Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଆନ୍ତର୍ଜାତୀୟ ମହିଳା ଦିବସ: ଏବେ ବି ଓଡିଶାରେ ମହିଳାମାନେ ସେହି ସ୍ଥାନକୁ ଛୁଇଁବାରେ ବାକି ଅଛି
ରାଜ୍ୟ ଖବର

ଆନ୍ତର୍ଜାତୀୟ ମହିଳା ଦିବସ: ଏବେ ବି ଓଡିଶାରେ ମହିଳାମାନେ ସେହି ସ୍ଥାନକୁ ଛୁଇଁବାରେ ବାକି ଅଛି

March 8, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ନନ୍ଦିନୀ ଶତପଥି
ଆନ୍ତର୍ଜାତୀୟ ମହିଳା ଦିବସ: ଏବେ ବି ଓଡିଶାରେ ମହିଳାମାନେ ସେହି ସ୍ଥାନକୁ ଛୁଇଁବାରେ ବାକି ଅଛି

ଭୁବନେଶ୍ବର: ଓଡିଶା ସ୍ବତନ୍ତ୍ର ପ୍ରଦେଶ ଗଠନ ହେବାର ୯୦ ବର୍ଷରେ ପଦାର୍ପଣ କଲାଣି। ହେଲେ ଏ ପର୍ଯ୍ୟନ୍ତ ନାରୀମାନେ ଯେପରି ଉପରକୁ ଯିବା କଥା ସେହିପରି ସ୍ଥିତି ସୃଷ୍ଟି ହୋଇ ନାହିଁ। ଏହିପରି କେତୋଟି ପ୍ରସଂଗ ଆମେ ଉପସ୍ଥାପିତ କରୁଛୁ ଯାହା ନାରୀମାନେ ସେହିପରି ସ୍ଥିତିକୁ ଉଠି ପାରି ନାହାଁନ୍ତି।

  • ୧୯୩୬ ରୁ ୨୦୨୬, ୯୦ ବର୍ଷର ଓଡିଶା ରାଜ୍ୟରେ ମାତ୍ର ଜଣେ ମହିଳା ମୁଖ୍ୟମନ୍ତ୍ରୀ ହେବାର ସୁଯୋଗ ପାଇଛନ୍ତି। ୧୪/୬/୧୯୭୨ ରୁ ୩/୩/୧୯୭୩ ଓ ୬/୩/୭୪ ରୁ ୧୬/୧୨/୭୬, ପାଖାପାଖି ତିନି ବର୍ଷ ଓଡିଶା ମୁଖ୍ୟମନ୍ତ୍ରୀ ଭାବେ ନନ୍ଦିନୀ ଶତପଥି ଦାୟିତ୍ଵ ତୁଲାଇଥିଲେ। ସେ ଥିଲେ ଓଡିଶାର ପ୍ରଥମ ଓ ଅନ୍ତିମ ମହିଳା ମୁଖ୍ୟମନ୍ତ୍ରୀ।
  • ଓଡିଶାରେ ଜଣେ ବି ମହିଳା ରାଜ୍ୟପାଳ ଆଜିଯାଏଁ ନିଯୁକ୍ତି ପାଇନାହାନ୍ତି।
  • ମନ୍ତ୍ରୀମଣ୍ଡଳର ତିନି ପ୍ରମୁଖ ବିଭାଗ- ଅର୍ଥ, ଗୃହ ଓ ରାଜସ୍ୱ ବିଭାଗ ଦାୟିତ୍ଵ କେବେ ବି କୌଣସି ମହିଳାଙ୍କ ହାତକୁ ଯାଇନାହିଁ।
  • ଓଡିଶା ବିଧାନସଭାର ବାଚସ୍ପତି ପଦରେ ଆଜି ପର୍ଯ୍ୟନ୍ତ କୌଣସି ମହିଳା ନିର୍ବାଚିତ ହୋଇ ନାହାନ୍ତି।
  • ବିଧାନସଭାର ବିରୋଧୀ ଦଳ ନେତା ଭାବେ ଆଜିଯାଏ ଜଣେ ବି ମହିଳାଙ୍କୁ ଦାୟିତ୍ଵ ମିଳିନାହିଁ।
  • ରାଜ୍ୟର ମୁଖ୍ୟ ଶାସନ ସଚିବ ବା ପୋଲିସ ମହାନିର୍ଦ୍ଦେଶକ ପଦରେ କୌଣସି ମହିଳା ଆଜି ଯାଏଁ ଅବସ୍ଥାପିତ ହୋଇ ନାହାନ୍ତି।
  • ଓଡିଶା ହାଇକୋର୍ଟରେ କେହି ବି ମହିଳା ମୁଖ୍ୟ ବିଚାରପତି ଏ ଯାବତ ସ୍ଥାୟୀ ନିଯୁକ୍ତି ପାଇନହାନ୍ତି। ପ୍ରଥମଥର ଲାଗି ବର୍ତ୍ତମାନ ଜଷ୍ଟିସ ସଞ୍ଜୁ ପଣ୍ଡା ଓଡିଶା ହାଇକୋର୍ଟର କାମଚଳା ମୁଖ୍ୟ ବିଚାରପତି ଦାୟିତ୍ବରେ ରହିଛନ୍ତି।
  • ଓଡିଶା ବିଧାନସଭାର ଇତିହାସରେ କେବେହେଲେ ମହିଳା ପ୍ରତିନିଧିଙ୍କ ସଂଖ୍ୟା ୧୫% ରୁ ଅଧିକ ହୋଇନାହିଁ।
  • ଚଳିତ ବିଧାନସଭାରେ ମାତ୍ର ୧୫ ଜଣ ମହିଳା ବିଧାୟକ ରହିଛନ୍ତି।
  • ଲୋକସଭାରେ ମହିଳାଙ୍କୁ ୩୩% ସଂରକ୍ଷଣ ନୀତିକୁ ସମର୍ଥନ କରି ଓଡିଶାର ବିଜୁ ଜନତା ଦଳ ୨୧ ଲୋକସଭା ଆସନରୁ ୮ ଟିରେ ମହିଳାଙ୍କୁ ଟିକଟ ଦେଇଥିଲା। ପ୍ରଥମଥର ଲାଗି ଓଡିଶାରୁ ୭ ଜଣ ମହିଳା ଲୋକସଭା ସଦସ୍ୟ ନିର୍ବାଚିତ ହୋଇଛନ୍ତି। ତେବେ ବିଧାନସଭାରେ ଏହି ନିୟମ ବିଲକୁଲ ଲାଗୁ ହୋଇନାହିଁ।
  • ଆଜିର ଓଡିଶା ମନ୍ତ୍ରୀମଣ୍ଡଳରେ ମାତ୍ର ଦୁଇଜଣ ମହିଳା ମନ୍ତ୍ରୀ ରହିଛନ୍ତି।
Share. Facebook Twitter LinkedIn Email WhatsApp Copy Link

Related Posts

ରେଢ଼ାଖୋଲ ପୋଲିସ ଦ୍ୱାରା ଗଞ୍ଜେଇ ଜବତ: ବାଇକ୍ ସହ ଚୋରା ଚାଲାଣକାରୀ ଗିରଫ

May 28, 2026

ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

May 28, 2026

ସରକାରୀ ବିଦ୍ୟାଳୟରେ ଖାଲିପଡ଼ିଥିବା ପ୍ରଧାନଶିକ୍ଷକ ପଦବୀ ତୁରନ୍ତ ପୂରଣ ହେଉ: ଓଷ୍ଟା

May 28, 2026

ସିବିଏସଇ ଅନ୍-ସ୍କ୍ରିନ୍ ମାର୍କିଂ ବିବାଦ: ତୀବ୍ର ହେଲା ରାହୁଲ ଗାନ୍ଧୀ ଏବଂ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାକ୍ ଯୁଦ୍ଧ 

May 28, 2026
Latest News

ମହାରାଷ୍ଟ୍ର ବିଧାନ ପରିଷଦ ନିର୍ବାଚନକୁ ନେଇ ଦ୍ୱନ୍ଦ୍ୱରେ ଫସିଛି ମହାଯୁତି !

May 28, 2026

ରେଢ଼ାଖୋଲ ପୋଲିସ ଦ୍ୱାରା ଗଞ୍ଜେଇ ଜବତ: ବାଇକ୍ ସହ ଚୋରା ଚାଲାଣକାରୀ ଗିରଫ

May 28, 2026

ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

May 28, 2026

ସରକାରୀ ବିଦ୍ୟାଳୟରେ ଖାଲିପଡ଼ିଥିବା ପ୍ରଧାନଶିକ୍ଷକ ପଦବୀ ତୁରନ୍ତ ପୂରଣ ହେଉ: ଓଷ୍ଟା

May 28, 2026

ଏଆଇ ପାଠ୍ୟକ୍ରମର ପୁନର୍ଗଠନ ଉପରେ ଶିଳ୍ପଜଗତ ସହ ଉଚ୍ଚସ୍ତରୀୟ ବୈଠକ କଲେ କେନ୍ଦ୍ରମନ୍ତ୍ରୀ

May 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.