Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»କନେଷ୍ଟବଳଙ୍କ ଆତ୍ମାହୁତି ଉଦ୍ୟମ: ସ୍ଥିତି ସଙ୍କଟାପନ୍ନ
ରାଜ୍ୟ ଖବର

କନେଷ୍ଟବଳଙ୍କ ଆତ୍ମାହୁତି ଉଦ୍ୟମ: ସ୍ଥିତି ସଙ୍କଟାପନ୍ନ

June 6, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର: ବ୍ରହ୍ମପୁରର ବିଜିପୁର ଅଞ୍ଚଳସ୍ଥିତ ପୁଲିସ କ୍ୱାର୍ଟର୍ସରେ ଶନିବାର ରାତିରେ ଏକ ଅଭାବନୀୟ  ଘଟଣା ଘଟିଛି । ଓଏମ୍‌ଭିଡିରେ କାର୍ଯ୍ୟରତ କନେଷ୍ଟବଳ ଆଶୁତୋଷ ମଲ୍ଲ ନିଜ ଦେହରେ ପେଟ୍ରୋଲ୍‌ ଢାଳି ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ କରିଥିବା ଜଣାପଡ଼ିଛି।

ନିଆଁରେ ଜଳୁଥିବା ଅବସ୍ଥାରେ ଜୀବନ ବଞ୍ଚାଇବା ପାଇଁ ସେ ନିକଟସ୍ଥ ଜଣେ ପୁଲିସ ହାବିଲଦାରଙ୍କ କ୍ୱାର୍ଟର୍ସ ଭିତରକୁ ଦୌଡ଼ି ପଶିଥିଲେ। ଏହି ଘଟଣାରେ ହାବିଲଦାରଙ୍କ ଘରର କିଛି ଆସବାବପତ୍ର ମଧ୍ୟ ଅଗ୍ନିକାଣ୍ଡରେ କ୍ଷତିଗ୍ରସ୍ତ ହୋଇଛି।

ଗୁରୁତର ଅବସ୍ଥାରେ ଆଶୁତୋଷଙ୍କୁ ତୁରନ୍ତ ଏମ୍‌କେସିଜି ମେଡିକାଲ୍‌ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଡାକ୍ତରମାନଙ୍କ ସୂଚନା ଅନୁଯାୟୀ, ତାଙ୍କ ଶରୀରର ପ୍ରାୟ ୬୦ ପ୍ରତିଶତ ଅଂଶ ପୋଡ଼ିଯାଇଥିବାରୁ ସ୍ଥିତି ଅତ୍ୟନ୍ତ ସଙ୍କଟାପନ୍ନ ରହିଛି।

ଘଟଣା ପଛର ସଠିକ୍ କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନଥିବା ବେଳେ, ପ୍ରାଥମିକ ତଦନ୍ତରୁ ପାରିବାରିକ ବିବାଦ ଏହାର ମୂଳ କାରଣ ହୋଇଥାଇପାରେ ବୋଲି ବ୍ରହ୍ମପୁର ଏସ୍‌ପି ଡା. ଶରବଣା ବିବେକ ଏମ୍ ସୂଚନା ଦେଇଛନ୍ତି । ପୁଲିସ ଏହି ଘଟଣାର ଅଧିକ ତଦନ୍ତ ଜାରି ରଖିଛି।

ଆତ୍ମାହୁତି କନେଷ୍ଟବଳ
Share. Facebook Twitter LinkedIn Email WhatsApp Copy Link

Related Posts

ୟୁଏଇରେ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟିର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା

September 11, 2026

ଏସ୍‌ବିଆଇ-ଓଡ଼ିଶା ପୁଲିସ ଏମ୍‌ଓୟୁ: ଯବାନଙ୍କୁ ମିଳିବ ୫୦ ଲକ୍ଷର ଦୁର୍ଘଟଣା ବୀମା ଓ ବିଭିନ୍ନ ଅତିରିକ୍ତ ସୁବିଧା

September 11, 2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026

ଆର୍‌ଆଣ୍ଡ୍‌ବିରେ ଆର୍ଥିକ ଅନିୟମିତତା ଅଭିଯୋଗ: ସରକାରଙ୍କ କଡ଼ା ଆକ୍ସନ, ଯନ୍ତ୍ରୀ ଅପସାରିତ

September 11, 2026
Latest News

ୟୁଏଇରେ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟିର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା

September 11, 2026

ଏସ୍‌ବିଆଇ-ଓଡ଼ିଶା ପୁଲିସ ଏମ୍‌ଓୟୁ: ଯବାନଙ୍କୁ ମିଳିବ ୫୦ ଲକ୍ଷର ଦୁର୍ଘଟଣା ବୀମା ଓ ବିଭିନ୍ନ ଅତିରିକ୍ତ ସୁବିଧା

September 11, 2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026

ଆର୍‌ଆଣ୍ଡ୍‌ବିରେ ଆର୍ଥିକ ଅନିୟମିତତା ଅଭିଯୋଗ: ସରକାରଙ୍କ କଡ଼ା ଆକ୍ସନ, ଯନ୍ତ୍ରୀ ଅପସାରିତ

September 11, 2026

ଇସ୍ରାଏଲ୍ ସେନାର ପ୍ରଚଣ୍ଡ ଆକ୍ରମଣ: ହିଜ୍‌ବୁଲାର ୨ କିମି ସୁଡ଼ଙ୍ଗ ଧୂଳିସାତ୍‌

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.