Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଶିକ୍ଷକ ଓ ଅଧ୍ୟାପକଙ୍କ ଦାବୀ ପୂରଣ ପାଇଁ ସରକାର ଗଠନ କଲେ ଏକ କମିଟ, ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
ରାଜ୍ୟ ଖବର

ଶିକ୍ଷକ ଓ ଅଧ୍ୟାପକଙ୍କ ଦାବୀ ପୂରଣ ପାଇଁ ସରକାର ଗଠନ କଲେ ଏକ କମିଟ, ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

December 3, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଶିକ୍ଷକ ଓ ଅଧ୍ୟାପକଙ୍କ ଦାବୀ
ଶିକ୍ଷକ ଓ ଅଧ୍ୟାପକଙ୍କ ଦାବୀ ପୂରଣ ପାଇଁ ସରକାର ଗଠନ କଲେ ଏକ କମିଟ, ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ବର: ରାଜ୍ୟରେ ଶିକ୍ଷକ ଏବଂ ଅଧ୍ୟାପକଙ୍କ ବିଭିନ୍ନ ଦାବୀ କରିବାରେ ଲାଗିଛନ୍ତି। ସେହି ଦାବୀ ଉପରେ ଅନୁଧ୍ୟାନ କରିବା ପାଇଁ ରାଜ୍ୟ ସରକାର ଗଠନ କଲେ ଏକ କମିଟ। ଯାହାର ଅଧ୍ୟକ୍ଷ ଅଛନ୍ତି ପୂର୍ବତ୍ତନ ଆଇଏଏସ ଅଶୋକ ତ୍ରିପାଠୀ। ଏ ନେଇ ଆଜି ବିଧାନସଭାରେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

ମୁଖ୍ୟମନ୍ତ୍ରୀ ଗୃହକୁ କହିଥିଲେ ଯେ, ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚ ଶିକ୍ଷା ବିଭାଗ ଅଧିନରେ ବିଭିନ୍ନ ପ୍ରକାର ସରକାରୀ ଏବଂ ଅନୁଦାନପ୍ରାପ୍ତ ଓ ଅଣ- ଅନୁଦାନପ୍ରାପ୍ତ ବେସରକାରୀ ଶିକ୍ଷାନୁଷ୍ଠାନ ରହିଅଛି । ଏହି ଶିକ୍ଷାନୁଷ୍ଠାନ ଗୁଡିକର ବିଭିନ୍ନ ଶିକ୍ଷକ / ଅଧ୍ୟାପକ ଏବଂ କର୍ମଚାରୀ ସଂଘ ସେମାନଙ୍କର ବିଭିନ୍ନ ପ୍ରକାରର ଦାବୀ ସରକାରଙ୍କ ନିକଟରେ ଉପସ୍ଥାପନ କରିଆସୁଛନ୍ତି । ସେମାନଙ୍କର ଏହି ଦାବୀ ଉପରେ ବିଭିନ୍ନ ସମୟରେ ଆଲୋଚନା ମଧ୍ୟ କରାଯାଇଅଛି ।

ଏହାକୁ ରାଜ୍ୟ ସରକାର ଗୁରୁତ୍ଵର ସହ ବିଚାର କରି ଶିକ୍ଷକ/ ଅଧ୍ୟାପକ ଏବଂ କର୍ମଚାରୀମାନଙ୍କର ଦାବୀ ସମୂହର ଅନୁଶୀଳନ ନିମନ୍ତେ ଶ୍ରୀ ଅଶୋକ କୁମାର ତ୍ରିପାଠୀ, ଭାରତୀୟ ପ୍ରଶାସନିକ ସେବା (ଅବସର ପ୍ରାପ୍ତ) ଙ୍କ ଅଧ୍ଯକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଉକ୍ତ କମିଟି ୬ ମାସ ମଧ୍ୟରେ ରାଜ୍ୟ ସରକାରଙ୍କୁ ରିପୋର୍ଟ ପ୍ରଦାନ କରିବେ।

ଅଶୋକ ତ୍ରିପାଠୀ ମୋହନ ମାଝୀ ଶିକ୍ଷକ ଓ ଅଧ୍ୟାପକଙ୍କ ଦାବୀ
Share. Facebook Twitter LinkedIn Email WhatsApp Copy Link

Related Posts

୯ ଜୁଲାଇରେ ଖୋଲିବ ହୀରାକୁଦ ଡ୍ୟାମର ପ୍ରଥମ ଗେଟ

July 7, 2026

ରଥଯାତ୍ରା କର୍ଡନ ପାସକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ: ନିୟମ ବାହାରେ ଜାରି ହେବନି ଗୋଟିଏ ବି ପାସ

July 7, 2026

ବୈତରଣୀରେ ବଢୁଛି ଜଳସ୍ତର: ଛୋଟ ବନ୍ୟା ଆଶଙ୍କା; ବଡ଼ ବନ୍ୟା ସମ୍ଭାବନା ନାହିଁ

July 7, 2026

ସରକାରୀ ଅନୁମୋଦନ ବିନା ଅତିଥି ଶିକ୍ଷକ ନିଯୁକ୍ତି ବିଜ୍ଞପ୍ତି: ଯାଜପୁର ଡିଇଓଙ୍କୁ କାରଣ ଦର୍ଶାଅ ନୋଟିସ

July 6, 2026
Latest News

ବିସ୍ତୃତ ରାଶିଫଳ: ଜୁଲାଇ ୭ ତାରିଖ ମଙ୍ଗଳବାରରେ ଏହି ସାତୋଟି ରାଶିର ଲୋକେ ହୁଅନ୍ତୁ ସାବଧାନ

July 7, 2026

ବାରୁଇପୁର ଗଣଦୁଷ୍କର୍ମ ହତ୍ୟା ମାମଲା: ପୋଷ୍ଟମର୍ଟମରେ ସାମ୍ନାକୁ ଆସିଲା ସତ୍ୟ

July 7, 2026

୯ ଜୁଲାଇରେ ଖୋଲିବ ହୀରାକୁଦ ଡ୍ୟାମର ପ୍ରଥମ ଗେଟ

July 7, 2026

ରଥଯାତ୍ରା କର୍ଡନ ପାସକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ: ନିୟମ ବାହାରେ ଜାରି ହେବନି ଗୋଟିଏ ବି ପାସ

July 7, 2026

ବୈତରଣୀରେ ବଢୁଛି ଜଳସ୍ତର: ଛୋଟ ବନ୍ୟା ଆଶଙ୍କା; ବଡ଼ ବନ୍ୟା ସମ୍ଭାବନା ନାହିଁ

July 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.