ସେତୁ ନିର୍ମାଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ପୂର୍ତ୍ତ ମନ୍ତ୍ରୀ

September 13, 2026
Latest News

Ganesh Puja 2026: ଆସନ୍ତାକାଲି ଗଣେଷ ପୂଜା, ପ୍ରଭୃଙ୍କ ପାଖରେ ଲାଗି କରନ୍ତୁ ଏହି ଭୋଗ

September 13, 2026

ନିମାପଡାରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଉପ ମୁଖ୍ୟମନ୍ତ୍ରୀ

September 13, 2026

ଚାଷୀଙ୍କ ପାଇଁ କ୍ରଣ୍ଟାକ୍ଟ ଫାର୍ମିଂ କେତେ ଲାଭଦାୟକ?: ଦାମଠାରୁ ଚୁକ୍ତିର ସର୍ତ୍ତ ଯାଏଁ ଜାଣନ୍ତୁ ସବୁକିଛି

September 13, 2026

ଭାପୁର ଓ ଖଣ୍ଡପଡ଼ାରେ ୭ଟି ରାସ୍ତା ଓ ସେତୁ ନିର୍ମାଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ପୂର୍ତ୍ତ ମନ୍ତ୍ରୀ

September 13, 2026

ଖୋର୍ଦ୍ଧାରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.