Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଭୁବନେଶ୍ବରରେ ପହଞ୍ଚିଲେ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ
ରାଜ୍ୟ ଖବର

ଭୁବନେଶ୍ବରରେ ପହଞ୍ଚିଲେ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ

January 23, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ
ଭୁବନେଶ୍ବରରେ ପହଞ୍ଚିଲେ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ

ଭୁବନେଶ୍ବର: ଆଜି ନେତାଜୀ ଜୟନ୍ତିରେ ଯୋଗ ଦେବା ପାଇଁ ଭୁବନେଶ୍ବରରେ ପହଞ୍ଚିଛନ୍ତି ଉପରାଷ୍ଟ୍ରପତି ସି ପି ରାଧାକ୍ରିଷ୍ଣନ। ନିର୍ଦ୍ଧାରିତ ସମୟର ବହୁପୂର୍ବରୁ ସେ ଭୁବନେଶ୍ବର ବିମାନ ବନ୍ଦରରେ ଏକ ସ୍ବତନ୍ତ୍ର ବିମାନରେ ପହଞ୍ଚିଛନ୍ତି। ତାଙ୍କୁ ବିମାନ ବନ୍ଦରରେ ରାଜ୍ୟପାଳ ହରିବାବୁ କୁମ୍ଭମପତି, ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରମୁଖ ତାଙ୍କୁ ସ୍ବାଗତ କରିଛନ୍ତି।

ଆଜି କଟକରେ ଆୟୋଜିକ ନେତାଜୀ ସୁଭାଷ ବୋଷଙ୍କ ଜୟନ୍ତି ତଥା ପରାକ୍ରମ ଦିବସରେ ଯୋଗଦେବେ। ସେ ପ୍ରଥମେ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ପରେ ନେତାଜୀ ସଂଗ୍ରାହଳୟ ପରିଦର୍ଶନ କରିବେ।

ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ ନେତାଜୀ ଜୟନ୍ତି ପରାକ୍ରମ ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷାରେ ଡିଏଭି ପୋଖରୀପୁଟର ସଫଳତା

May 13, 2026

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା, ୩୮ ନବ ଦମ୍ପତିଙ୍କୁ ଆଶୀର୍ବାଦ କଲେ ଉପମୁଖ୍ୟମନ୍ତ୍ରୀ

May 13, 2026

ଖୁବ୍ ଶୀଘ୍ର ଚାଲିବ ନୂଆ ପୁରୀ-କୋରାପୁଟ ଏକ୍ସପ୍ରେସ, ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

May 13, 2026

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନେଲେ ବଡ ନିଷ୍ପତି, କାରକେଡ୍ ଗାଡି ସଂଖ୍ୟା କଲେ ହ୍ରାସ

May 13, 2026
Latest News

ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷାରେ ଡିଏଭି ପୋଖରୀପୁଟର ସଫଳତା

May 13, 2026

ଭୁବନେଶ୍ବରରେ ହେବ ‘କଲରାପତ୍ରିଆ ବାଘ ସଂରକ୍ଷଣ’ ଶୀର୍ଷକ କାର୍ଯ୍ୟକ୍ରମ

May 13, 2026

ପୁଣି ମଣିପୁର ଅଶାନ୍ତ : ଗଡିଲା ମୁଣ୍ଡ

May 13, 2026

କିଏ ହେବ କେରଳର ମୁଖ୍ୟମନ୍ତ୍ରୀ ? ନିର୍ବାଚନ ଫଳାଫଳ ଘୋଷଣା ହେବାର ୧୦ ଦିନ ପରେ ବି ଚୟନ ହୋଇପାରୁନି

May 13, 2026

CBI ନିର୍ଦ୍ଦେଶକ ପ୍ରବୀଣ ସୁଦଙ୍କ କାର୍ଯ୍ୟକାଳ ବୃଦ୍ଧି

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.