Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»କଟକ ରେଳ ଷ୍ଟେସନର ଆଧୁନିକୀକରଣ କାର୍ଯ୍ୟ ହେତୁ ମେମୁ ଟ୍ରେନ ଚଳାଚଳରେ ପରିବର୍ତ୍ତନ
ରାଜ୍ୟ ଖବର

କଟକ ରେଳ ଷ୍ଟେସନର ଆଧୁନିକୀକରଣ କାର୍ଯ୍ୟ ହେତୁ ମେମୁ ଟ୍ରେନ ଚଳାଚଳରେ ପରିବର୍ତ୍ତନ

September 7, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଯାତ୍ରୀବାହୀ ଟ୍ରେନ୍
ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ହେତୁ ମେମୁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

ଭୁବନେଶ୍ୱର: ଖୋର୍ଦ୍ଧା ରୋଡ୍ ରେଳ ମଣ୍ଡଳ ଅନ୍ତର୍ଗତ କଟକ ରେଳ ଷ୍ଟେସନର ଉନ୍ନତିକରଣ କାର୍ଯ୍ୟ ପରିପ୍ରେକ୍ଷୀରେ ପୂର୍ବତଟ ରେଳପଥ ପକ୍ଷରୁ ଦୁଇଟି ମେମୁ ଟ୍ରେନ ସେବାକୁ ମଞ୍ଚେଶ୍ୱର ରେଳ ଷ୍ଟେସନରେ ସର୍ଟ-ଟର୍ମିନେଟ୍ (ଆଂଶିକ ବାତିଲ), ସର୍ଟ-ଓରିଜିନେଟ୍ (ଆଂଶିକ ଆରମ୍ଭ) କରାଯିବ।

ସେହି ଅନୁଯାୟୀ, ଟ୍ରେନ ନମ୍ବର ୬୮୪୩୪ ଗୁଣୁପୁର–କଟକ ମେମୁ ଟ୍ରେନଟି ସେପ୍ଟେମ୍ବର ୮ ତାରିଖରୁ ଅକ୍ଟୋବର ୭, ୨୦୨୬ ପର୍ଯ୍ୟନ୍ତ କଟକ ପରିବର୍ତ୍ତେ ମଞ୍ଚେଶ୍ୱର ଠାରେ ଯାତ୍ରା ସମାପ୍ତ କରିବ।

ସେହିପରି, ଟ୍ରେନ ନମ୍ବର ୬୮୪୩୩ କଟକ–ଗୁଣୁପୁର ମେମୁ ଟ୍ରେନଟି ଉକ୍ତ ସମୟ ମଧ୍ୟରେ କଟକ ପରିବର୍ତ୍ତେ ମଞ୍ଚେଶ୍ୱରରୁ ଯାତ୍ରା ଆରମ୍ଭ କରିବ।

ଫଳସ୍ୱରୂପ, ଉପରୋକ୍ତ ସମୟ ଅବଧି ମଧ୍ୟରେ ମଞ୍ଚେଶ୍ୱର ଓ କଟକ ମଧ୍ୟରେ ଏହି ଟ୍ରେନ ସେବା ବାତିଲ ରହିବ।

ଯାତ୍ରୀମାନଙ୍କୁ ଟ୍ରେନ୍ ଚଳାଚଳରେ ଏହି ପରିବର୍ତ୍ତନକୁ ଧ୍ୟାନରେ ରଖି ନିଜର ଯାତ୍ରା ଯୋଜନା କରିବାକୁ ପରାମର୍ଶ । ଟ୍ରେନ୍ ସମ୍ବନ୍ଧୀୟ ଅପଡେଟ୍ ସୂଚନା ପାଇଁ, ଯାତ୍ରୀମାନେ ଯାତ୍ରା ଆରମ୍ଭ କରିବା ପୂର୍ବରୁ ‘ନ୍ୟାସନାଲ୍ ଟ୍ରେନ୍ ଏନକ୍ୱାରୀ ସିଷ୍ଟମ୍’ (NTES) କୁ ଭିଜିଟ୍ କରନ୍ତୁ କିମ୍ବା ରେଳବାଇର ଅଫିସିଆଲ୍ ୱେବସାଇଟ୍ ଯାଞ୍ଚ କରିପାରିବେ।

କଟକ ରେଳ ଷ୍ଟେସନ ଖୋର୍ଦ୍ଧା ରୋଡ୍ ରେଳ ମଣ୍ଡଳ ଟ୍ରେନ ଚଳାଚଳରେ ପରିବର୍ତ୍ତନ ମେମୁ ଟ୍ରେନ
Share. Facebook Twitter LinkedIn Email WhatsApp Copy Link

Related Posts

ଚାକିରିରୁ ଅବସର ପାଇଁ ଆବେଦନ କଲେ ସନ୍ଥଗୋପାଳନ

September 30, 2026

ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରଶିକ୍ଷଣ, ନାଗରିକ କୈନ୍ଦ୍ରିକ ନିର୍ବାଚନ ଉପରେ ଫୋକସ୍‌

September 30, 2026

ସହକାରୀ ନିର୍ଦ୍ଦେଶକ ଗିରଫ, ଆୟଠାରୁ ୨୪୮% ଅଧିକ ସମ୍ପତ୍ତି

September 30, 2026

ରେଳ ସୁରକ୍ଷା କମିଶନରଙ୍କ ଦ୍ୱାରା ପୁରୁଣାକଟକ-ଚାରିଛକ ମଧ୍ୟରେ ନୂତନ ରେଳ ଲାଇନ୍ କାର୍ଯ୍ୟ ନିରୀକ୍ଷଣ

September 30, 2026
Latest News

ଆଜି ଅକ୍ଟୋବର ୧ ତାରିଖରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

October 1, 2026

ଚାକିରିରୁ ଅବସର ପାଇଁ ଆବେଦନ କଲେ ସନ୍ଥଗୋପାଳନ

September 30, 2026

ଅକ୍ଟୋବର ୧ରୁ ବଢ଼ିବ କ୍ଷୀର ଦର: ଲିଟର ପିଛା ୩ ଟଙ୍କା ମହଙ୍ଗା

September 30, 2026

ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରଶିକ୍ଷଣ, ନାଗରିକ କୈନ୍ଦ୍ରିକ ନିର୍ବାଚନ ଉପରେ ଫୋକସ୍‌

September 30, 2026

ସହକାରୀ ନିର୍ଦ୍ଦେଶକ ଗିରଫ, ଆୟଠାରୁ ୨୪୮% ଅଧିକ ସମ୍ପତ୍ତି

September 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.