Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ମଧ୍ୟପ୍ରଦେଶ ଟ୍ରାଜେଡି : ମୁଖ୍ୟମନ୍ତ୍ରୀଙ୍କ ଶୋକ, ପରିବାରକୁ ୫ ଲକ୍ଷ ଲେଖାଏ ସହାୟତା ଘୋଷଣା
ରାଜ୍ୟ ଖବର

ମଧ୍ୟପ୍ରଦେଶ ଟ୍ରାଜେଡି : ମୁଖ୍ୟମନ୍ତ୍ରୀଙ୍କ ଶୋକ, ପରିବାରକୁ ୫ ଲକ୍ଷ ଲେଖାଏ ସହାୟତା ଘୋଷଣା

September 19, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ମଧ୍ୟପ୍ରଦେଶର ଆଗର-ମାଲୱା ଜିଲ୍ଲା ନଲଖେଡ଼ାସ୍ଥିତ ମା’ ବାଗଲାମୁଖୀ ମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣାରେ ଓଡ଼ିଶାର ଗୋଟିଏ ପରିବାରର ୭ ଜଣଙ୍କ ମୃତ୍ୟୁ ଘଟିଛି। ପ୍ରବଳ ବର୍ଷାରେ ରାସ୍ତାରେ ପ୍ରବାହିତ ଜଳସ୍ରୋତ ଅତିକ୍ରମ କରୁଥିବା ବେଳେ କାର୍‌ଟି ଭାସିଯାଇଥିଲା। ଏଥିରେ ୩ ଶିଶୁ, ୨ ମହିଳା ଓ ୨ ପୁରୁଷଙ୍କ ସମେତ ଗାଡ଼ି ଚାଳକଙ୍କ ମଧ୍ୟ ମୃତ୍ୟୁ ଘଟିଛି।

ଘଟଣାରେ ଶୋକ ପ୍ରକାଶ କରି ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୃତଦେହ ଓଡ଼ିଶା ଆଣିବା ପାଇଁ ‘ଓଡ଼ିଶା ପରିବାର’ ଓ ମଧ୍ୟପ୍ରଦେଶ ପ୍ରଶାସନ ସହ ଯୋଗାଯୋଗ ଜାରି ରହିଛି। ସେହିପରି ପ୍ରଧାନମନ୍ତ୍ରୀ ରିଲିଫ ଫଣ୍ଡରୁ ମଧ୍ୟ ୨ ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା ହୋଇଛି।

#MadhyaPradeshAccident #OdishaFamily BaglamukhiTemple cmodisha
Share. Facebook Twitter LinkedIn Email WhatsApp Copy Link

Related Posts

ଅକ୍ଟୋବର ୧୩ ବେଳକୁ ବଙ୍ଗୋପସାଗରରେ ଲଘୁଚାପ!

October 10, 2026

୨ କଲରାପତରିଆ ଛାଲ ଜବତ, ୬ ଗିରଫ

October 9, 2026

ଏସ୍‌ଆଇ ପରୀକ୍ଷା ଜାଲିଆତି ମାମଲା: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଛାନ୍‌ଭିନ୍‌

October 9, 2026

ଓଆଇଏସ୍ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଦିଗଦର୍ଶନ: ସଠିକ୍‌, ଶୀଘ୍ର ଓ ସରଳତା

October 9, 2026
Latest News

ଆଜି ମହାଳୟା କାହିଁକି ପିତୃପୁରୁଷଙ୍କ ଦିଆଯାଇଥାଏ ଶ୍ରାଦ୍ଧ?

October 10, 2026

ଅକ୍ଟୋବର ୧୩ ବେଳକୁ ବଙ୍ଗୋପସାଗରରେ ଲଘୁଚାପ!

October 10, 2026

ଆଜି ଅକ୍ଟୋବର ୧୦ ତାରିଖରେ ଏହି ରାଶିଗୁଡିକର ଭାଗ୍ୟରେ ହେଲା ପରିବର୍ତ୍ତନ

October 10, 2026

ପୁଣି ଜନ୍ତରମନ୍ତରଠାରେ ଆନ୍ଦୋଳନ କରିବ ସିଜେପି

October 9, 2026

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି: ରାଷ୍ଟ୍ରପତିଙ୍କ ଦ୍ୱାରସ୍ଥ ହେଲେ ବିରୋଧୀ ନେତା

October 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.