Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»Ayush Students Strike: ରାଜ୍ୟର ସରକାରୀ ଆୟୁଷ ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ଦିବାରାତ୍ର ଧାରଣା 
ରାଜ୍ୟ ଖବର

Ayush Students Strike: ରାଜ୍ୟର ସରକାରୀ ଆୟୁଷ ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ଦିବାରାତ୍ର ଧାରଣା 

December 2, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Ayush Students Strike:
Ayush Students Strike: ରାଜ୍ୟର ୭ଟି ସରକାରୀ ଆୟୁଷ ମହାବିଦ୍ୟାଳୟ ରେ ଦିବାରାତ୍ର ଧାରଣା 

Ayush Students Strike: ୮ ଦଫା ନ୍ୟାଜଦାବି ନେଇ ୧୯ଦିନ ଧରି ରାଜ୍ୟର ୭ଟି ସରକାରୀ ଆୟୁଷ ମହାବିଦ୍ୟାଳୟ ର ଛାତ୍ର ଛାତ୍ରୀ ପ୍ରତିବାଦ କରିବା ପରେ ଗତ ନଭେମ୍ବର୨୪ ତାରିଖ ଠାରୁ ସାତ ଦିନ ଧରି ରାଜ୍ୟର ସାତୋଟି ସରକାରୀ ଆୟୁଷ ମହାବିଦ୍ୟାଳୟ ର ଛାତ୍ରଛାତ୍ରୀ କଲେଜ ବନ୍ଦ କରି ଧାରଣା ରେ ବସିଥିବା ବେଳେ ଗତ ରବିବାର ସନ୍ଧ୍ୟା ୫ ଟାରୁ ଏହି ଧାରଣାକୁ ଦିବା ରାତ୍ର ବ୍ୟାପକ କରି ସନ୍ଧ୍ୟା ୫ଟାରୁ ଧାରଣା ଦେଇଛନ୍ତି। ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଙ୍କୁ ସ୍ମାରକପତ୍ର ପ୍ରେରଣ କରିଛନ୍ତି।

ପୁରୀସ୍ଥିତ ଗୋପବନ୍ଧୁ ଆୟୁବେଦ ମହାବିଦ୍ୟାଳୟ,ଗଂଜାମ ଜିଲ୍ଲାର ଅଙ୍କୁସପୁର ସ୍ଥିତ କବିରାଜ ଅନନ୍ତ ତ୍ରିପାଠୀ ଶର୍ମା ଆୟୁର୍ବେଦ ମହାବିଦ୍ୟାଳୟ,ବଲାଙ୍ଗୀର ସରକାରୀ ଆୟୁର୍ବେଦ ମହାବିଦ୍ୟାଳୟ,ଭୁବନେଶ୍ୱର ସ୍ଥିତ ଡା ଅଭିଣ୍ୟ ଚନ୍ଦ୍ର ହୋମିଓପ୍ୟାଥିକ ଭେଷଜ ମହାବିଦ୍ୟାଳୟ, ବ୍ରହ୍ମପୁର ସ୍ଥିତ ବିଜୁ ପଟ୍ଟନାୟକ ହୋମିଓପ୍ୟାଥିକ ଭେଷଜ ମହାବିଦ୍ୟାଳୟ, ସମ୍ବଲପୁର ସ୍ଥିତ ଓଡ଼ିଶା ମେଡ଼ିକାଲ କଲେଜ ଅଫ ହୋମିଓପ୍ୟାଥିକ ଆଣ୍ଡ ରିସର୍ଚ୍ଚ, ରାଉରକେଲା ସ୍ଥିତ ଉତ୍କଳମଣୀ ହୋମିଓପ୍ୟାଥିକ ଭେଷଜ ମହାବିଦ୍ୟାଳୟ ର ଶତାଧିକ ଛାତ୍ରଛାତ୍ରୀ ତୀବ୍ର ଅସନ୍ତୋଷ ଓ ଖୋଭ ର ସହିତ ଏହି ଅହର୍ନିସି ଧାରଣା ରେ କଲେଜ ଗେଟ ପାଖରେ ଆଜି ସନ୍ଧ୍ୟାରେ ବସିରହିଛନ୍ତି।

ଧାରଣା ଦେଇଥିବା ଛାତ୍ର ଛାତ୍ରୀ ମାନେ ସ୍ୱାସ୍ଥ୍ୟ ମନ୍ତ୍ରୀ ଡା ମୁକେଶ ମହାଲିଙ୍ଗ ଓ ପଦସ୍ତ ଅଧିକାରୀ ଙ୍କ ମନୋମୁଖୀ କାର୍ଯ୍ୟ କୁ ନାପସନ୍ଦ କରି ତୀବ୍ର ଅସନ୍ତୋଷ ବ୍ୟକ୍ତ କରିବା ସହ ସମାଲୋଚନା କରିଛନ୍ତି।

AYUSH Ayush Students Strike ଆୟୁଷ ଆୟୁଷ ଛାତ୍ରଛାତ୍ରୀଙ୍କ ଧାରଣା
Share. Facebook Twitter LinkedIn Email WhatsApp Copy Link

Related Posts

ସୁଜାତାଙ୍କୁ ବିଜେଡିରେ ସାମିଲ କରି ନବୀନ ପଟ୍ଟନାୟକ କହିଦେଲେ ଏକ ବଡ କଥା..

June 25, 2026

ବିଜେଡିରେ ସାମିଲ ହେଲେ ସୁଜାତା କାର୍ତ୍ତିକେୟନ ରାଉତ, ନବୀନ ଘୋଷଣା କରି କହିଲେ..

June 25, 2026

ଶଙ୍ଖ ଭବନରେ ବିଜେଡି ବୈଠକ, କିଛି ସମୟ ପରେ ସୁଜାତା ମିଶିବା ନେଇ ହେବ ଘୋଷଣା

June 25, 2026

ପାରଳାଖେମୁଣ୍ଡିରେ ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ଯୋଗଦେଲେେ ଆଇନ ମନ୍ତ୍ରୀ

June 25, 2026
Latest News

ଡାଇବେଟିସ ରୋଗୀଙ୍କ ପାଇଁ ଏହା ଏକ ବଡ ଔଷଧ, ନିୟମିତ ସେବନରେ ରକ୍ତ ଶର୍କରାକୁ କରେ ନିୟନ୍ତ୍ରଣ

June 25, 2026

‘ନାଗରିକତ୍ୱ ପ୍ରମାଣପତ୍ର ନୁହେଁ ପାସପୋର୍ଟ’: ସରକାରଙ୍କୁ ଟାର୍ଗେଟ କଲେ ରୋହିଣୀ ଆଚାର୍ଯ୍ୟ

June 25, 2026

ସୁଜାତାଙ୍କୁ ବିଜେଡିରେ ସାମିଲ କରି ନବୀନ ପଟ୍ଟନାୟକ କହିଦେଲେ ଏକ ବଡ କଥା..

June 25, 2026

ବିଜେଡିରେ ସାମିଲ ହେଲେ ସୁଜାତା କାର୍ତ୍ତିକେୟନ ରାଉତ, ନବୀନ ଘୋଷଣା କରି କହିଲେ..

June 25, 2026

ମୋଦି ସରକାରଙ୍କ ମନ୍ତ୍ରୀମଣ୍ଡଳ ବିସ୍ତାରକୁ ନେଇ ଚର୍ଚ୍ଚା: ଜାଣନ୍ତୁ କାହା ଉପରେ ଝୁଲୁଛି ଖଣ୍ଡା?

June 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.