Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»Road Accident: ଝାରସୁଗୁଡାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ୫ ପୋଲିସ ମୃତ, ୩ ଜଣ ଗୁରୁତର
ରାଜ୍ୟ ଖବର

Road Accident: ଝାରସୁଗୁଡାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ୫ ପୋଲିସ ମୃତ, ୩ ଜଣ ଗୁରୁତର

February 22, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Road Accident
Road Accident: ଝାରସୁଗୁଡାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ୫ ପୋଲିସ ମୃତ, ୩ ଜଣ ଗୁରୁତର

Road Accident: ଆଜି ଝାରସୁଗୁଡାଠାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଯାଇଛି। ଏଥିରେ ୫ ଜଣ ପୁଲିସ କର୍ମଚାରୀଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇପଡିଛନ୍ତି। ଆହତଙ୍କୁ ଝାରସୁଗୁଡା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଘଟଣାରୁ ଜଣାପଡିଛି ଯେ, ଆଜି ଭୋରରୁ ଝାରସୁଗୁଡା ସଦର ଥାନା ନିକଟରେ ପୋଲିସ ଭ୍ୟାନ ସହିତ ଏକ ଟ୍ରଲର ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ଦୁର୍ଘଟଣା ଏତେ ଜୋରରେ ହୋଇଥିଲା ଯେ, ସ୍ଥାନୀୟ ଲୋକେ ଭୟଭୀତ ହୋଇପଡିଥିଲେ। ଟ୍ରଲର ଧକ୍କାରେ ପୋଲିସ ଗାଡିଟି ସଂପୂର୍ଣ୍ଣ ଭାଙ୍ଗିରୁଜି ଯାଇଛି। ଏଥିରେ ପାଞ୍ଚ ଜଣ ପୋଲିସ ଘଟଣା ସ୍ଥଳରେ ମୃତ୍ୟବରଣ କରିଛନ୍ତି।

jharsuguda road accident ଝାରସୁଗୁଡା ଦୁର୍ଘଟଣା ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ମାତ୍ର ୨୦ ମିନିଟ୍ ଚାଲିଲା ଅଭିଷେକ ଶର୍ମାଙ୍କ ଅଭ୍ୟାସ: ଗମ୍ଭୀର ଏବଂ ସୂର୍ଯ୍ୟଙ୍କ ବଢିଲା ଚିନ୍ତା

February 22, 2026

ଭାରତ ବିରୁଦ୍ଧରେ ଆତଙ୍କବାଦୀ ଷଡ଼ଯନ୍ତ୍ର?: ତାମିଲନାଡୁରୁ ଛଅ ସନ୍ଦିଗ୍ଧଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ

February 22, 2026

ଥାଇଲାଣ୍ଡରେ ଫସିଥିବା ୬ ଓଡ଼ିଆ ଯୁବକଙ୍କ ମଧ୍ୟରୁ ୪ ଫେରିଲେ ଓଡ଼ିଶା

February 22, 2026

ଓଡ଼ିଆ ଭାଷାର ବ୍ୟବହାର ପାଇଁ ସରକାରୀ ଅଧିକାରୀମାନଙ୍କ ପାଇଁ ପ୍ରଶିକ୍ଷଣ ଶିବିର

February 22, 2026
Latest News

Road Accident: ଝାରସୁଗୁଡାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ୫ ପୋଲିସ ମୃତ, ୩ ଜଣ ଗୁରୁତର

February 22, 2026

ମାତ୍ର ୨୦ ମିନିଟ୍ ଚାଲିଲା ଅଭିଷେକ ଶର୍ମାଙ୍କ ଅଭ୍ୟାସ: ଗମ୍ଭୀର ଏବଂ ସୂର୍ଯ୍ୟଙ୍କ ବଢିଲା ଚିନ୍ତା

February 22, 2026

ଭାରତ ବିରୁଦ୍ଧରେ ଆତଙ୍କବାଦୀ ଷଡ଼ଯନ୍ତ୍ର?: ତାମିଲନାଡୁରୁ ଛଅ ସନ୍ଦିଗ୍ଧଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ

February 22, 2026

ଆଜି ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚରେ ବାଧା ଦେବ ବର୍ଷା?: ଜାଣନ୍ତୁ ପାଣିପାଗ ଅପଡେଟ୍‌

February 22, 2026

ଥାଇଲାଣ୍ଡରେ ଫସିଥିବା ୬ ଓଡ଼ିଆ ଯୁବକଙ୍କ ମଧ୍ୟରୁ ୪ ଫେରିଲେ ଓଡ଼ିଶା

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.