Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଘରଭଡ଼ା ନିୟମରେ ବଡ଼ ପରିବର୍ତ୍ତନ, ଆସୁଛି ନୂଆ ଆଇନ
ରାଜ୍ୟ ଖବର

ଘରଭଡ଼ା ନିୟମରେ ବଡ଼ ପରିବର୍ତ୍ତନ, ଆସୁଛି ନୂଆ ଆଇନ

June 13, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର : ଓଡ଼ିଶାରେ ଘର ଭଡ଼ା ବ୍ୟବସ୍ଥାକୁ ସ୍ୱଚ୍ଛ ଓ ସୁବ୍ୟବସ୍ଥିତ କରିବା ପାଇଁ ନୂଆ ଆଇନ ଆସୁଛି। ଏଣିକି ଲିଖିତ ଭଡ଼ା ଚୁକ୍ତି ବାଧ୍ୟତାମୂଳକ ହେବ ଏବଂ ଚୁକ୍ତିକୁ ଅନଲାଇନ୍ ପୋର୍ଟାଲ୍‌ରେ ପଞ୍ଜୀକରଣ କରିବାକୁ ପଡ଼ିବ। ପ୍ରତ୍ୟେକ ଚୁକ୍ତିକୁ ୟୁନିକ୍ ଆଇଡି ମିଳିବ। ଭଡ଼ା ଦର ଘରମାଲିକ ଓ ଭଡ଼ାଟିଆଙ୍କ ପାରସ୍ପରିକ ସହମତିରେ ନିର୍ଦ୍ଧାରିତ ହେବ, ସରକାରୀ ହସ୍ତକ୍ଷେପ ରହିବ ନାହିଁ। ଭଡ଼ା ବିବାଦର ସମାଧାନ ପାଇଁ ସ୍ୱତନ୍ତ୍ର ଭଡ଼ା ନ୍ୟାୟାଳୟ ଓ ନ୍ୟାୟାଧିକରଣ ଗଠନ ହେବ। ଏହା ସହ ୫୯ ବର୍ଷ ପୁରୁଣା ଆଇନ (Odisha House Rent Control Act, 1967 and 1974) ସଂଶୋଧନ ଆଇନ ରଦ୍ଦ ହେବ। ଏହା ବଦଳରେ ନୂଆ ଆଇନ ଆସିବ । ଏନେଇ ଗଠନ ହେବ ସ୍ୱତନ୍ତ୍ର ନ୍ୟାୟାଳୟ। ମୌଖିକ ନୁହେଁ, ଲିଖିତ ଚୁକ୍ତିରେ ହେବ ଘର ଭଡ଼ା ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ କରିଛନ୍ତି।

house rental system newactforrenthouse rentalhouse unique ID
Share. Facebook Twitter LinkedIn Email WhatsApp Copy Link

Related Posts

DG ପଦବୀ ପାଇଁ ୩୩ IPS ମନୋନୀତ : ଓଡ଼ିଶା କ୍ୟାଡରର ଦୁଇ ବରିଷ୍ଠ ଅଧିକାରୀ ସ୍ଥାନ ପାଇଲେ

June 13, 2026

ଜୁନ ୨୫ରୁ ୨୮ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ତୃତୀୟ ଭୁବନେଶ୍ୱର ଫିଲ୍ମ ଫେଷ୍ଟିଭାଲ

June 13, 2026

ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମାଥ୍‌ମାଟିକ୍ସ- ଏକାମ୍ର କାନନ ୬ ଲେନ୍ ବିଶିଷ୍ଟ ରାସ୍ତା ଉଦ୍‌ଘାଟନ

June 13, 2026

ଜନପଥରେ ଜନାଶ୍ରୟ ଭବନର ଶିଳାନ୍ୟାସ

June 13, 2026
Latest News

ଘରଭଡ଼ା ନିୟମରେ ବଡ଼ ପରିବର୍ତ୍ତନ, ଆସୁଛି ନୂଆ ଆଇନ

June 13, 2026

DG ପଦବୀ ପାଇଁ ୩୩ IPS ମନୋନୀତ : ଓଡ଼ିଶା କ୍ୟାଡରର ଦୁଇ ବରିଷ୍ଠ ଅଧିକାରୀ ସ୍ଥାନ ପାଇଲେ

June 13, 2026

ଜୁନ ୨୫ରୁ ୨୮ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ତୃତୀୟ ଭୁବନେଶ୍ୱର ଫିଲ୍ମ ଫେଷ୍ଟିଭାଲ

June 13, 2026

ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମାଥ୍‌ମାଟିକ୍ସ- ଏକାମ୍ର କାନନ ୬ ଲେନ୍ ବିଶିଷ୍ଟ ରାସ୍ତା ଉଦ୍‌ଘାଟନ

June 13, 2026

ଜନପଥରେ ଜନାଶ୍ରୟ ଭବନର ଶିଳାନ୍ୟାସ

June 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.