Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ପୋଲିସ ମାଡରେ ଯୁବକ ମୃତ୍ୟୁ !
ରାଜ୍ୟ ଖବର

ପୋଲିସ ମାଡରେ ଯୁବକ ମୃତ୍ୟୁ !

June 1, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର : କବି ସୂର୍ଯ୍ୟନଗର ଥାନାରେ ପୋଲିସ ନିସ୍ତୁକ ପିଟିଥିବା ଅଭିଯୋଗ ହୋଇଛି  । ବ୍ରହ୍ମପୁର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ଶୁବୁଲିଆ ଗାଁର ୩୨ ବର୍ଷିୟ ସୁଶାନ୍ତ ସାହୁ ।  ୨୫ ତାରିଖ ପଥର ବ୍ଲଷ୍ଟି ମାମଲାରେ ଥାନାକୁ ପୋଲିସ ଆଣିଥିଲା । କାଲି ପରିବାର ସଦସ୍ୟଙ୍କୁ ଗୁରୁତର ଅବସ୍ଥାରେ ହସ୍ତାନ୍ତର କରିଥିଲା  ପୋଲିସ । ଆଜି ଯୁବକରୁ ମୃତ୍ୟୁ ହୋଇଯାଇଥିବାବେଳେ ପରିବାର ଲୋକେ ପୋଲିସ ମାଡରେ ଯୁବକର ମୃତ୍ୟୁ ହୋଇଛି ବୋଲି ଅଭିଯୋଗ କରିଛନ୍ତି।

ସୂଚନାଯୋଗ୍ୟ, ବାରଙ୍ଗ ଥାନାରେ ଥାର୍ଡ଼ ଡିଗ୍ରୀ ଘଟଣାକୁ ନେଇ ବେଶ ଉତ୍ତେଜନା ଲାଗିରହିଛି । ସେହିପରି ସୌମ୍ୟ ହତ୍ୟାକାଣ୍ଡରେ ପୋଲିସର ଭୂମିକା ମଧ୍ୟ ସନ୍ଦେହଜନକ ରହିଛି। ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ଅଣାୟତ୍ତ ଥିବାବେଳେ ଏପରି କିଛି ଘଟଣା ପୋଲିସ ଉପରକୁ ଆଙ୍ଗୁଳି ଉଠାଉଛି ।

ପୋଲିସ ମାଡ ଯୁବକ ମୃତ୍ୟୁ
Share. Facebook Twitter LinkedIn Email WhatsApp Copy Link

Related Posts

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026

Odisha Investment: ୧୪ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରି, ୨,୭୮୦ କୋଟି ନିବେଶରେ ୧୪,୧୦୪ ନିଯୁକ୍ତି

August 21, 2026
Latest News

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026

Odisha Investment: ୧୪ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରି, ୨,୭୮୦ କୋଟି ନିବେଶରେ ୧୪,୧୦୪ ନିଯୁକ୍ତି

August 21, 2026

ଖଣି ବିଲ୍‌କୁ ନେଇ ତେଜିଲା ରାଜନୀତି, ବିଜେପିକୁ ଅରୁଣଙ୍କ ବିତର୍କ ଆହ୍ୱାନ

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.