Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ପୂର୍ବତଟ ରେଳପଥ ମହିଳା କଲ୍ୟାଣ ସଂଗଠନ ଖୋର୍ଦ୍ଧା ରେଳମଣ୍ଡଳ ପକ୍ଷରୁ ପୁରସ୍କାର ପ୍ରଦାନ ଉତ୍ସବ
ରାଜ୍ୟ ଖବର

ପୂର୍ବତଟ ରେଳପଥ ମହିଳା କଲ୍ୟାଣ ସଂଗଠନ ଖୋର୍ଦ୍ଧା ରେଳମଣ୍ଡଳ ପକ୍ଷରୁ ପୁରସ୍କାର ପ୍ରଦାନ ଉତ୍ସବ

December 1, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୂର୍ବତଟ ରେଳପଥ ମହିଳା କଲ୍ୟାଣ
ପୂର୍ବତଟ ରେଳପଥ ମହିଳା କଲ୍ୟାଣ ସଂଗଠନ ଖୋର୍ଦ୍ଧା ରେଳମଣ୍ଡଳ ପକ୍ଷରୁ ପୁରସ୍କାର ପ୍ରଦାନ ଉତ୍ସବ

ପୂର୍ବତଟ ରେଳପଥ ମହିଳା କଲ୍ୟାଣ: ଶିକ୍ଷାଗତ ଉତ୍କର୍ଷତାକୁ ସ୍ୱୀକୃତି ଦେଇ ଏବଂ ରେଳ ପରିବାର ମଧ୍ୟରେ ଯୁବ ଶିକ୍ଷାର୍ଥୀମାନଙ୍କୁ ଉତ୍ସାହିତ କରିବା କ୍ଷେତ୍ରରେ ପୂର୍ବତଟ ରେଳପଥ ମହିଳା କଲ୍ୟାଣ ସଂଗଠନ (ଇକୋରୋ / ECoRWWO), ଖୋର୍ଦ୍ଧା ରୋଡ୍ ରେଳମଣ୍ଡଳ ପକ୍ଷରୁ ଗତକାଲି ରେଳ କର୍ମଚାରୀଙ୍କ ମେଧାବୀ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଅଛି ।

ଏହି ଅବସରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ରେଳ କର୍ମଚାରୀଙ୍କ ପିଲାମାନଙ୍କୁ (ମୋଟ 135 ଜଣ) ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ମାନିତ କରାଯାଇଥିଲା । ଇକୋରୋ/ଖୋର୍ଦ୍ଧା ରୋଡ୍ ର ସଭାପତି ଶ୍ରୀମତୀ ଦିବ୍ୟା ତ୍ରିପାଠି, ଉପସଭାପତି ଶ୍ରୀମତୀ ଲୀନାଶ୍ରୀ ବେହେରା ଏବଂ ଇକୋରୋର ଅନ୍ୟାନ୍ୟ ସଦସ୍ୟଙ୍କ ଉପସ୍ଥିତିରେ ମନୋନୀତ ଛାତ୍ରଛାତ୍ରୀଙ୍କ କଠିନ ପରିଶ୍ରମ, ଉତ୍ସର୍ଗତା ଏବଂ ଶିକ୍ଷାଗତ ସଫଳତାକୁ ପ୍ରଶଂସା କରି ବ୍ୟକ୍ତିଗତ ଭାବରେ ଏହି ପୁରସ୍କାର ପ୍ରଦାନ କରିଥିଲେ । ଶ୍ରୀମତୀ ତ୍ରିପାଠୀ ପୁରସ୍କାରପ୍ରାପ୍ତ ଛାତ୍ରଛାତ୍ରୀମାନଙ୍କୁ ଉତ୍କର୍ଷତା ହାସଲ କରିବା ଏବଂ ସେମାନଙ୍କ ଶିକ୍ଷାଗତ ଯାତ୍ରାରେ ଉଚ୍ଚ ଆକାଂକ୍ଷା ସ୍ଥାପନ କରିବାକୁ ମଧ୍ୟ ପ୍ରେରଣା ଦେଇଥିଲେ ।

ଇକୋରୋ ଖୋର୍ଦ୍ଧା ରୋଡ୍ ର ଏହିପରି କଲ୍ୟାଣକାରୀ ପଦକ୍ଷେପ ଏବଂ ସ୍ୱୀକୃତି କାର୍ଯ୍ୟକ୍ରମ ମାଧ୍ୟମରେ ରେଳ ପରିବାରର ଶିକ୍ଷାଗତ ବିକାଶ ଏବଂ ସାମଗ୍ରିକ କଲ୍ୟାଣକୁ ସମର୍ଥନ କରିଆସୁଅଛି ଯାହା ଯୁବ ପ୍ରତିଭାକୁ ପ୍ରୋତ୍ସାହିତ କରିବା ପ୍ରତି ଏହାର ପ୍ରତିବଦ୍ଧତାକୁ ଆହୁରି ଦୃଢ଼ କରୁଛି ।

ଖୋର୍ଦ୍ଧା ରୋଡ୍ ରେଳମଣ୍ଡଳ ପୂର୍ବତଟ ରେଳପଥ ପୂର୍ବତଟ ରେଳପଥ ମହିଳା କଲ୍ୟାଣ
Share. Facebook Twitter LinkedIn Email WhatsApp Copy Link

Related Posts

ବ୍ୟକ୍ତି, ସମାଜ ଓ ଜାତିର ଭବିଷ୍ୟତ ଗଢ଼ିବାରେ ଶିକ୍ଷା ମୁଖ୍ୟ ଭୂମିକା ନିଭାଏ: ରାଜ୍ୟପାଳ

March 13, 2026

ଅବହେଳିତ ଅବସ୍ଥାରେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ: ସମନ୍ୱୟ ସମିତି

March 13, 2026

‘ସୋଆ ପ୍ରକ୍ସିମା ୨୦୨୬’ର ଉଦ୍‌ଘାଟନୀ ଉତ୍ସବରେ ଯୋଗ ଦେଲେ ସନ୍ଥ ଗୌର ଗୋପାଳ ଦାସ

March 13, 2026

ବଢୁଥିବା ନିଖୋଜ ବ୍ୟକ୍ତି ଘଟଣା ଉପରେ ଏନଏଚଆରସିର ଉଦବେଗ: ଓଡ଼ିଶା ସମେତ ୫ ରାଜ୍ୟକୁ ନୋଟିସ

March 13, 2026
Latest News

ବ୍ୟକ୍ତି, ସମାଜ ଓ ଜାତିର ଭବିଷ୍ୟତ ଗଢ଼ିବାରେ ଶିକ୍ଷା ମୁଖ୍ୟ ଭୂମିକା ନିଭାଏ: ରାଜ୍ୟପାଳ

March 13, 2026

ଅବହେଳିତ ଅବସ୍ଥାରେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ: ସମନ୍ୱୟ ସମିତି

March 13, 2026

୬ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ୧୯୧୩ କୋଟିର ଅତିରିକ୍ତ କେନ୍ଦ୍ରୀୟ ସହାୟତା ମଞ୍ଜୁର

March 13, 2026

ଯୁଦ୍ଧ ଯୋଗୁଁ ବିମାନ ଭଡ଼ା ବୃଦ୍ଧି କଲା ଇଣ୍ଡିଗୋ: ଆଜି ରାତି ୧୨ ଟା ପରେ ଲାଗୁ, ଜାଣନ୍ତୁ ନୂତନ ଦର

March 13, 2026

‘ସୋଆ ପ୍ରକ୍ସିମା ୨୦୨୬’ର ଉଦ୍‌ଘାଟନୀ ଉତ୍ସବରେ ଯୋଗ ଦେଲେ ସନ୍ଥ ଗୌର ଗୋପାଳ ଦାସ

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.