Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ବୋମା ଆତଙ୍କରେ ସମ୍ବଲପୁର, କଟକ ଓ ଦେବଗଡ, ବିଭାଗୀୟ ମୁଖ୍ୟମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ରାଜ୍ୟ ଖବର

ବୋମା ଆତଙ୍କରେ ସମ୍ବଲପୁର, କଟକ ଓ ଦେବଗଡ, ବିଭାଗୀୟ ମୁଖ୍ୟମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

January 8, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ବୋମା ଆତଙ୍କ
ସମ୍ବଲପୁର, କଟକ ଓ ଦେବଗଡରେ ବୋମା ଭୟ, ବିଭାଗୀୟ ମୁଖ୍ୟମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ସମ୍ବଲପୁର, କଟକ ଓ ଦେବଗଡ ଆଦି ବିଭିନ୍ନ ସ୍ଥାନର ଜିଲ୍ଲାସ୍ତରୀୟ କୋର୍ଟକୁ ବୋମା ଧମକ ଆସିଥିବାର ଖବରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଉଦ୍‌ବେଗ ପ୍ରକାଶ କରିବା ସହିତ ଘଟଣାର ତଦନ୍ତ କରି ଏହାର ସତ୍ୟାସତ୍ୟ ଅନୁସନ୍ଧାନ କରିବାକୁ ଉଚ୍ଚପଦସ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟ ଶାସନ ସଚିବ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏବଂ ପୋଲିସ ମହାନିର୍ଦ୍ଦେଶକଙ୍କ ସହିତ ଆଲୋଚନା କରି ମୁଖ୍ୟମନ୍ତ୍ରୀ ପରିସ୍ଥିତି ଉପରେ ନଜର ରଖିବାକୁ ପରାମର୍ଶ ଦେବା ସହିତ ଏଥିରେ ସମ୍ପୃକ୍ତ ଅପରାଧୀମାନଙ୍କୁ ତୁରନ୍ତ ଖୋଜି ବାହାର କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସାଧାରଣ ଲୋକଙ୍କ ଧନଜୀବନର ସୁରକ୍ଷା କ୍ଷେତ୍ରରେ କୌଣସି କୋହଳ ମନୋଭାବ ପୋଷଣ କରାଯାଇ ପାରିବ ନାହିଁ। ଏହି ଘଟଣାକୁ ଅତ୍ୟନ୍ତ ଗମ୍ଭୀରତାର ସହ ନେଇ ତଦନ୍ତ କରିବା ସହିତ ସମ୍ପୃକ୍ତ ସ୍ଥାନ ମାନଙ୍କୁ ଅଧିକାରୀମାନଙ୍କୁ ପଠାଇ ଏସମ୍ପର୍କରେ ସବିଶେଷ ତଥ୍ୟ ସଂଗ୍ରହ କରି ଏଭଳି ଘଟଣାର ମୂଳ ଉଦ୍ଦେଶ୍ୟକୁ ଜାଣିବା ଅତ୍ୟନ୍ତ ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଆଜି ସଂନ୍ଧ୍ୟାରେ ଏ ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ ଏହି ଘଟଣାର ସମ୍ପୂର୍ଣ୍ଣ ସମୀକ୍ଷା କରିବେ।

କୋର୍ଟ ବୋମା ଆତଙ୍କ ମୋହନ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ବେଆଇନ ମହଜୁଦକାରୀ ଏବଂ କଳାବଜାର ରୋକିବା ପାଇଁ ରାଜ୍ୟ ସରକାରଙ୍କ କାର୍ଯ୍ୟାନୁଷ୍ଠାନ

March 17, 2026

କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର: ଗିରିଜା ବଳିୟାରସିଂହ ମନୋନିତ

March 17, 2026

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026
Latest News

ବେଆଇନ ମହଜୁଦକାରୀ ଏବଂ କଳାବଜାର ରୋକିବା ପାଇଁ ରାଜ୍ୟ ସରକାରଙ୍କ କାର୍ଯ୍ୟାନୁଷ୍ଠାନ

March 17, 2026

ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

March 17, 2026

କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର: ଗିରିଜା ବଳିୟାରସିଂହ ମନୋନିତ

March 17, 2026

ଆଜି ୧୭ ତାରିଖ ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିମାନେ ସବୁକ୍ଷେତ୍ରରେ ହେବେ ସଫଳତା, ଜାଣନ୍ତୁ ରାଶିଫଳ

March 17, 2026

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.