Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଦିନ ୧୧ଟାରୁ ଅପରାହ୍ନ ୩ଟା ଯାଏଁ କାମ ବନ୍ଦ
ରାଜ୍ୟ ଖବର

ଦିନ ୧୧ଟାରୁ ଅପରାହ୍ନ ୩ଟା ଯାଏଁ କାମ ବନ୍ଦ

May 24, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର : ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପୂର୍ତ୍ତ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି ।  ପୂର୍ବାହ୍ନ ୧୧ଟାରୁ ଅପରାହ୍ନ୩ଟା ପର୍ଯ୍ୟନ୍ତ କାମ ବନ୍ଦ ପାଇଁ ନିର୍ଦ୍ଦେଶ । ଶ୍ରମିକ ମାନଙ୍କୁ କାମରେ ନିୟୋଜିତ ନ କରିବାକୁ ପୂର୍ତ୍ତ ବିଭାଗର ନିର୍ଦ୍ଦେଶ । ଶ୍ରମିକଙ୍କ ପାଇଁ ରେଷ୍ଟ ସେଡ଼, ପାନୀୟ ଜଳ ଓ ଫାଷ୍ଟ ଏଡ କରିବାକୁ ମଧ୍ୟ ନିର୍ଦ୍ଦେଶ ରହିଛି ।

ରାଜ୍ୟର ୬ଟି ସହର ୪୫ ଡିଗ୍ରୀ ଉପରେ ରହିଛି। ହିଟୱେଭକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୨୮ ଯାଏଁ ତାତିରୁ ନିସ୍ତାର ନାହିଁ ବୋଲି ପାଣିପାଗ ବିଭାଗ କହିଛି ।

#Heatwave #Odisha
Share. Facebook Twitter LinkedIn Email WhatsApp Copy Link

Related Posts

କୋଇଲା ଖଣିରେ ଶ୍ୱାସରୁଦ୍ଧ ହୋଇ ୪ ଶ୍ରମିକଙ୍କ ମୃତ୍ୟୁ

June 14, 2026

ଇରାନ-ଆମେରିକା ଚୁକ୍ତି ନେଇ ବଡ଼ ଅପଡେଟ୍: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଚୁକ୍ତି ସ୍ୱାକ୍ଷର ହେବ ବୋଲି ଟ୍ରମ୍ପଙ୍କ ଦାବି

June 14, 2026

ତୃଣମୂଳରେ ବଡ଼ ରାଜନୈତିକ ଭୂକମ୍ପ! ୨୦ ସାଂସଦଙ୍କ ନୂଆ ଚାଲ୍ ନେଇ ବଢ଼ିଲା ରାଜନୈତିକ ଚର୍ଚ୍ଚା

June 13, 2026

ରାଜ୍ୟରେ ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଲା ଏସଆଇଆର

June 13, 2026
Latest News

କୋଇଲା ଖଣିରେ ଶ୍ୱାସରୁଦ୍ଧ ହୋଇ ୪ ଶ୍ରମିକଙ୍କ ମୃତ୍ୟୁ

June 14, 2026

ଇରାନ-ଆମେରିକା ଚୁକ୍ତି ନେଇ ବଡ଼ ଅପଡେଟ୍: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଚୁକ୍ତି ସ୍ୱାକ୍ଷର ହେବ ବୋଲି ଟ୍ରମ୍ପଙ୍କ ଦାବି

June 14, 2026

ସମ୍ପର୍କର ଦେଶରେ ସମ୍ପର୍କହୀନତା! ନିଃସଙ୍ଗତା ରିପୋର୍ଟ ଉଠାଇଲା ବଡ଼ ପ୍ରଶ୍ନ

June 13, 2026

ତୃଣମୂଳରେ ବଡ଼ ରାଜନୈତିକ ଭୂକମ୍ପ! ୨୦ ସାଂସଦଙ୍କ ନୂଆ ଚାଲ୍ ନେଇ ବଢ଼ିଲା ରାଜନୈତିକ ଚର୍ଚ୍ଚା

June 13, 2026

ରାଜ୍ୟରେ ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଲା ଏସଆଇଆର

June 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.