Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»Vice President in Odisha: ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଲେ ଉପରାଷ୍ଟ୍ରପତି
ରାଜ୍ୟ ଖବର

Vice President in Odisha: ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଲେ ଉପରାଷ୍ଟ୍ରପତି

July 9, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Vice President in Odisha
Vice President in Odisha: ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଲେ ଉପରାଷ୍ଟ୍ରପତି

Vice President in Odisha: ଦିନିକିଆ ଓଡିଶା ଗସ୍ତରେ ଆସି ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି ଉପରାଷ୍ଟ୍ରପତି ସି ପି ରାଧାକ୍ରିଷ୍ଣନ୍। ସେ ସ୍ବତନ୍ତ୍ର ବିମାନରେ ନିର୍ଦ୍ଧାରିତ ସମୟରେ ବିମାନ ବନ୍ଦରରେ ପହଞ୍ଚିଛନ୍ତି। ତାଙ୍କୁ ବିମାନ ବନ୍ଦରରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, କେନ୍ଦ୍ର ଶିକ୍ଷାମନ୍ତ୍ରୀ, ମେୟର ପ୍ରମୁଖ ସ୍ବାଗତ କରିଥିଲେ। ଏହାପରେ କଡା ସୁରକ୍ଷା ମଧ୍ୟରେ ଉପରାଷ୍ଟ୍ରପତି ଓୟୁଏଟି କୃଷି ଶିକ୍ଷା ସଦନକୁ ଯାଇଛନ୍ତି। ସେଠାରେ ସେ ଗଭୀର ସମୁଦ୍ରରୁ ମତ୍ସ୍ୟ ସମ୍ପଦର ସ୍ଥାୟୀ ଉପଯୋଗ ପାଇଁ ମତ୍ସ୍ୟଜୀବୀଙ୍କୁ ପ୍ରାଧିକରଣ ପତ୍ର ବଣ୍ଟନ କରିବା ସହ “ଓଡ଼ିଶା ଗଭୀର ସମୁଦ୍ର ମାଛଧରା ମିଶନ”ର ଶୁଭାରମ୍ଭ କରିବେ।

ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ମତ୍ସ୍ୟ, ପଶୁପାଳନ ଓ ଦୁଗ୍ଧ ଉତ୍ପାଦନ, ପଞ୍ଚାୟତିରାଜ ମନ୍ତ୍ରୀ ରାଜୀବ ରଞ୍ଜନ ସିଂହ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ମତ୍ସ୍ୟ, ପଶୁପାଳନ ଓ ଦୁଗ୍ଧ ଉତ୍ପାଦନ, ପଞ୍ଚାୟତିରାଜ ରାଷ୍ଟ୍ରମନ୍ତ୍ରୀ ପ୍ରଫେସର ଏସ୍‌. ପି. ସିଂହ ବାଘେଲ, ଓଡ଼ିଶାର ମତ୍ସ୍ୟ ଓ ପ୍ରାଣିସମ୍ପଦ ଏବଂ ଏମ୍‌ଏସଏମଇ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ସାଂସଦ ଅପରାଜିତା ଷଡ଼ଙ୍ଗୀ, ସାଂସଦ ସୁକାନ୍ତ ପାଣିଗ୍ରାହୀ,  ବିଧାୟକ ପ୍ରଶାନ୍ତ କୁମାର ଜଗଦେବଙ୍କ ସମେତ ପ୍ରାୟ ୧,୦୦୦ ମତ୍ସ୍ୟଚାଷୀ ଏବଂ ମତ୍ସ୍ୟଜୀବୀ, ମତ୍ସ୍ୟ ଉଦ୍ୟୋଗୀ ଅଂଶଗ୍ରହଣ କରିବେ। ସେମାନଙ୍କ ସହ ଓଡ଼ିଶା ସରକାର, ସମ୍ପୃକ୍ତ ମନ୍ତ୍ରାଳୟ ଏବଂ ବିଭାଗୀୟ ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହିବେ। ଏହାପରେ ଉପରାଷ୍ଟ୍ରପତି ନାଇଜର ରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ।

Vice President in Odisha ଉପରାଷ୍ଟ୍ରପତି ସି ପି ରାଧାକ୍ରିଷ୍ଣନ ଓଡିଶାରେ ଉପରାଷ୍ଟ୍ରପତି
Share. Facebook Twitter LinkedIn Email WhatsApp Copy Link

Related Posts

‘ବାଂଲାଦେଶ ଏବେ ଦ୍ଵିତୀୟ ପାକିସ୍ତାନ’: ଜାଣନ୍ତୁ ଭାରତ ବିଷୟରେ କ’ଣ କହିଲେ ଶେଖ ହସିନାଙ୍କ ପୁଅ?

August 6, 2026

ସରପଞ୍ଚଙ୍କ ସ୍ୱାମୀଙ୍କୁ ଛୁରି ଭୁସି ହତ୍ୟା

August 6, 2026

ଆଜିଠୁ୩ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

August 6, 2026

୨୨ ବର୍ଷର କାରାବାସ ପରେ ନ୍ୟାୟ: ତଦନ୍ତ ବ୍ୟବସ୍ଥାକୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା

August 6, 2026
Latest News

ଆଶାରାମ ବାପୁଙ୍କୁ ଝଟକା: ଅନ୍ତରୀଣ ଜାମିନ୍ ପାଇଁ ମନା କଲେ ସୁପ୍ରିମକୋର୍ଟ

August 6, 2026

ଦୁଷ୍କର୍ମ ମାମଲାରେ ତରୁଣ ତେଜପାଲ ଦୋଷୀ ସାବ୍ୟସ୍ତ: ଟ୍ରାଏଲ୍ କୋର୍ଟଙ୍କ ନିଷ୍ପତ୍ତିକୁ ଖାରଜ କଲେ ହାଇକୋର୍ଟ

August 6, 2026

Banapur News: ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ସ୍ୱାଗତ ଉତ୍ସବ

August 6, 2026

ଆଜି LPG କେତେ ଶସ୍ତା ହେଲା?: ଦେଖନ୍ତୁ 14 ଏବଂ 19 କିଲୋ ଗ୍ୟାସ ସିଲିଣ୍ଡରର ଦର ତାଲିକା 

August 6, 2026

ସୁନା ଏବଂ ରୂପା ମୂଲ୍ୟରେ ବଡ଼ ବୃଦ୍ଧି: ଯାଞ୍ଚ କରନ୍ତୁ ଆଜିର ଦର

August 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.