Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ପୁରୀରେ ପ୍ରାଣ ହରାଇଥିବା ମୃତକଙ୍କ ପରିବାରକୁ ୧୦ ଲକ୍ଷ ସହାୟତା ଘୋଷଣା
ରାଜ୍ୟ ଖବର

ପୁରୀରେ ପ୍ରାଣ ହରାଇଥିବା ମୃତକଙ୍କ ପରିବାରକୁ ୧୦ ଲକ୍ଷ ସହାୟତା ଘୋଷଣା

July 20, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
mohan majhi
Odisha CM Announces 10 Lakh Aid for Puri Deceased Families

ପୁରୀ: ପୁରୀରେ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଥିବା କଟକର ଅନୀଲ ଦାସ ଓ ମୁମ୍ବାଇର ଅଶୋକ ସୁବାରେ ରାଇକରଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (CMRF)ରୁ ୧୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଛନ୍ତି।

ଗତ ଜୁଲାଇ ୧୬ ତାରିଖରେ ପୁରୀଠାରେ ଅସୁସ୍ଥତା କାରଣରୁ ଚିକିତ୍ସାଧୀନ ଥିବା ବେଳେ ଅନୀଲ ଦାସ ଓ ଅଶୋକ ସୁବାରେ ରାଇକରଙ୍କ ମୃତ୍ୟୁ ହୋଇଥିଲା। ଉଭୟଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କୁ ଏହି ଆର୍ଥିକ ସହାୟତା ପ୍ରଦାନ ଘୋଷଣା କରିଛନ୍ତି।

Odisha CM Announces Puri Deceased Families ସହାୟତା ଘୋଷଣା
Share. Facebook Twitter LinkedIn Email WhatsApp Copy Link

Related Posts

କ୍ରିକେଟ ଖେଳ ହେଲା କାଳ, ପଡ଼ିଆରେ ଟଳିପଡ଼ିଲେ ସରକାରୀ କର୍ମଚାରୀ

September 27, 2026

ଆକାଶମାର୍ଗରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବନ୍ୟାଞ୍ଚଳ ପରିଦର୍ଶନ

September 27, 2026

ଆଇନ ପରିବର୍ତ୍ତନର ଇଞ୍ଜିନ ଭାବେ କାର୍ଯ୍ୟ କରେ: ଜଷ୍ଟିସ୍ ଶଶିକାନ୍ତ ମିଶ୍ର

September 27, 2026

‘ସର୍ଜିକାଲ୍ ଷ୍ଟ୍ରାଇକର ୧୦ ବର୍ଷ’: ‘ମନ କି ବାତ୍’ ରେ ପାକିସ୍ତାନ ବିଷୟରେ କ’ଣ କହିଲେ ପ୍ରଧାନମନ୍ତ୍ରୀ?

September 27, 2026
Latest News

ଏସୀୟ କ୍ରୀଡ଼ା: ଆସନ୍ତାକାଲି କ୍ୱାର୍ଟରଫାଇନାଲରେ ଆଫଗାନିସ୍ତାନକୁ ଭେଟିବ ଟିମ୍ ଇଣ୍ଡିଆ

September 27, 2026

ପିଣ୍ଡଦାନର ପରମ କ୍ଷେତ୍ର ‘ପାଦଗୟା’, ପିତୃପକ୍ଷରେ ବୃକ୍ଷରୋପଣ ଓ ଦାନ-ପୁଣ୍ୟର ମାହାତ୍ମ୍ୟ

September 27, 2026

ବିରୋଧୀଙ୍କ ପ୍ରବଳ ବିରୋଧ ପରେ ପଛକୁ ହଟିଲେ ବିଜୟ ସରକାର!: ପ୍ରତ୍ୟାହାର କଲେ ଏହି ନିଷ୍ପତ୍ତି

September 27, 2026

କ୍ରିକେଟ ଖେଳ ହେଲା କାଳ, ପଡ଼ିଆରେ ଟଳିପଡ଼ିଲେ ସରକାରୀ କର୍ମଚାରୀ

September 27, 2026

ଦକ୍ଷିଣ ଆଫ୍ରିକାରେ ଗୁଳିକାଣ୍ଡ: ଦୁଇଟି ପୃଥକ୍ ସ୍ଥାନରେ ୨୭ ଜଣଙ୍କୁ ହତ୍ୟା

September 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.