Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଆଜି ନଵନିର୍ମାଣ କୃଷକ ସଂଗଠନ ପକ୍ଷରୁ ଓଡିଶା ବନ୍ଦ ଡାକରା
ରାଜ୍ୟ ଖବର

ଆଜି ନଵନିର୍ମାଣ କୃଷକ ସଂଗଠନ ପକ୍ଷରୁ ଓଡିଶା ବନ୍ଦ ଡାକରା

January 28, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡିଶା ବନ୍ଦ ଡାକରା
ଆଜି ନଵନିର୍ମାଣ କୃଷକ ସଂଗଠନ ପକ୍ଷରୁ ଓଡିଶା ବନ୍ଦ ଡାକରା

ଭୁବନେଶ୍ବର: ଆଜି ନଵନିର୍ମାଣ କୃଷକ ସଂଗଠନ ଦ୍ୱାରା ଓଡିଶା ବନ୍ଦ ଡାକରା ଦିଆଯାଇଛି। ରାଜ୍ୟଵ୍ୟାପୀ ଧାନ କିଣାରେ ଅବ୍ୟବସ୍ଥାକୁ ନେଇ ନଵନିର୍ମାଣ କୃଷକ ସଂଗଠନ ପକ୍ଷରୁ ଓଡିଶା ବନ୍ଦ ଡାକରା ଦିଆ ଯାଇଛି। ତେବେ ଏହି ବନ୍ଦ ଡାକରାକୁ ଓଡିଶା ପ୍ରଦେଶ କଂଗ୍ରେସ କମିଟି ସମର୍ଥନ କରିଛି। ଏନେଇ ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଥିବା ବେଳେ ସେ କହିଛନ୍ତି ଯେ, ରାଜ୍ୟଵ୍ୟାପୀ ଧାନ କିଣାରେ ଅବ୍ୟବସ୍ଥା, ଯାନବାହନର ପ୍ରଦୂଷଣ ସାର୍ଟିଫିକେଟ ଆଳରେ ମାତ୍ରାଧିକ ତଣ୍ଡ ଆଦାୟ, ବିଜୁଳି ଟାରିଫକୁ ନେଇ ରାଜ୍ୟରେ ସରକାର, ଓଇଆରସି ଓ ଟାଟା ପାୱାରର ମନମାନି ତଥା ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାର ଉଚ୍ଛେଦ ବିରୋଧରେ କଂଗ୍ରେସ ପକ୍ଷରୁ ସାରା ରାଜ୍ୟରେ ଆନ୍ଦୋଳନ ହୋଇ ଆସୁଅଛି।

ଏହି ପରିପ୍ରେକ୍ଷୀରେ ଜନସାଧାରଣଙ୍କ ସମସ୍ୟା ସମ୍ବଳିତ ଉପରୋକ୍ତ ସମସ୍ୟା ଗୁଡିକୁ ନେଇ ନଵନିର୍ମାଣ କୃଷକ ସଂଗଠନ ପକ୍ଷରୁ ଓଡିଶା ବନ୍ଦ ଡାକରା ଦିଆ ଯାଇଥିବାରୁ ଓଡିଶା ପ୍ରଦେଶ କଂଗ୍ରେସ କମିଟି ଏହାକୁ ସମର୍ଥନ କରିବା ପାଇଁ ନିଷ୍ପତ୍ତି ନେଇଥିବା ଶ୍ରୀ ଦାସ କହିଛନ୍ତି।

ଓଡିଶା ବନ୍ଦ କଂଗ୍ରେସ ଧାନ କିଣାରେ ଅବ୍ୟବସ୍ଥା ନଵନିର୍ମାଣ କୃଷକ ସଂଗଠନ
Share. Facebook Twitter LinkedIn Email WhatsApp Copy Link

Related Posts

ବର୍ଷା ଦିନିଆ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026
Latest News

ବ୍ରିଟିଶ ପ୍ରଧାନମନ୍ତ୍ରୀ କୀର ଷ୍ଟାରମରଙ୍କ ଇସ୍ତଫା: ଜାଣନ୍ତୁ ଏବେ କିଏ ହେବେ ନୂତନ ପ୍ରଧାନମନ୍ତ୍ରୀ

June 22, 2026

ବର୍ଷା ଦିନିଆ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

June 22, 2026

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.