Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ବାଲିଗୁଡା ବିଜେଡିରେ ବଡ଼ ବିଦ୍ରୋହ, ସାମୂହିକ ଇସ୍ତଫା
ରାଜ୍ୟ ଖବର

ବାଲିଗୁଡା ବିଜେଡିରେ ବଡ଼ ବିଦ୍ରୋହ, ସାମୂହିକ ଇସ୍ତଫା

June 5, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଧମାଳ ଜିଲ୍ଲା ବାଲିଗୁଡା ବିଜେଡିରେ ବଡ଼ ହଟଚମଟ ସୃଷ୍ଟି ହୋଇଛି। ଦଳର ଦୁଇ ବରିଷ୍ଠ ନେତା ଟୁନା ଦାସ ଓ ପ୍ରମୋଦ ସାହୁଙ୍କ ନିଲମ୍ବନକୁ ବିରୋଧ କରି ବାଲିଗୁଡା, କେ.ନୂଆଗାଁ, ତୁମୁଡ଼ିବନ୍ଧ ଓ କୋଟଗଡ଼ ବ୍ଲକ ସଭାପତିଙ୍କ ସମେତ ବାଲିଗୁଡା ଏନଏସି ସଭାପତି ଓ ବହୁ ଦଳୀୟ କର୍ମକର୍ତ୍ତା ସାମୂହିକ ଭାବେ ଇସ୍ତଫା ଦେଇଛନ୍ତି।

ରାଜ୍ୟସଭା ନିର୍ବାଚନରେ କ୍ରସ ଭୋଟିଂ ଅଭିଯୋଗରେ ନିଲମ୍ବିତ ବିଧାୟକ ଚକ୍ରମଣି କହଁରଙ୍କୁ ସ୍ୱାଗତ କରିବା ପରେ ଟୁନା ଦାସ ଓ ପ୍ରମୋଦ ସାହୁଙ୍କୁ ଦଳ ନିଲମ୍ବନ କରିଥିଲା। ଏହାକୁ ଅନ୍ୟାୟ ଓ ଏକପାଖିଆ ବୋଲି ଅଭିଯୋଗ କରି ବିଜେଡିର ନେତା, କର୍ମୀ ଏବଂ ନିର୍ବାଚିତ ପ୍ରତିନିଧିମାନେ ପଦରୁ ଇସ୍ତଫା ଦେଇଛନ୍ତି। ସେମାନେ ଦଳୀୟ ନେତୃତ୍ୱଙ୍କୁ ନିଲମ୍ବନ ନିଷ୍ପତ୍ତିର ପୁନଃବିଚାର କରିବାକୁ ଦାବି କରିଛନ୍ତି।

BJD resign
Share. Facebook Twitter LinkedIn Email WhatsApp Copy Link

Related Posts

ସୋଆର ପ୍ରତିଷ୍ଠାତା ସଭାପତିଙ୍କ ଦ୍ୱାରା ପ୍ଲାଷ୍ଟିନେସନ୍ ବିଷୟକ ପୁସ୍ତକ ଉନ୍ମୋଚିତ

July 20, 2026

ସିଜେପି ର ପ୍ରତିବାଦ ସମୟରେ ହିଂସା!: ୫୦ ରୁ ଅଧିକ ପୋଲିସ ଏବଂ ଯାବନ ଆହତ

July 20, 2026

“ବିଶ୍ୱକପରେ କିପରି ୧୧ଟି ମ୍ୟାଚ୍ ଖେଳିପାରିବା?”: ସିରିଜ ହାରିବା ପରେ ଅଧିନାୟକଙ୍କ ଚିନ୍ତା

July 20, 2026

କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ CJPର ପ୍ରତିନିଧିମଣ୍ଡଳ: ଜାଣନ୍ତୁ କ’ଣ ହେଲା ଆଲୋଚନା?

July 20, 2026
Latest News

ସୋଆର ପ୍ରତିଷ୍ଠାତା ସଭାପତିଙ୍କ ଦ୍ୱାରା ପ୍ଲାଷ୍ଟିନେସନ୍ ବିଷୟକ ପୁସ୍ତକ ଉନ୍ମୋଚିତ

July 20, 2026

ସିଜେପି ର ପ୍ରତିବାଦ ସମୟରେ ହିଂସା!: ୫୦ ରୁ ଅଧିକ ପୋଲିସ ଏବଂ ଯାବନ ଆହତ

July 20, 2026

“ବିଶ୍ୱକପରେ କିପରି ୧୧ଟି ମ୍ୟାଚ୍ ଖେଳିପାରିବା?”: ସିରିଜ ହାରିବା ପରେ ଅଧିନାୟକଙ୍କ ଚିନ୍ତା

July 20, 2026

କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ CJPର ପ୍ରତିନିଧିମଣ୍ଡଳ: ଜାଣନ୍ତୁ କ’ଣ ହେଲା ଆଲୋଚନା?

July 20, 2026

ବାଣପୁର: ଉତ୍ତରାୟଣୀ ପୀଠରେ ଭାଜପାର ବନ୍ଧୁ ମିଳନ କାର୍ଯ୍ୟକ୍ରମ

July 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.