Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଚୁକ୍ତିଭିତ୍ତିକ ସ୍କିମାଟିକ୍ କନିଷ୍ଠ ଶିକ୍ଷକମାନଙ୍କୁ କଲେ ନିୟମିତ
ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଚୁକ୍ତିଭିତ୍ତିକ ସ୍କିମାଟିକ୍ କନିଷ୍ଠ ଶିକ୍ଷକମାନଙ୍କୁ କଲେ ନିୟମିତ

March 20, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି
ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଚୁକ୍ତିଭିତ୍ତିକ ସ୍କିମାଟିକ୍ ଜୁନିୟର ଟିଚରମାନଙ୍କୁ କଲେ ନିୟମିତ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ଚୁକ୍ତିଭିତ୍ତିକ ଭାବେ କାମ କରୁଥିବା ସ୍କିମାଟିକ୍ କନିଷ୍ଠ ଶିକ୍ଷକ (Junior Teacher, Schematic) ମାନଙ୍କୁ ନିୟମିତ କରିଛନ୍ତି।
୨୦୨୩-୨୪ ବର୍ଷରେ ନିଯୁକ୍ତି ପାଇଥିବା ଏହି ବର୍ଗର କନିଷ୍ଠ ଶିକ୍ଷକମାନଙ୍କୁ ନିୟମିତ କରାଯାଇଛି। ଏହା ଦ୍ୱାରା ରାଜ୍ୟର ୧୩ ହଜାରରୁ ଅଧିକ ଚୁକ୍ତିଭିତ୍ତିକ କନିଷ୍ଠ ଶିକ୍ଷକମାନେ ଉପକୃତ ହୋଇଛନ୍ତି।
ଏହି ଶିକ୍ଷକମାନେ ସେମାନଙ୍କର ଚାକିରୀରେ ଯୋଗଦାନ ସମୟ ଠାରୁ ନିୟମିତ ହୋଇଛନ୍ତି। ତେବେ, ସେମାନେ ଚାକିରୀରେ ଯୋଗଦାନ ସମୟ ଠାରୁ ୨୦୨୫ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ Notional Benefit ପାଇବେ। ୨୦୨୬ ଜାନୁୟାରୀ ପହିଲା ଠାରୁ ନିୟମିତ କର୍ମଚାରୀଙ୍କ ଦରମା ତଥା ଅନ୍ୟାନ୍ୟ ସମସ୍ତ ସୁବିଧା ପାଇପାରିବେ।
ସୂଚନାଯୋଗ୍ୟ ଯେ, ଏହି କନିଷ୍ଠ ଶିକ୍ଷକମାନଙ୍କୁ ନିୟମିତ କରିବା ପାଇଁ ମୁଖ୍ୟମନ୍ତ୍ରୀ  ପୂର୍ବରୁ ଘୋଷଣା କରିଥିଲେ। ଆଜି ଏହି ନିଷ୍ପତ୍ତି ଗ୍ରହଣ କରିବା ଦ୍ୱାରା ଶିକ୍ଷକ ମହଲରେ ଆନନ୍ଦର ଲହରୀ ଖେଳି ଯାଇଛି।
junior teacher mohan charan majhi Notional Benefit Schematic
Share. Facebook Twitter LinkedIn Email WhatsApp Copy Link

Related Posts

ପେଟ୍ରୋଲ ପରେ ମହଙ୍ଗା ହେଲା ଶିଳ୍ପ ଡିଜେଲ: ପ୍ରତି ଲିଟର ପ୍ରାୟ ୨୨ ଟଙ୍କାକୁ ବୃଦ୍ଧି

March 20, 2026

ପଖାଳ ପ୍ରେମରେ ସାରା ପୃଥିବୀ, ଆମ ସଂସ୍କୃତି ବିଶ୍ୱର ପ୍ରତ୍ୟେକ କୋଣରେ ପହଁଚୁଛି: ମୁଖ୍ୟମନ୍ତ୍ରୀ

March 20, 2026

ଓଡ଼ିଶା ପୋଲିସର ଐତିହାସିକ ସଫଳତା: ୬୫୪ ଆନ୍ତଃରାଜ୍ୟ ନିଶା ବେପାରୀ ଗିରଫ

March 20, 2026

ସବୁଠାରୁ ଶକ୍ତିଶାଳୀ ଚୁମ୍ବକ ତିଆରି କରିବ ଭାରତ: ମୋଦି ସରକାରଙ୍କ ବଡ଼ ଯୋଜନା

March 20, 2026
Latest News

ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଚୁକ୍ତିଭିତ୍ତିକ ସ୍କିମାଟିକ୍ କନିଷ୍ଠ ଶିକ୍ଷକମାନଙ୍କୁ କଲେ ନିୟମିତ

March 20, 2026

ମମତା ବାନାର୍ଜୀ ଜାରି କଲେ ଇସ୍ତାହାର: ମହିଳାମାନଙ୍କୁ ମାସିକ ୧୫୦୦, ବେକାରଙ୍କ ପାଇଁ ପକେଟ ଖର୍ଚ୍ଚ

March 20, 2026

ପେଟ୍ରୋଲ ପରେ ମହଙ୍ଗା ହେଲା ଶିଳ୍ପ ଡିଜେଲ: ପ୍ରତି ଲିଟର ପ୍ରାୟ ୨୨ ଟଙ୍କାକୁ ବୃଦ୍ଧି

March 20, 2026

ଘୋଷଣା ହେଲା ଟିମ୍ ଇଣ୍ଡିଆର ପରବର୍ତ୍ତୀ ସିରିଜ: ଜାଣନ୍ତୁ କେବେ?

March 20, 2026

ପଖାଳ ପ୍ରେମରେ ସାରା ପୃଥିବୀ, ଆମ ସଂସ୍କୃତି ବିଶ୍ୱର ପ୍ରତ୍ୟେକ କୋଣରେ ପହଁଚୁଛି: ମୁଖ୍ୟମନ୍ତ୍ରୀ

March 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.