Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଏଥର ଅବକାରୀ ରାଜସ୍ୱ ଆଦାୟ ଲକ୍ଷ୍ୟ ୯୭୫୩ କୋଟି ଟଙ୍କା, ଗୃହରେ କହିଲେ ଅବକାରୀ ମନ୍ତ୍ରୀ
ରାଜ୍ୟ ଖବର

ଏଥର ଅବକାରୀ ରାଜସ୍ୱ ଆଦାୟ ଲକ୍ଷ୍ୟ ୯୭୫୩ କୋଟି ଟଙ୍କା, ଗୃହରେ କହିଲେ ଅବକାରୀ ମନ୍ତ୍ରୀ

November 29, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଏଥର ଅବକାରୀ ରାଜସ୍ୱ
ଏଥର ଅବକାରୀ ରାଜସ୍ୱ ଆଦାୟ ଲକ୍ଷ୍ୟ ୯୭୫୩ କୋଟି ଟଙ୍କା, ଗୃହରେ କହିଲେ ଅବକାରୀ ମନ୍ତ୍ରୀ

ଭୁବନେଶ୍ୱର: ଚଳିତ ଆର୍ଥିକ ବର୍ଷରେ ଅବାକରୀ ରାଜସ୍ୱ ବାବଦରେ ସରକାର ୯୭୫୩ କୋଟି ୬୨ଲକ୍ଷ ଟଙ୍କା ପାଇବାର ଲକ୍ଷ୍ୟ ରଖିଛନ୍ତି । ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ଏକ ପ୍ରଶ୍ନର ଉତ୍ତରରେ ଏହି ସୂଚନା ଦେଇଛନ୍ତି ଅବକାରୀ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ।

ମନ୍ତ୍ରୀ ତାଙ୍କ ଉତ୍ତରରେ ଦର୍ଶାଇଛନ୍ତି ଯେ ୨୦୨୦-୨୧ ବର୍ଷରେ ରାଜ୍ୟରେ ଅବକାରୀ ରାଜସ୍ୱ ବାଦରେ ୫୪୦୦ କୋଟି ୨୧ଲକ୍ଷ ଟଙ୍କା ଆଦାୟ ହୋଇଥିବାବେଳେ ୨୦୨୪-୨୫ ବର୍ଷରେ ଏହି ପରିମାଣ ୧୧,୪୨୯ କୋଟି ୭୪ଲକ୍ଷ ଟଙ୍କାକୁ ବୃଦ୍ଧି ପାଇଛି। ଚଳିତ ଆର୍ଥିକ ବର୍ଷରେ ସରକାର ଏ ବାବଦରୁ ୯୭୫୩ କୋଟି ୬୨ଲକ୍ଷ ଟଙ୍କା ପାଇବାର ଲକ୍ଷ୍ୟ ରଖିଛନ୍ତି।

ମନ୍ତ୍ରୀ ତାଙ୍କ ଉତ୍ତରର ଉଲ୍ଲେଖ କରିଛନ୍ତି ଯେ ଗତ ଆର୍ଥିକ ବର୍ଷରେ ଓଡିଶରେ ୮୪୦ ଲକ୍ଷ ବଲ୍କ ଲିଟର ଭାରତ ତିଆରି ବିଦେଶୀ ମଦ ବିକ୍ରି ହୋଇଥିବାବେଳେ ଏଥିରୁ ରାଜ୍ୟ ବାହାରୁ ପାଖପାଖି ୬୪ଲକ୍ଷ ଲିଟର ମଦ ଆମଦାନୀ ହୋଇଥିଲା।

ସେହିଭଳି ଗତ ବର୍ଷ ରାଜ୍ୟରେ ୧୬୭୮ ଲକ୍ଷ ବଲ୍କ ଲିଟର ବିୟର ବିକ୍ରି ହୋଇଥିବାବେଳେ ଏଥି ମଧ୍ୟରୁ ୨୪୬ ଲକ୍ଷ ବଲ୍କ ଲିଟର ରାଜ୍ୟ ବାହାରୁ ଆମଦାନୀ ହୋଇଥିଲା। ତେବେ ବିକ୍ରି ହେଉଥିବା ଦେଶୀ ମଦ ଓ ବାହାର ଭାଟି ମଦ ସବୁ ଓଡିଶାରେ ପ୍ରସ୍ତୁତ ହେଉଛି। ଗତ ଆର୍ଥିକ ବର୍ଷରେ ଓଡିଶରେ ୧୮୩ଲକ୍ଷ ଲିଟର ଦେଶୀମଦ ବିକ୍ରି ହୋଇଥିବାବେଳେ ୧୩୧୪ ଲକ୍ଷ ଲିଟର ବାହାରଭାଟି ମଦ ବିକ୍ରି ହୋଇଛି।

ଅବକାରୀ ରାଜସ୍ବ ବିଧାୟକ ଟଙ୍କଧର ତ୍ରିପାଠୀ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ
Share. Facebook Twitter LinkedIn Email WhatsApp Copy Link

Related Posts

ନୂଆ ବଜାରରେ ପ୍ରବେଶ କଲେ ଭଦ୍ରକ ଜିଲ୍ଲାର ବରକୋଳି ଚାଷୀ: ଆୟ ୨୫% କୁ ବୃଦ୍ଧି

January 10, 2026

ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ମିଳିଲା ମହାପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିରର ଅନ୍ତରିଣ ରିପୋର୍ଟ

January 10, 2026

୭୦ତମ “ଅତି ବିଶିଷ୍ଟ ରେଳ ସେବା ପୁରଷ୍କାର- ୨୦୨୫” ରେ ସମ୍ମାନିତ ହେଲେ ୧୦୦ କର୍ମଚାରୀ

January 9, 2026

ଓଡିଶା ଦକ୍ଷତା ପ୍ରତିଯୋଗିତାର ସମାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

January 9, 2026
Latest News

ନୂଆ ବଜାରରେ ପ୍ରବେଶ କଲେ ଭଦ୍ରକ ଜିଲ୍ଲାର ବରକୋଳି ଚାଷୀ: ଆୟ ୨୫% କୁ ବୃଦ୍ଧି

January 10, 2026

ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ମିଳିଲା ମହାପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିରର ଅନ୍ତରିଣ ରିପୋର୍ଟ

January 10, 2026

ଆଜି ଜାନୁୟାରୀ ୧୦ ତାରିଖ ଶନିବାରରେ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର

January 10, 2026

ଏନ୍ଏସଜିର ଜାତୀୟ ଆଇଇଡି ତଥ୍ୟ ପରିଚାଳନା ବ୍ୟବସ୍ଥାର ଉଦଘାଟନ କଲେ ଅମିତ ଶାହ

January 9, 2026

ଡିଜିଟାଲ୍‌ କ୍ରିଏଟରମାନଙ୍କୁ ସଶକ୍ତ କରିବା ଲାଗି ଡିଡି ନ୍ୟୁଜରେ ‘କ୍ରିଏଟର୍ସ କର୍ଣ୍ଣର୍‌’ର ଶୁଭାରମ୍ଭ

January 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.